-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ସରକାରଙ୍କ ସିଧାସଳଖ ନିଯୁକ୍ତି ବିରୁଦ୍ଧରେ ଦାବିପତ୍ର

02-Mar-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): ସମ୍ବିଧାନ ସଚେତନତା ଅଭିଯାନ ଓଡିଶା ତରଫରୁ ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ ଲେଟେରାଲ ଏନ୍ଟ୍ରି ବିରୁଦ୍ଧରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଅଛି । କେନ୍ଦ୍ର ସରକାର ବିନା ପରୀକ୍ଷା ଏବଂ ଟ୍ରେନିଂ ରେ ସେକ୍ରେଟେରୀ ଓ ଡାରେକ୍ଟର ପୋଷ୍ଟ ପାଇଁ ୩୦ଜଣଙ୍କୁ ସିଧାସଳଖ ପୋଷ୍ଟିଂ କରିଛନ୍ତି । ୟୁନିୟନ ପବ୍ଲିକ ସାର୍ଭିସ କମିଶନଙ୍କ ଦ୍ୱାରା ନିଯୁକ୍ତି କରାନଯାଇ ଦୁର୍ନିତି କରାଯାଇଅଛି । ସାଧାରଣତଃ ପ୍ରଶାସନିକ ସେବା ମାଧ୍ୟମରେ ଚାକିରି କରି ପ୍ରାୟତଃ ୧୫ ବର୍ଷ ପରେ ଏହି ପଦବୀକୁ ଉନ୍ନିତ ହୋଇଥାନ୍ତି । କିନ୍ତୁ ବର୍ତ୍ତମାନର ସରକାର ସଂରକ୍ଷଣ ବିରୋଧି କରି ସିଧାସଳଖ ସେ ଆର୍ଟିକେଲ ୧୬.୪ କୌଣସି ସ୍ତରରେ ଯଦି ବଂଚିତ ସମାଜର ପର୍ଯ୍ୟାପ୍ତ ପରିମାଣରେ ନାହିଁ ତାକୁ ଆରକ୍ଷଣ ଦିଆଯିବ । ଜଏଣ୍ଟ ସେକ୍ରେଟେରୀ ପର୍ଯନ୍ତ ପରିମାଣର ନାହିଁ । ତେଣୁ ଅନୁଚ୍ଛେଦର ପୁରାପୁରି ଉଲଙ୍ଘନ ଅଟେ । ଆର୍ଟିକେଲ ୧୬.୪, ଆର୍ଟିକେଲ ୧୫.୪ ମଜବୁତ ଅଧିକାର ଅଟେ । ସରକାର ଉଲଙ୍ଘନ କରିଛନ୍ତି ଏବଂ ଏତଦ୍ ବ୍ୟତିତ ଏହି ପଦସ୍ତ ଅଧିକାରୀଙ୍କୁ ଚୟନ ପ୍ରକ୍ରିୟା ମଧ୍ୟ ସମ୍ବିଧାନ ଦ୍ୱାରା ନିର୍ଦ୍ଦେଶିତ ହୋଇଥାଏ । ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ, ଦିବ୍ୟାଙ୍ଗର ସଂରକ୍ଷଣ ବିରୋଧରେ ସରକାର କାର୍ଯ୍ୟ କରି ସମ୍ବିଧାନିକ ଅଧିକାରରୁ ବଂଚିତ କରୁଥିବାର ପରିଲକ୍ଷିତ ହୁଏ । ଏଣୁ ଅତିଶିଘ୍ର ପ୍ରତ୍ୟାହାର ପାଇଁ ଦାବି କରାଯାଇଥିଲା । ଦାବିପତ୍ର ପ୍ରଦାନ ସମୟରେ ରାଜ୍ୟ ସଂଯୋଜକ ହିମାଂଶୁ ବିଭାର, ଜିଲ୍ଲା ସଂଯୋଜକ ଜନ୍ମଜୟ ବାରିକ ଓ ଜିଲ୍ଲା ସଭାପତି ଐବନ କୁମାର ଛତ୍ରିଆ ସହିତ ଅନେକ ସାମାଜିକ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like