-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ରାଜ୍ୟ

ବଦଳିଲା ସକାଳୁଆ ସ୍କୁଲ ଟାଇମ୍, ଏବେ ଏହି ସମୟରେ ପାଠ ପଢିବେ ଛାତ୍ର-ଛାତ୍ରୀ

02-Mar-2021



ଭୁବନେଶ୍ଵର(ପ୍ରେରଣା ଖବର ବ୍ୟୁରୋ) : ବଦଳିଲା ସ୍କୁଲ ଟାଇମ୍। ସକାଳୁଆ ସ୍କୁଲ ନେଇ ପୂର୍ବରୁ ଘୋଷଣା ହୋଇଥିବା ସମୟରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ଏବେ ନବମ ଏବଂ ଏକାଦଶ ଶ୍ରେଣୀର ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ପାଠପଢା  ହେବ।  ସେହିପରି ଦଶମ ଏବଂ ଦ୍ଵାଦଶ ପିଲାଙ୍କ ପାଇଁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ। ପୂର୍ବରୁ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନେଇ ନିଷ୍ପତ୍ତି ହୋଇଥିଲା।

ଫେବୃଆରୀ ମାସ ନ ସରୁଣୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟର ଅନେକ ସହରରେ ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଶୁକ୍ରବାର ଚିଠି ଲେଖିଥିଲେ।

ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲରେ ପାଠପଢା ପାଇଁ ସମୟ ନିର୍ଦ୍ଧାରିତ ହୋଇଥିଲା। ଯାହା ଏବେ ଅପରିବର୍ତ୍ତିତ ରହିଛି।  ସେହି ପରି ଦଶମ ଏବଂ ଦ୍ଵାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ଯାଏ ସ୍କୁଲ ଖୋଲା ରହିବ ବୋଲି କୁହାଯାଇଥିଲା। ହେଲେ ୧ଟା ଯାଏଁ ସ୍କୁଲ ଖୋଲା ରହିବାକୁ ଅନେକ ମହଲରେ ବିରୋଧର ସ୍ଵର ଉଠିଥିଲା। ଏହାକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ପରି ଦଶମ ଏବଂ ଦ୍ଵାଦଶ ପିଲାଙ୍କ ପାଇଁ ସକାଳୁଆ ଟାଇମ୍‌ରେ ପରିବର୍ତ୍ତନ କରି  ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଏମିତି ରହିଛି ଯେ, ଫେବୃଆରୀ ଶେଷ ହେଉଣୁ ଅନେକ ସହରରେ ତାପମାତ୍ର ୩୭ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ଵର ତ ତାପମାତ୍ରା ବୃଦ୍ଧିରେ ରେକର୍ଡ କରିଛି। ଗତ କେଇ ଦିନ ହେବ ରାଜଧାନୀରେ ତାପମାତ୍ର ୪୦ ଛୁଇଁଛି। ଏସକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like