-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||     

HOME   ଜିଲ୍ଲା

ଫିରିଙ୍ଗିଆ ଜଗନ୍ନାଥ ମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ଜନ୍ମୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

02-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ସହରରେ ଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମହାପ୍ରଭୁଙ୍କ ଜନ୍ମ ବାର୍ଷିକ ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ତଥା ରାଜ୍ୟ ବାଣିଜ୍ୟ ଓ ପରିବାହନ ମନ୍ତ୍ରୀ ପଦ୍ମନାଭ ବେହେରା ସଭାପତିତ୍ୱ କରିଥିଲେ। ଆସନ୍ତା ୧୧ ତାରିଖ ଠାରୁ ମହାପ୍ରଭୁଙ୍କ ଜନ୍ମ ଉତ୍ସବ ପାଳନ କରାଯିବା ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜନ୍ମ ଉତ୍ସବ ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଚାଲୁରହିବ। କୋଭିଡ୍ ନିୟମ ପାଳନ ସହ ଶ୍ରୀଜୀଉଙ୍କ ଜନ୍ମ ଉତ୍ସବ ପାଳନ କରାଯିବା ନେଇ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆ ଯାଇଥିଲା। ଆସନ୍ତା ୧୧ ତାରିଖ ଅପରାହ୍ନ ୩ଟାରେ କଳସ ଯାତ୍ରା, ମହାପ୍ରଭୁଙ୍କ ଅଲଙ୍କାର ପ୍ରତିଷ୍ଠା ସହ ତିନିଦିନ ଧରି ନାମଯଜ୍ଞ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଫିରିଙ୍ଗିଆ ଗୋଷ୍ଠି ଉନ୍ନୟନ ଅଧିକାରୀ ରଶ୍ମିରଞନ ମହନ୍ତ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଲାଲନନ୍ଦା ପ୍ରଧାନ, ଅତିରିକ୍ତ ଥାନା ଅଧିକାରୀ ଦଶରଥ ହେମ୍ରମ, ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ବିଜୟ କୁମାର ମଲ୍ଲିକଙ୍କ ସମେତ ପରିଚାଳନା କମିଟିର ସମ୍ପାଦକ ଲକ୍ଷ୍ମିଧର ସାହୁ, ସଦସ୍ୟ ସତ୍ୟନାରାୟଣ ସାହୁ, ବାଲକୃଷ୍ଣ ଜୁଣ୍ଡି , ଚନ୍ଦ୍ରମୋହନ ନାଏକ, ବିଜୟ କୁମାର ସାମଲ, ମନ୍ଦିର ପୂଜକ କାଳିଆ ପଣ୍ଡା, ବାଲୁଙ୍କେଶ୍ୱର ଆଚାର୍ଯ୍ୟଙ୍କ ସହ ଫିରିଙ୍ଗିଆ ସହରର ଅନେକ ବୁଦ୍ଧିଜୀବୀ ମନ୍ଦିର ପାରିଚାଳନା କମିଟିର ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।  ଶ୍ରୀଜୀଉଙ୍କ ଜନ୍ମ ଉତ୍ସବ ପାଳନ ପାଇଁ ବିଭିନ୍ନ ବିଭାଗର ଦାୟିତ୍ୱ ନେବା ପାଇଁ ମନୋନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ଉତ୍ସବ ପରିଚାଳନା କରିବା ନେଇ ଦାୟିତ୍ୱ ବଣ୍ଟନ କରାଯାଇଥିଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026

You Might Also Like