-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||     

HOME   ରାଜ୍ୟ

ବୌଦ୍ଧ: ପୁରୀ ଘୋଷଯାତ୍ରା ରଥକାଠ ପାଇଁ ବୌଦ୍ଧ ବନଖଣ୍ଡରୁ ଅନୁକୂଳ ହେଲା ଗଛକଟା 

03-Mar-2021



ବୌଦ୍ଧ(ପ୍ରେରଣା ଖବର ବ୍ୟୁରୋ): ଚଳିତ ବର୍ଷ ଶ୍ରୀକ୍ଷେତ୍ର ପୁରୀରେ ହେବାକୁଥିବା ଘୋଷଯାତ୍ରା ପାଇଁ ରଥ ନିର୍ମାଣ ସକାଶେ ଆବଶ୍ୟକ କାଠ ସଂଗ୍ରହ ପାଇଁ ମଙ୍ଗଳବାର ବୌଦ୍ଧ ବନଖଣ୍ଡ ଅଧିନସ୍ଥ ମାଧପୁର ରେଞ୍ଜ ଅନ୍ତର୍ଗତ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରୁ ଗଛ ସଂଗ୍ରହ ପ୍ରକ୍ରିୟା ଶୁଭାରମ୍ଭ ହୋଇଛି। ପୁରୀ ରଥ ଖଳାର ବରିଷ୍ଠ ତତ୍ୱବଧାରକ ସୁଦର୍ଶନ ମେକାପ ଙ୍କ ନେତୃତ୍ୱରେ ୫ ଜଣିଆ ମହାରଣା ଦଳ ବୌଦ୍ଧରେ ଆଜ୍ଞାମାଳ ଧରି ପହଁଚିବା ପରେ ଆଡେଣିଗଡ ନିକଟସ୍ଥ ମାଆ ବନଦୁର୍ଗା ଙ୍କ ପିଠରେ ହୋମଯଜ୍ଞ ସହିତ ପୁଜାର୍ଚ୍ଚନା, କରିବା ପରେ ଚିହ୍ନଟ ହୋଇଥିବା ଗଛମୁଳେ ପୁଜା କରିବା ପରେ ଆରମ୍ଭ ହୋଇଥିଲା ରଥ କାଠ କଟା।ଏହି ଅବସରରେ ବୌଦ୍ଧ ବନଖଣ୍ଡ ଅଧିକାରୀ ଯୋଶବନ୍ତ ସେଠି, ସହକାରୀ ବନ ସଂରକ୍ଷକ ରାଜେନ୍ଦ୍ର ଗୋଛାୟତ,ସୌମ୍ୟ ରଞ୍ଜନ ଗୋଛାୟତ,ଜିତେନ୍ଦ୍ର କୁମାର ବେହେରା,  ରେଞ୍ଜ ଅଧିକାରୀ, ସରୋଜ କୁମାର ମିଶ୍ର,ପ୍ରଦୀପ ବେହେରା, ନିହାର ରଞ୍ଜନ ମଲ୍ଲିକ, କୁମାରୀ କ୍ଷୀରାଵଦ୍ଧି ପ୍ରଧାନ, ଙ୍କ ସମେତ ମାଧପୁର ବନାଞ୍ଚଳର ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ। ବିଭାଗୀୟ ସମସ୍ତ ଅଧିକାରୀ ପ୍ରଥମେ ମାଧପୁର ଠାରେଥିବା ମା ବନଦୁର୍ଗା ଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ସେଠାରୁ ସଂରକ୍ଷିତ ଜଙ୍ଗଲକୁ ଯାଇଥିଲେ।ସେଠାରେ ପୂର୍ବରୁ ଚିହ୍ନଟ କରାଯାଇଥିବା ଏକ ଅଶନ ଗଛକୁ ଯଥାବିଧି ପୂଜାପାଠ କରି ଗଛ କଟା ଶୁଭାରମ୍ଭ କରିଥିଲେ।ପ୍ରଭୁ ଜଗନ୍ନାଥଙ୍କର ଘୋଷଯାତ୍ରା ପାଇଁ ହେବାକୁ ଗଛକଟା ଦେଖିବାକୁ ଆଡେନିଗଡ଼,  ଆଦି ଆଖପାଖ ଗ୍ରାମରୁ ବହୁ ଶ୍ରଦ୍ଧାଳୁ ଭକ୍ତଙ୍କର ଭିଡ ସମାଗମ ଦେଖିବାକୁ ମିଳିଥିଲା।ମହାପ୍ରଭୁ ଙ୍କ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ନିମନ୍ତେ ଆରମ୍ଭ ହୋଇଛି କାଠ ସଂଗ୍ରହ ପକ୍ରିୟା । ଚତୁର୍ଥଥର ପାଇଁ ବୌଦ୍ଧ ଜିଲ୍ଲାରୁ ଯିବ ରଥ କାଠ । ତିଆରି ହେବ ତିନି ଦିଅଁ ଙ୍କ ରଥ । ପୁରୀ ରଥ ଖଳାର 

 ତିନିକଣିଆ ମହାରଣା ଦଳ ଆଜ୍ଞାମାଳ ଧରି ବୌଦ୍ଧ ରେ ପହଁଚିବା ପରେ ମା ବନଦୁର୍ଗା ଙ୍କ ନିକଟରେ ସ୍ୱତନ୍ତ୍ର ପୁଜାର୍ଚ୍ଚନା ପରେ ଆରମ୍ଭ ହୋଇଛି ରଥ ପାଇଁ କାଠ କଟା । ଚଳିତ ବର୍ଷ ତିନି ରଥ ନିର୍ମାଣ ପାଇଁ ୮୬୫ଖଣ୍ଡ କାଠର ଆବଶ୍ୟକ ଥିବାବେଳେ ବୌଦ୍ଧ ରୁ ଯିବ ୬୦୧ ଖଣ୍ଡ 
 କାଠ । ଏପଟେ ଚତୁର୍ଥ ଥର ପାଇଁ ବୌଦ୍ଧରୁ ରଥକାଠ ଯାଉଥିବାରୁ ଏହାକୁ ନେଇ ଅଚଂଳବାସୀ ସୌଭାଗ୍ୟ ଶାଳୀ ମନେ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026

You Might Also Like