-+91-9937148622 |
prerana_bgr@rediffmail.com |
Wednesday 7th October 2026 |
R.N.I. Regd No. ODIODI/2010/46693
Breaking News
03-Mar-2021
ସୁବର୍ଣ୍ଣପୁର (ପ୍ରେରଣା ଖବର): ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକର ଶିକ୍ଷକ ସନ୍ତୋଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ସୁବର୍ଣ୍ଣପୁର ଭିଜିଲାନ୍ସର ଚଢାଉ ।