-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଅପରାଧ

ସଇତାନ ପ୍ରେମିକ : ଗର୍ଭପାତ କରାଇ ପ୍ରେମିକାକୁ ଦେହ ବ୍ୟବସାୟରେ ଲଗାଉଥିଲା, ଶେଷରେ ପରିବାର ଲୋକେ ବି ଛାଡିଦେଲେ ପୀଡିତାର ହାତ

03-Mar-2021



କୁଚିଣ୍ଡା,(ପ୍ରେରଣା ଖବର ବ୍ୟୁରୋ) : ଦିନକୁ ଦିନ ରାଜ୍ୟରେ ନାବାଳିକାଙ୍କ ସହ ପ୍ରଥମେ ପ୍ରେମ ପରେ ତାଙ୍କୁ ଭୁଲାଇ ପ୍ରେମିକ ଶାରୀରିକ ସମ୍ପର୍କ ରଖୁଥିବା ଖବର ବଢ଼ିବାରେ ଲାଗିଛି । ସେହିଭଳି ଏକ ଘଟଣା ଏବେ କୁଚିଣ୍ଡା ଅଞ୍ଚଳରେ ଦେଖିବାକୁ ମିଳିଛି । ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ତା ସହ ଶାରିରୀକ ସମ୍ପର୍କ ରଖିବା ପରେ ପ୍ରେମିକା ଗର୍ଭବତୀ ହୋଇଥିଲା । ପ୍ରେମିକାର ଦୁଇ ଦୁଇ ଥର ଗର୍ଭପାତ କରାଇଥିଲା । ଏହା ପରେ ମଧ୍ୟ ଶାରୀରିକ ସମ୍ପର୍କ ରଖିଥିଲା ପ୍ରେମିକ । ଏତିକିରେ ବି ମନ ଶାନ୍ତି ନହେବାରୁ ଦଲାଲ୍‌ ସାଜି କୋମଳମତି ନାବାଳିକା ପ୍ରେମିକାକୁ ଦେହ ବ୍ୟବସାୟରେ ଲଗାଇ ଅର୍ଥ ଉପାର୍ଜନ ପାଇଁ ଯୋଜନା କରିଥିଲା ସଇତାନ୍‌ ପ୍ରେମିକ । କୁଚିଣ୍ଡା ଗଣବଳାତ୍କାର ଘଟଣା ପର୍ଦ୍ଦାଫାସ ହେବାର ୩ ଦିନ ପରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରେମିକ ଯୁଯୁମୁରା ଥାନାଞ୍ଚଳର ସେଲବିରିସ୍‌ ହେରୋ (୨୪) ଗିରଫ ହେବା ପରେ ସାମ୍ନାକୁ ଆସିଛି ଏଭଳି କିଛି ସଙ୍ଗିନ୍‌ ତଥ୍ୟ।

ଘଟଣା ପରେ ପରିବାର ଲୋକେ ମଧ୍ୟ ବଳାତ୍କାର ପୀଡ଼ିତା ନାବାଳିକାଙ୍କ ହାତ ଛାଡ଼ିଦେଲେ । ଘରେ ରଖିବାକୁ ସୁରକ୍ଷିତ ମଣିଲେନି । ଶେଷରେ ପୁଲିସ୍‌ ନାବାଳିକାଙ୍କୁ ଉଦ୍ଧାର କରି ସିଡବ୍ଲ୍ୟୁସିରେ ହାଜର କରାଇଲା । ସିଡବ୍ଲ୍ୟୁସି ଏହି ମାମଲାର ବିଚାର କରି ନାବାଳିକାଙ୍କୁ ଏକ ଆଶ୍ରମକୁ ପଠାଇଛି । ଅଭିଯୁକ୍ତ ସେଲବିରିସ ଓ ନାବାଳିକାଙ୍କ ମଧ୍ୟରେ ବର୍ଷେ ତଳେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା । ଏହା ପରେ ଉଭୟଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ସ୍ଥାପନ ହୋଇଥିଲା । କିଛିଦିନ ପରେ ନାବାଳିକା ଗର୍ଭବତୀ ହେବାରୁ ତାଙ୍କର ଗର୍ଭପାତ କରାଇ ପୁଣି ଶାରୀରିକ ସମ୍ପର୍କ ରଖିଥିଲା ଅଭିଯୁକ୍ତ ସେଲବିରିସ୍‌୍‌ । ନାବାଳିକା ଦ୍ୱିତୀୟ ଥର ଗର୍ଭବତୀ ହେବା ପରେ ସେଲବିରିସ ବାହା ହେବାର ପ୍ରତିଶ୍ରୁତି ଦେଇ ୪ ମାସ ତଳେ ଘରୁ ତାଙ୍କୁ ନେଇଯାଇ ଜାତିପଡ଼ାର ସୁଜାତା ସିଂ ପାଖରେ ଛାଡ଼ିଥିଲା । ସେଠାରେ ପୁଣିଥରେ ନାବାଳିକାଙ୍କ ଗର୍ଭପାତ କରାଯାଇଥିଲା ।

ମାତ୍ର ଗର୍ଭପାତ ପରେ ପ୍ରେମିକ ଫେରାର୍‌ ହୋଇଯାଇଥିଲା । ଘରୁ ଚାଲି ଆସିଥିବାରୁ ଅସହାୟ ଅବସ୍ଥାରେ ନାବାଳିକା ସୁଜାତାର କଥାରେ ପଡ଼ିଯାଇଥିଲେ । ପରେ ଏକ ବନ୍ଦ ଘରେ ନାବାଳିକାଙ୍କୁ ରଖି ଦେହ ବ୍ୟବସାୟ ଆରମ୍ଭ ହୋଇଥିଲା । ଜଣେ ହୋମ୍‌ଗାର୍ଡ ଦଲାଲ୍‌ ସାଜି ଗ୍ରାହକ ସ୍ଥିର କରିବା ପରେ ନାବାଳିକାଙ୍କୁ ବଳାତ୍କାର କରାଯାଉଥିଲା । ୫ ଦିନ ତଳେ କୌଣସି ମତେ ନାବାଳିକା ଜଣକ ଖସିବାରେ ସମର୍ଥ ହୋଇ ବସଷ୍ଟାଣ୍ଡକୁ ଚାଲିଆସିଥିଲେ । ସେଠାରେ ଲୋକେ ତାଙ୍କୁ ଦେଖିବା ପରେ ପୁଲିସ୍‌କୁ ସୂଚନା ଦେଇଥିଲେ । ଘଟଣାରେ ପୁଲିସ୍‌ ସୁଜାତା, ହୋମ୍‌ଗାର୍ଡ ଓ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀକୁ ଗିରଫ କରିବା ପରେ ଏ ସମ୍ପର୍କରେ ଅଧିକ ସୂଚନା ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like