-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||     

HOME   ରାଜନୀତି

ବିସିସିଆଇର ଅଧ୍ୟକ୍ଷ ଧରିବେ କି ପଦ୍ମ?

03-Mar-2021



କୋଲକାତା(ପ୍ରେରଣା ଖବର): ଏଥର ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଦିଦିଙ୍କ ତୃଣମୂଳକୁ ମାତ୍‌ ଦେଇ ବିଜୟ ଟିକା ପିନ୍ଧିବା ଲକ୍ଷ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ଏବେ ରାତିଦିନ ଏକ କରିଦେଇଛି। ଏହି କ୍ରମରେ ବିଜେପି ଓ ବେଙ୍ଗଲର ‘ଦାଦା’ ମାନେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ କେନ୍ଦ୍ର କରି ପଶ୍ଚିମବଙ୍ଗରେ ଏକ ଚର୍ଚ୍ଚା ଆଲୋଚନା ଜୋର ଧରିଛି। କୁହାଯାଉଛି ‘ଦାଦା’ ଗାଙ୍ଗୁଲି କୁଆଡ଼େ ବିଜେପିରେ ସାମିଲ ହୋଇ ହାତରେ ପଦ୍ମ ଧରି ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ। ମାର୍ଚ୍ଚ ୭ରେ କୋଲକାତାରେ ଦଳ ପକ୍ଷରୁ ଆୟେଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମାବେଶରେ ସାମିଲ ହୋଇ ସେ ବିଧିବଦ୍ଧ ଭାବେ ଦଳରେ ସାମିଲ ହେବେ। ଗାଙ୍ଗୁଲିଙ୍କୁ କେନ୍ଦ୍ରକରି ଏପରି କଳ୍ପନା ଜଳ୍ପନା ଚାଲିଥିବା ବେଳେ ବଶ୍ଚିମବଙ୍ଗ ବିଜେପି ସଭାପତି ଦିଲୀପ ଘୋଷ କହିଛନ୍ତି ଯେ ଏ ବିଷୟରେ ତାଙ୍କ ପାଖରେ କୌଣସି ଖବର ନାହିଁ କିମ୍ବା ଏ ବିଷୟରେ କୌଣସି ଧାରଣା ନାହିଁ। ଅନ୍ୟପକ୍ଷରେ ଏ ଆଲୋଚନାକୁ ନେଇ ‘ଦାଦା’ ନିରବ ରହିଛନ୍ତି। ଉଲ୍ଲେଖଯୋଗ୍ୟ ଚଳିତ ବର୍ଷ ଜାନୁଆରୀରେ ଗାଙ୍ଗଲି ସାମାନ୍ୟ ହୃଦଘାତରେ ଆକ୍ରାନ୍ତ ହେବା ପରେ ତୃଣମୂଳର ମମତା ଦିଦିଙ୍କ ଠାରୁ ଆରମ୍ଭ କରି ବିଜେପି ଓ ବାମଦଳର ବରିଷ୍ଠ ନେତାମାନେ ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ତାଙ୍କୁ ନିଜ ନିଜ ଆଡ଼କୁ ଟାଣିବାକୁ କସରତ ଆରମ୍ଭ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026

You Might Also Like