-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ତେଲ ନଦୀ ବ୍ରିଜ ଉପରେ ସ୍କୁଟି ଓ ଯୁବତୀ ଙ୍କ ଆତ୍ମହତ୍ୟା ନା ନିରୁଦ୍ଦିଷ୍ଟ

15-Oct-2020



ବଲାଙ୍ଗୀର:-ବଲାଙ୍ଗୀର ଜିଲ୍ଲା ତୁଷୁରା ଏବଂ ଗୁଡ଼ଭେଲା ବ୍ଲକ୍ କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ରେ ଥିବା ତେଲ ନଦୀ ବ୍ରିଜ ଉପରେ ଆଜି ଅପରାହ୍ନ ରେ ଧଳା ରଙ୍ଗର ହିରୋ ସ୍କୁଟି ଏବଂ ଦୁଇ ଜଣ ଯୁବତୀ ଙ୍କ ଚପଳ ଥିବା ବେଳେ ଯୁବତୀ ଦୁଇ ଜଣ ନଦୀ କୁ ଡେଇ ଛନ୍ତି ନା ନୀରୁଦ୍ଦିଷ୍ଟ ବର୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ । ସ୍ଥାନୀୟ ଲୋକଙ୍କ ଚର୍ଚ୍ଚା ରୁ ଜଣାପଡେ ଯୁବତୀ ଦ୍ବୟ ନଦୀ କୁ ଡ଼େଇ ଆତ୍ମହତ୍ୟା କରିଛନ୍ତି । ପୋଲ ଉପରେ ଥିବା ସ୍କୁଟି ର ନମ୍ୱର୍ ଓଡି ୦୮ଜି ୧୪୨୦ ହୋଇଥିବା ବେଳେ ଗାଡି ର ମାଲିକ ଙ୍କ ନାମ ଗୁଡଭେଲା ନିବାସୀ ରାମୋତର ଅଗ୍ରୱାଲ ବୋଲି ଜଣାପଡିଛି । ସ୍ଥାନୀୟ ଲୋକଙ୍କ ଚର୍ଚ୍ଚାରୁ ଜଣାପଡେ ଗୁଡ଼ଭେଳା ପଟରୁ ଦୁଇ ଜଣ ଯୁବତୀ ପୋଲ ଉପରେ ଗଡ଼ି ରଖି ନଦୀ କୁ ଲମ୍ଫ ଦେଇଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ ପୋଲିସ ଏବଂ ଓଡ୍ରଫ୍ଟ୍ ଟିମ୍ ଯୁବତୀ ଦ୍ୱୟ ଙ୍କ କୌଣସି ସୁରାକ ପାଇ ନାହାଁନ୍ତି । ପୋଲିସ ତେଲ ବ୍ରିଜ ରୁ ବୌଦ୍ଧ ବୋର୍ଡର କେନ୍ଦ୍ ଘାଟ ପର୍ଯ୍ୟନ୍ତ ଖୋଜିବାରେ ଲାଗିଛି । ନଦୀରେ ପ୍ରଖର ଜଳ ପ୍ରବାହିତ ହେଉଥିବାରୁ ଉଦ୍ଧାରକାରୀ ଟିମ୍ କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି । ପୋଲିସ ତଦନ୍ତ କରୁଥିବା ବେଳେ ଏହା ଆତ୍ମହତ୍ୟା ନା ନିଖୋଜ କାରଣ ଜଣାପଡି ନ ଥିବା ବେଳେ ଦୁଇ ଜଣ ଯୁବତୀ ହେଲେ ଅନମୋଲ୍ ଅଗ୍ରୱାଲ (୨୨)ଓ ଆଁଚଳ ଅଗ୍ରୱାଲ (୧୯) ବୋଲି ଜଣାପଡିଛି । ଅଧିକ ତଥ୍ୟ ଜାଣିବାକୁ ସ୍ଥାନୀୟ ପୋଲିସ କୁ ପଚାରିବାରୁ ଘଟଣା ସମ୍ପର୍କରେ କୌଣସି ସଠିକ ତଥ୍ୟ ମିଳିପାରିନାହିଁ । ପୋଲିସ ଏବଂ ଦମକଳ ବାହୀନି ଯୁବତଦ୍ୱୟଙ୍କୁ ଖୋଜିବାରେ ବ୍ୟସ୍ତ ଅଛନ୍ତି । ଘଟଣାସ୍ଥଳରେ ତୁଷୁରା ପୋଲିସ ଏବଂ ଏସ ଡି ପି ଓ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like