-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଅପରାଧ

୨୬୫ ଗ୍ରାମର ବ୍ରାଉନ ସୁଗାର ଜବତ, ତିନିଜଣ ଯୁବକ ଗିରଫ

03-Mar-2021



ଭଦ୍ରକ(ପ୍ରେରଣା ଖବର): ଧୁଷୁରୀ ପୁଲିସ ପକ୍ଷରୁ ଅସୁରାଳି ନିକଟରୁ ୨୬୫ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। ଜବତ ହୋଇଥିବା ବ୍ରାଉନ ସୁଗାରର ଆନୁମାନିକ ବଜାର ମୂଲ୍ୟ ୨୭ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଏହି ଘଟଣାରେ ଧୁଷୁରୀ ପୁଲିସ ତିନିଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ଯୁବକ ମାନେ ହେଲେ ମଣିଭଦ୍ର ସାହୁ, ନିରାକାର ଜେନା ଓ ତ୍ରିଲୋଚନ ଦାସ। ଧୁଷୁରୀ ପୁଲିସ ସେମାନଙ୍କ ନିକଟରୁ ୧୨ଟି ମୋବାଇଲ, ନଗଦ ୩୧ ହଜାର ୮୦୦ ଟଙ୍କା, ଗୋଟିଏ ସ୍କୁଟି ଜବତ କରିଛି। ବହୁ ଦିନ ଧରି ଭଦ୍ରକ ଜିଲ୍ଲାରେ ଏମାନେ ବ୍ରାଉନ ସୁଗାର ବେପାର ଚଳାଇ ଆସୁଥିଲେ, ଯାହାକି ପୁଲିସର ସ୍କାନରରେ ଏମାନେ ରହି ଆସିଥିଲେ। ଧୁଷୁରୀ ପୁଲିସ କୌଣସି ସୂତ୍ରରୁ ଅସୁରାଳି ନିକଟରେ ଚଢାଉ କରି ବ୍ରାଉନ ସୁଗାର ଜବତ ସହ ଅଭିଯୁକ୍ତମାନଙ୍କୁ ଗିରଫ କରିପାରିଛି। ଅଭିଯୁକ୍ତ ମାନେ ବ୍ରାଉନ ସୁଗାର ହେଉ କି ଅନ୍ୟ ନିଶା ଦ୍ରବ୍ୟ, ଯେଉଁମାନେ ଏହି କାମରେ ସମ୍ପୃକ୍ତ ଥିବେ ସେମାନଙ୍କ ଉପରେ ଜ଼ିଲ୍ଲା ପୁଲିସ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଜ଼ିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ତେବେ ଏହି ବ୍ରାଉନ ସୁଗାର ବେପାରୀ ମାନଙ୍କୁ ବାଲେଶ୍ୱରରୁ ଧୁଷୁରୀ ଅଞ୍ଚଳକୁ ଆସୁଥିବା ସମୟରେ ପୁଲିସ ଧରିଥିଲା।

ଗତକାଲି ଭଦ୍ରକରୁ୨୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଥିଲା। ଭଦ୍ରକର ତିହିଡ଼ି ଥାନା ଅନ୍ତର୍ଗତ ନନ୍ଦପୁର ଛକଠାରେ କଟକର ଦୁଇଟି ସ୍ବତନ୍ତ୍ର ଟିମ୍ ଚଢ଼ାଉ କରିଥିଲା। ଏଠାରୁ ୨୩୦ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଥିଲା। ଜବତ ବ୍ରାଉନ ସୁଗାରର ମୂଲ୍ୟ ୨୩ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ତିହିଡ଼ି ଥାନା ଅଞ୍ଚଳର କୈଳାସ ମଲିକ(୨୮) ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଏନେଇ ତିହିଡ଼ି ଥାନା ଆଇଆଇସି ଜଗଦିଶ ଚନ୍ଦ୍ର ସାମଲ ସୂଚନା ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like