-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ରାଜ୍ୟ

ସିଆରଏଫ ଦ୍ୱାରା ଜନ ସଚେତନତା ତଥା ସୋଲାର ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ 

03-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ବେଲଘର ପଞ୍ଚାୟତର  ସ୍କୁଲ ଖେଳ ପଡିଆରେ ସିଆରପିଏଫ ଯବାନ ମାନଙ୍କ ଦ୍ୱାରା ଜନସଚେତନତା କାର୍ଯ୍ୟକ୍ରମ ତଥା ସୋଲାର ଓ ଷ୍ଟ୍ରୀଟ ଲାଇଟ ବିତରଣ ଉତ୍ସବ ୧୨୭ ବାଟାଲିୟନର କମାଡେଣ୍ଟ ଆନନ୍ଦ ଝା ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇ ଯାଇଛି l  ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ଥିଲା ଯବାନ ଏବଂ ଜନସାଧାରଣମାନଙ୍କ ମଧ୍ୟରେ ସୁସମ୍ପର୍କର ପ୍ରତିଷ୍ଠା କରିବା l କାରଣ ହେଉଛି ଜନସାଧାରଣ ଏବଂ ଯବାନମାନଙ୍କ ମଧ୍ୟରେ ସମ୍ପର୍କର ଅଭାବ I ଆଜିକାର କାର୍ଯ୍ୟକ୍ରମ ମାଧ୍ୟମରେ ସେମାନେ ଜନ ସାଧାରଣଙ୍କୁ କହିଛନ୍ତି ଯେ ଯବାନମାନେ ଆପଣ ମାନଙ୍କ ପରି ସାଧାରଣ ମନୁଷ୍ୟ ତେଣୁ ଯବାନଙ୍କୁ ଡରିବା ଆବଶ୍ୟକ ନାହିଁ ବୋଲି ସିଆରପିଏଫ ଉଚ୍ଚପଦସ୍ଥ କର୍ମଚାରୀ ଅଞ୍ଚଳ ବାସିଙ୍କୁ ବୁଝାଇଥିଲେ I ଆପଣଙ୍କୁ ସେବା କରିବା ପାଇଁ ଆମେ ଆମ ପରିବାର ଏବଂ ଭିଟାମାଟିକୁ ଛାଡିକି ଆପଣମାନଙ୍କ ରକ୍ଷା ପାଇଁ ଆସିଛୁ ବୋଲି ଲୋକଙ୍କୁ ଉଦବାଧନ ଦେଇଥିଲେ l ପରିଶେଷରେ ଲୋକମାନଙ୍କୁ ସୋଲାର ଲାଇଟ, ସୋଲାର ଷ୍ଟ୍ରୀଟ ଲାଇଟ ଏବଂ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଖାତା, ପେନ, ପେନସିଲ, ରବର ଏବଂ ଚକଲେଟ ବଣ୍ଟନ କରିଥିଲେ I ଏହି କାର୍ଯ୍ୟକ୍ରମ ଦ୍ୱାରା ତୁମୁଡିବନ୍ଧ ବ୍ଲକର ନକ୍ସଲ ପ୍ରବଣ ଅଞ୍ଚଳ ବେଲଘର, ମାଦାଗୁଡା, ଦେଓଗଡ଼, ଓ  କାଦପାନା ଗ୍ରାମବାସୀ ଉପକୃତ ହୋଇ ପାରିବେ l ପରିଶେଷରେ ମୁଖ୍ୟ ଅତିଥି ଆନନ୍ଦ ଝା ଜନସାଧାରଣଙ୍କୁ ସିଆରପିଏଫ ଏବଂ 

ଜନସାଧରଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ ପାଇଁ ଅନୁରୋଧ କରିବା ସହ ଆଗାମୀ ଦିନରେ ଏହି ଭଳି କାର୍ଯ୍ୟକ୍ରମ ଜାରୀ ରହିବ ବୋଲି ଶ୍ରୀ ଝା ପ୍ରକାଶ କରିଥିଲେ l  


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like