-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର- ଫି ରେଗୁଲେସନ୍ ଅର୍ଡିନାନ୍ସ ଦାବିରେ ଗଣ ଧାରଣା

15-Oct-2020



 
ବଲାଙ୍ଗିର, ୧୫/୧୦. : ଆଜି ବଲାଙ୍ଗିର ଜିଲ୍ଲା ଓଡିଶା ଅଭିଭାବକ ମହାସଂଘ ତରଫରୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫି ରେଗୁଲେସନ୍ ଅର୍ଡିନାନ୍ସ ଦାବିରେ ଗଣ ଧାରଣା ଦିଆଯିବା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସରକାର ଘରୋଇ ସ୍କୁଲ ସବୁ ଖୋଲେଇଛନ୍ତି ଅଥଚ୍ ସ୍କୁଲ ଗୁଡିିକରେ ଫି ପ୍ରଦାନ ପାଇଁ କୌଣସି ଆଇନ ବ୍ୟବସ୍ଥା କରି ନ ଥିବାରୁ ଘରୋଇ ବିଦ୍ୟାଳୟ ସବୁ ଅଭିଭାବକମାନଙ୍କୁ ମନଇଚ୍ଛା ଶୋଷଣ କରୁଛନ୍ତି । କରୋନା ମହାମାରୀ ସମୟରେ ଅଭିଭାବକମାନଙ୍କୁ ବିଭିନ୍ନ ପ୍ରକାର ଚାପ ପ୍ରୟୋଗ କରି ଧମକ ଦେଇ ଫି ଆଦାୟ କରୁଛନ୍ତି । ଯେଉଁ ସେବା ବିଦ୍ୟାଳୟ ସବୁ ପ୍ରଦାନ କରୁନାହାନ୍ତି । ଫି ଅସୁଲିକୁ ଅଭିଭାବକ ମହାସଂଘ ଘୋର ବିରୋଧ କରିବା ସହ ଫି ଅର୍ଡିନାନ୍ସ ଲାଗୁ ଦାବିରେ ଗଣଧାରଣା ଦେଇଥିଲେ । 
    ଏଥିରେ ବଲାଙ୍ଗିର ଜିଲ୍ଲା ଆବାହକ ଚକ୍ରପାଣି ମିଶ୍ର, ସହ-ଆବାହକ ଫିରୋଜ କୁମାର ସାହୁ, ରାଜ୍ୟ ଉପାଧ୍ୟକ୍ଷ ପ୍ରଦ୍ୟୁମ୍ନ କୁମାର ମିଶ୍ର, ଦଳିତ ନେତା ତ୍ରିଲୋଚନ ନନ୍ଦ ସହିତ ପ୍ରଦୀପ କୁମାର ସାହୁ, ସିତାଂଶୁ ଶେଖର ଗୁରୁ, ସୁରଜ କୁମାର ବକୁଲ, ରିତୁରାଜ ସିଂ, ସନ୍ତୋଷ କୁମାର ଭୋଳ, ଦେବାନନ୍ଦ ନାୟକ, ଶୁଶିଳ କୁମାର ସାହୁ ଆଦି ଯୋଗଦାନ କରି ଧାରଣା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026

You Might Also Like