-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ଦେଶ ବିଦେଶ

ଭାରତର ପୂର୍ବତନ କ୍ୟାପଟେନ୍ କପିଲ୍ ଦେବ ଆଜି କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି

04-Mar-2021



ଭାରତର ପୂର୍ବତନ କ୍ୟାପଟେନ୍ କପିଲ୍ ଦେବ ଆଜି କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। କପିଲଙ୍କ ଟିକା ନେଉଥିବାର ଫଟୋ ନ୍ୟୁଜ୍ ଏଜେନ୍ସି ଏଏନଆଇ ପୋଷ୍ଟ କରିଛି। ବିଶ୍ୱକପ୍ ବିଜେତା କ୍ୟାପଟେନ୍ ସହରର ଫୋର୍ଟିସ୍ ହସ୍ପିଟାଲରେ ଟିକା ନେଇଛନ୍ତି। ଏହିପରି ଭାବେ କପିଲ୍ ଦେବ ଭାରତର ଦ୍ୱିତୀୟ ପୂର୍ବତନ କ୍ରିକେଟର୍ ଭାବେ କରୋନା ଟିକା ନେଇଛନ୍ତି। ତାଙ୍କ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ଅହମ୍ମଦାବାଦରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଥିଲେ॥ ଟିକା ନେବା ପରେ ଶାସ୍ତ୍ରୀ ମହାମାରୀ କରୋନା ବିରୋଧରେ ଭାରତକୁ ସଶକ୍ତ କରାଇବା ପାଇଁ ଡାକ୍ତର ଓ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଇଥିଲେ। ତେବେ ଶାସ୍ତ୍ରୀଙ୍କ ବ୍ୟତୀତ ଭାରତୀୟ ଟିମର ସହଯୋଗୀ ଷ୍ଟାଫର ଅନ୍ୟ କୌଣସି ସଦସ୍ୟ ଟିକା ନେଇନାହାନ୍ତି। ସୋମବାରଠାରୁ ଅର୍ଥାତ୍ ମାର୍ଚ୍ଚ ୧ ତାରିଖରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ଲୋକ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସରକାରୀ କେନ୍ଦ୍ରରେ ମାଗଣାରେ କରୋନା ଭ୍ୟାକସିନ୍ ଦିଆଯିବା ଆରମ୍ଭ ହୋଇଛି। କିଛି ବେସରକାରୀ କେନ୍ଦ୍ରରେ ମଧ୍ୟ ମାଗଣାରେ ଟିକା ଦିଆଯାଉଛି॥ ୬୨ ବର୍ଷୀୟ କପିଲ ଦେବ ଗତବର୍ଷ ଅକ୍ଟୋବର ମାସରେ ହୃଦଘାତର ଶିକାର ହୋଇଥିଲେ। ଯାହା ପରେ ଦିଲ୍ଲୀର ଫୋର୍ଟିସ୍ ଏସକର୍ଟ୍ସ ହସ୍ପିଟାଲରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା। ତେବେ କିଛି ଦିନ ପରେ କପିଲ୍ ନିଜ ସାଙ୍ଗମାନଙ୍କ ସହ ଗଲଫ ଖେଳି ମଇଦାନକୁ କମବ୍ୟାକ୍ କରିଥିଲେ॥ସୂଚନାଯୋଗ୍ୟ, କପିଲ୍ ଦେବ ଦୁନିଆର ଅନ୍ୟତମ ମହାନ୍ ଅଲରାଉଣ୍ଡର। ସେ ଭାରତ ପକ୍ଷରୁ ୧୩୧ ଟେଷ୍ଟ ଓ ୨୨୫ ଦିନିକିଆ ଖେଳିଛନ୍ତି। ସେ କ୍ରିକେଟ୍ ଇତିହାସର ଏକମାତ୍ର କ୍ରିକେଟର, ଯିଏ ଟେଷ୍ଟରେ ୪୦୦ରୁ ଅଧିକ (୪୩୪) ୱିକେଟ୍ ସହ ୫ହଜାରରୁ ଅଧିକ ରନ୍ କରିଛନ୍ତି। ସେ ୧୯୯୯ରୁ ୨୦୦୦ ମସିହା ଭିତରେ ଭାରତୀୟ କ୍ରିକେଟ୍ ଟିମର କୋଚ୍ ମଧ୍ୟ ରହିସାରିଛନ୍ତି। ୨୦୧୦ରେ କପିଲ୍ ଆଇସିସି ‘ହଲ୍ ଅଫ୍ ଫେମ୍’ର ସ୍ଥାନ ପାଇଥିଲେ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like