-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଫନେଷ୍ଟ୍ - ସିଇବିଏସ୍ /ନାଇଜର୍ ପରୀକ୍ଷା ୨୦୨୦ରେ ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ଦ୍ୱାଦଶ ଶ୍ରେଣୀର ୪ଜଣ ଛାତ୍ରଛାତ୍ରୀ ସଫଳ

15-Oct-2020



 ବରଗଡ଼,୧୫ ।୧୦: ସଦ୍ୟ ପ୍ରକାଶ ପାଇଥିବା ନେଷ୍ଟ୍ - ସିଇବିଏସ୍ / ନାଇଜର୍ ପରୀକ୍ଷା ୨୦୨୦ରେ ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ସିବିଏସ୍‌ଇ ଦ୍ୱାଦଶ ବିଜ୍ଞାନ ଶ୍ରେଣୀର ୪ଜଣ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି । ଆଶୁତୋଷ ଅଗ୍ରୱାଲ୍ ସର୍ବଭାରତୀୟ ୩୭(ଇଡବ୍ଲ୍ୟୁଏସ୍‌) ସିଇବିଏସ୍ ର‌୍ୟାଙ୍କ୍ ଏବଂ ସର୍ବ ଭାରତୀୟ ୪୦୬ (ସାଧାରଣ ବର୍ଗ) ନାଇଜର୍ ର‌୍ୟାଙ୍କ୍‌, ସ୍ୱସ୍ତିକ୍ ମିଶ୍ର ସର୍ବ ଭାରତୀୟ ୧୦୬(ଇଡବ୍ଲ୍ୟୁଏସ୍‌) ସିଇବିଏସ୍ ର‌୍ୟାଙ୍କ୍‌, ଇପ୍ସିତା ମିଶ୍ର ସର୍ବଭାରତୀୟ ୧୦୭୯ (ସାଧାରଣ ବର୍ଗ) ନାଇଜର୍ ର‌୍ୟାଙ୍କ୍‌, ଶୈଲେଶ ଅଗ୍ରୱାଲ୍ ସର୍ବ ଭାରତୀୟ ୧୧୮୪ (ସାଧାରଣ ବର୍ଗ) ସିଇବିଏସ୍ ର‌୍ୟାଙ୍କ୍  ସହ ସଫଳତା ଅର୍ଜନ କରିଛନ୍ତି । ବିକାଶ ର ସେଣ୍ଟ୍ରାଲାଇଜ୍‌ଡ୍ ଏଣ୍ଟ୍ରାନ୍ସ୍ ଏବଂ ଏକାଡେମିକ୍ ପ୍ରୋଗ୍ରାମ୍ ଦ୍ୱାରା ପରିଚାଳିତ ଏହାର ଅନ୍ୟ ଶାଖା ବିକାଶ ଦି କନ୍ସେପ୍ଟ୍ ସ୍କୁଲ୍‌, ସମ୍ବଲପୁର ର ଦିବ୍ୟ ରଞ୍ଜନ ଓରାମ ସର୍ବ ଭାରତୀୟ ୧ (ଏସ୍‌ଟି) ସିଇବିଏସ୍ ର‌୍ୟାଙ୍କ୍ ଏବଂ ବିକାଶ ରେସିଡେନ୍ସିଆଲ୍ ସ୍କୁଲ୍‌, ଭୁବନେଶ୍ୱର ଶାଖାର ଆଶିଷ ଆୟୁଷ୍ମାନ ସାହୁ ସର୍ବ ଭାରତୀୟ ୧୬୬ (ସାଧାରଣ ବର୍ଗ) ସିଇବିଏସ୍ ର‌୍ୟାଙ୍କ୍ ସହ ବିକାଶ ଗ୍ରୁପ୍ ର ମୋଟ୍ ୬ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ସଫଳ ହୋଇଛନ୍ତି । ଓଡ଼ିଶାର ଅଗ୍ରଣୀ ଶିକ୍ଷାନୁଷ୍ଠାନମାନଙ୍କ ମଧ୍ୟରୁ ବିକାଶ ଗ୍ରୁପ ଅଫ ଇନ୍ସଟିଚ୍ୟୁସନରେ ବୋର୍ଡ ତଥା ପ୍ରବେଶିକା ପରୀକ୍ଷା ପାଇଁ ଗୁଣାତ୍ମକ ମାନର ଶିକ୍ଷାଦାନ ସହ ସଫଳତା କୌଶଳ ନିମନ୍ତେ ଶିକ୍ଷାଦାନ କରାଯାଉଥିବା ହିଁ ସଫଳତାର ରହସ୍ୟ ବୋଲି ଚେୟାରମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ପ୍ରକାଶ କରିଛନ୍ତି ଏବଂ ଶିକ୍ଷାନୁଷ୍ଠାନକୁ ବିଶ୍ୱାସ କରିଥିବା ସମସ୍ତ ଅଭିଭାବକ ତଥା କଠୋର ପରିଶ୍ରମ କରିଥିବା ଛାତ୍ରଛାତ୍ରୀ, ବୋର୍ଡ ଓ ଏନ୍‌ଟ୍ରାଂସ ପାଠ୍ୟଦାନ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି । ଏହି ସଫଳତା ପାଇଁ ବିକାଶ ଗ୍ରୁପ୍‌ର ମ୍ୟାନେଜିଂ ଡାଇରେକ୍ଟର ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଡି. ନାଗେଶ୍ୱର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଭି.ଶ୍ରୀନିବାସ, ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି. ବିବେକ କୁମାର, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ,  ଜୁନିୟର କଲେଜ ଅଧ୍ୟକ୍ଷ ମୂରାରୀ ପ୍ରସାଦ ସାହୁ ଏବଂ ଉପାଧ୍ୟକ୍ଷ ଚିତରଞ୍ଜନ ପତି ସମସ୍ତ ସଫଳ ଛାତ୍ର ତଥା ତାଙ୍କର ମାତାପିତା ଏବଂ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like