-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ:ଦଳୀୟ ସଂଗଠନକୁ ମଜବୁତ କରିବା ସହ କର୍ମୀମାନଙ୍କୁ ଏକଜୁଟ କରିବାକୁ ପଡିବ : ରାଜ୍ୟ ବିଜେପି ସଭାପତି

04-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ I ଏଣେ ହାତରେ ଆଉ କମ ସମୟ ରହିଲା। ଏବେ ଠାରୁ ତୃଣମୂଳ ସ୍ତରରେ ଅଧିକରୁ ଅଧିକ ସଭ୍ୟ ସଂଗ୍ରହ କରି ଦଳୀୟ ସଂଗଠନକୁ ମଜବୁତ କରିବା ସହ କର୍ମୀମାନଙ୍କୁ ଏକଜୁଟ  କରି କାମରେ ଲଗାଅ ବୋଲି ଦିନିକିଆ କନ୍ଧମାଳ ଗସ୍ତରେ ଆସି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଦଳୀୟ କର୍ମକର୍ତ୍ତ।,ନେତା ଓ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ । ପୌର ଓ ପଞ୍ଚାୟତ ନିର୍ବାଚନରେ ଦଳ ଯେପରି ଭଲ ପ୍ରଦର୍ଶନ କରି କ୍ଷମତାରେ ରହିବ ସେଥିପ୍ରତି
ଦୃଷ୍ଟିଦେବା ଲାଗି ବିଜେପି ପକ୍ଷରୁ ଫୁଲବାଣୀ ସ୍ଥିତ ଶକୁନ୍ତଳା କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ବିଜେପି ନଗର କର୍ମକର୍ତ୍ତା ଓ କର୍ମୀମାନଙ୍କ ସହ ବୈଠକରେ ଯୋଗଦେଇ ରାଜ୍ୟସଭାପତି ସମୀର ମହାନ୍ତି କହିଥିଲେ । ଏହି ବୈଠକରେ ଜିଲା ସଭାପତି ଜଗନ୍ନାଥ ସାହୁ, ପୁବର୍ତନ ଜିଲ୍ଲା ସଭାପତି ଲିଙ୍ଗରାଜ ଦଳବେହେରା , ବରିଷ୍ଠ ନେତା କମଳାକାନ୍ତ ପାଣ୍ଡେ, ଆଇନଜୀବୀ ରମେଶ ମହାନ୍ତି, ଭଗବାନ ମହାନ୍ତି, ତପନ ପାଢୀ, ରାଜ୍ୟ ବିଜେପି କାର୍ଯ୍ୟକାରୀ ସଭ୍ୟ ଦେବ ନାରାୟଣ ପ୍ରଧାନ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ମହିଳା ନେତ୍ରୀ ଅର୍ଚନା ପ୍ରଧାନ ଙ୍କ ସମେତ ବହୁ କର୍ମ କର୍ତ୍ତାମାନେ ଯୋଗ ଦେଇ ଆଲୋଚନା ରେ ଅଂଶ ଗ୍ରହଣ କରି ଥିଲେ। ପରେ ପରେ  ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କନ୍ଧମାଳ ବିଜେପି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହାପରେ ରାଜ୍ୟ ବିଜେପି ସଭାପତି ଶ୍ରୀମହାନ୍ତି ଟିକାବାଲି ଦେଇ ଚକାପାଦ ଯାଇଥିଲେ । ଟିକାବାଲି ଠାରେ ରାଜ୍ୟ ସଭାପତି ଶ୍ରୀମହାନ୍ତିଙ୍କୁ ବିଜେପି ନେତା ରାମ ବିଶି ଡ଼ିଗଲ ଙ୍କ ନେତୃତ୍ଵରେ ଦଳୀୟ କର୍ମୀମାନେ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଚକାପାଦରେ ବହୁସଂଖ୍ୟାରେ ଦଳୀୟ କର୍ମୀମାନେ ରାଲୀ କରିବା ସହ ବିପୁଳ ସମ୍ବର୍ଦ୍ଧନା ଜଣାଇଥିଲେ । ପରେ ଖଜୁରୀପଡ଼ାର ଚାରିପଡ଼ାଯାଇ ପଦ୍ମଶ୍ରୀ ତାଡିଶରୁ ବାବାଙ୍କୁ ଭେଟି ଆଶୀର୍ବାଦ ଭିକ୍ଷା କରି ଭୁବନେଶ୍ଵର ଫେରିଥିଲେ  ।ରାଜ୍ୟ ସଭାପତି ସମୀର ମହାନ୍ତି ଙ୍କ ସହ ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତ ସିଂହାର, ବିଜେପି ନେତା କାଳିନ୍ଦୀ ସାମଲ, ବିଜେପି ଯୁବ ମୋର୍ଚା ସାଧାରଣ ସମ୍ପାଦକ ଓଁମ ପ୍ରକାଶ ମିଶ୍ର ଦିଲ୍ଲୀପ ମଲ୍ଲିକ ପ୍ରମୁଖ ଆସିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026

You Might Also Like