-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ରାଜ୍ୟ

ହାଇୱା-ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା, ୫ ଗୁରୁତର ଆହତ

04-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଶିଳ୍ପ ତାଲିମ କେନ୍ଦ୍ର ନିକଟରେ ଏକ ଅଟୋରିକ୍ସା ସହ ଏକ ଅଜଣା ଟ୍ରକ(ହାଇୱା) ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ ସଂଧ୍ୟା ପ୍ରାୟ ୭ଟା ସମୟରେ ଏକ ଅଟୋରିକ୍ସା ୫ ଜଣ ଯାତ୍ରୀଙ୍କୁ ନେଇ ଫୁଲବାଣୀରୁ ସୁଡ୍ରୁକୁମ୍ପା ଯାଉଥିବା ବେଳେ  ଫୁଲବାଣୀ ଆଇଟିଆଇ   ନିକଟରେ ଅପର ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗାଡିରେ ଥିବା ସମସ୍ତ ୫ ଜଣ ଆହତ ହୋଇଥିଲେ। ସଙ୍ଗେସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ   ଦମକଳ ବାହିନୀ କର୍ମଚାରୀ ମାନେ ପହଂଚି ଗରୁତର ମାନଙ୍କୁ ଉଦ୍ଧାର କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ୧୦୮ ଆମ୍ବୁଲାନ୍ସ ଓ ଟିମ୍ ହ୍ୟୁମାନିଟର ସଦସ୍ୟମାନେ ପହଞ୍ଚି ଅନ୍ୟ ଆହତ ମାନଙ୍କୁ ଡାକ୍ତରଖାନାକୁ ଆଣିଥିଲା। ଆହତମାନେ ହେଲେ ସୁଡ୍ରୁକୁମ୍ପା ନିକଟ ସ୍ରାବା ଗ୍ରାମର ଯଶମିତା ମଲିକ, ଝିନା ମଲିକ, ସିମାଞ୍ଚଳ  ମଲିକ, ଶ୍ରୀକାନ୍ତ ମଲିକ ଓ ଅଟୋ ଡ୍ରାଇଭର ସିଲୁ ଘଟାଲ। ସିଲୁଙ୍କ ଘର ମାଦିକୁଲା ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଡ୍ରାଇଭର ସିଲୁ ଓ ଜଶମିତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଇଛି। ସମସ୍ତେ ଏବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭତ୍ତି କରାଯାଇ ଚିକିତ୍ସିତ କରାଯାଉଥିବା ବେଳେ ମହିଳା ଯାତ୍ରୀ ଯଶମିତାଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁଁ ତାଙ୍କ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି। କୌଣସି କାର୍ଯ୍ୟରେ ସମସ୍ତେ ୧୮ କିମି ଦୂର ଫୁଲବାଣୀକୁ ଆସି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ଘଟାଇଥିବା ହାଇୱା କୁଆଡ଼େ ଫେରାର୍ ହୋଇଯାଇଥିବା ପ୍ରକାଶ। ତେବେ ଦୁର୍ଘଟଣା ଏତେ ଗୁରୁତର ଥିଲା ଯେ, ଅଟୋଟି ସଂପୂର୍ଣ୍ଣଭାବେ ଚୁରମାର ହୋଇଯାଇଥିବାର ଦେଖାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like