-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||     

HOME   ଜିଲ୍ଲା

ଗୁପ୍ତେଶ୍ଵର ବିଦ୍ୟାଳୟ ରେ ୨୦ ବର୍ଷ ହେଲା ବିଜ୍ଞାନ ନାହାନ୍ତି

15-Oct-2020



ଗଣିଆ :  ଗଣିଆ ବ୍ଲକ୍ ଅନ୍ତର୍ଗତ ୨୫କି.ମି  ଦୂରରେ ଅବସ୍ଥିତ ଛମୁଣ୍ଡିଆ ପଂଚାୟତ  ଗୁପ୍ତେଶ୍ୱର  ବିଦ୍ୟାଳୟରେ ୨୦୦୦ ମସିହା ଠାରୁ ବିଜ୍ଞାନ ଶିକ୍ଷକ ନାହାଁନ୍ତି।  ଯାହା ଦ୍ଵାରା ଦୀର୍ଘ ୨୦ ବର୍ଷ  ଧରି ଛାତ୍ରଛତ୍ରୀମାନେ ବିଜ୍ଞାନ ର ଜ୍ଞାନ ପାଇପରୁନାହାନ୍ତି, ଯେତେବେଳେ କି ଆଜିର ଆଧୁନିକ ଯୁଗରେ  ବିଜ୍ଞାନ ର ବହୁଳ ଆବଶ୍ୟକତା ରହିଛି ।  ସରକାର ଅଧିବାସୀ ଅଂଚଳ ଗୁଡିକ ପାଇଁ ବିଭିନ୍ନ ଯୋଜନା ମାଧ୍ୟମ ରେ ବିଦ୍ୟାଳୟ ସ୍ଥାପନ କରିଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ । ଗୁପ୍ତେଶ୍ୱର ବିଦ୍ୟାଳୟ ପରିସର ରେ ଥିବା ହଷ୍ଟେଲ ନିର୍ମାଣ ହେଇଥିଲେ ମଧ୍ୟ ଗରୀବ ଆଦିବାସୀ ଜନସାଧାରଣ ତାହାର ସୁବିଧା ରୁ ବଞ୍ଚିତ ଅଛନ୍ତି । ଏତତବ୍ୟତିତ ବିଦ୍ୟାଳୟ ପରିସଭୁକ୍ତ ଖେଳପଡିଆ ବର୍ତ୍ତମାନ ପର୍ଯ୍ୟନ୍ତ ଖୋଲା ପଡିଆ ଭାବରେ ପଡ଼ିରହିଛି। ତଥା ପାଚେରୀ ବିହୀନ ପଡିଆ ରେ ଗାଈଗୋରୁ ଚରିବା ସହିତ ବର୍ଷା ଜଳ ଜମା ହୋଇ ରହିଛି। ଖେଳପଡିଆ ର ଉନ୍ନତି କରଣ ପାଇଁ ସରକାରଙ୍କ ତରଫ ରୁ ମହାତ୍ମାଗାନ୍ଧୀ ନିଶ୍ଚିତ ଯୋଜନା ରେ ୫ ଲକ୍ଷ ଟଙ୍କା ଅନୁଦାନ  ମିଳିଲେ ମଧ୍ୟ ଛାମୁଣ୍ଡିଆ ପଂଚାୟତ ଉଚ୍ଚ ବିଦ୍ୟାଳୟ ର ପଡିଆ କାର୍ଯ୍ୟକାରୀ ହୋଇପାରିନାହିଁ ଅର୍ଥାତ୍ ଏଥିରୁ ବଞ୍ଚିତ ହେଇଛନ୍ତି ।  ନୁଆକରି ଯୋଗ ଦେଇଥିବା ପ୍ରଧାନ ଶିକ୍ଷିକା ଶ୍ରୀମତୀ ପୁଷ୍ପ ମଞ୍ଜରି ଦେଇ ଙ୍କ କଥନ ଅନୁଯାୟୀ ସେ ଏଇ ସବୁ ଅସୁବିଧାର ସମାଧାନ ପାଇଁ ବିଧାୟକ ଙ୍କୁ ଜନେଇଛନ୍ତି । ଏହା ସହିତ ଏହି
ବିଦ୍ୟାଳୟ କୁ ୨୦୧୬ ମସିହା ରେ ଜଣେ ବିଜ୍ଞାନ ଶିକ୍ଷକ ଯୋଗ ଦେଇଥିଲେ ମଧ୍ୟ ସେ ଅନ୍ୟତ୍ର ଡେପୁଟେସନ୍ ରେ କାର୍ଯ୍ୟ କରୁଛନ୍ତି । ଏ ନେଇ ଅଭିଭାବକ ମାନେ ବହୁତ୍ ଅଶାନ୍ତି ହେଇଛନ୍ତି । ଏହି ସବୁ ଅସୁବିଧାର ସମାଧାନ ପାଇଁ ବିଧାୟକ ଙ୍କ ତରଫରୁ ଉଚ୍ଚ ପଦକ୍ଷପ ନେଲେ ଉକ୍ତ ପଂଚାୟତ ର ଛାତ୍ରଛାତ୍ରୀ ଉପକୃତ ହେବେ। ତେଣୁ ମାନ୍ୟବର ବିଧାୟକଙ୍କୁ ସମସ୍ୟା ର ସମାଧାନ ପାଇଁ ଅନୁରୋଧ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026

You Might Also Like