-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ କୋଭିଡ ଟେନସନ : ନିୟମକୁ ଫୁଃ, ଅବ୍ୟବସ୍ଥାକୁ ନେଇ ବଢ଼ୁଛି ଅସନ୍ତୋଷ

05-Mar-2021



ବଲାଙ୍ଗୀର(ପ୍ରେରଣା ଖବର) : ଦେଶର କିଛି ରାଜ୍ୟରେ କାରୋନା ନୂଆ ଷ୍ଟ୍ରେନ ଚିହ୍ନଟ ହେଲା ପରେ ସଜାଗ ହୋଇଛି ଜିଲ୍ଲା ପ୍ରଶାସନ। ରେଳ ଷ୍ଟେସନରେ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀମାନଙ୍କ ସ୍କ୍ରିନ ଓ ଚେକିଂ କରାଯାଉଛି। କୋଭିଡ ବୁଲେଟିନ ମାଧ୍ୟମରେ ଜିଲ୍ଲାପାଳ ନିଲ୍ଲାବାସୀଙ୍କୁ କାରୋନା କଟକଣା ମାନିବାକୁ ଅନୁରୋଧ କରିଛନ୍ତି। ଏସବୁ ସତ୍ତ୍ବେ ବଲାଙ୍ଗୀର ଜିଲ୍ଲାରେ ଲୋକେ ମାନୁନାହାନ୍ତି କଟକଣା। ଅଧିକାଂଶ ଲୋକ ମାସ୍କ, ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତା ରଖୁନାହାନ୍ତି। ଏସବୁ ଭିତରେ କିନ୍ତୁ ପ୍ରଶାସନର ମୁଣ୍ଡବଥାର କାରଣ ହୋଇଛି। ଅନ୍ୟପକ୍ଷରେ କୋଭିଡ ଟିକାକରଣ କେନ୍ଦ୍ର ଅବ୍ୟବସ୍ଥା ଯୋଗୁଁ ହଇରାଣ ହରକତ ହେବା ନଜିର ରହିଛି। ଟିକାକରଣ କେନ୍ଦ୍ରରେ ଜୋରଦାର ହୋହଲ୍ଲା, ପାଟିତୁଣ୍ଡ। କିଏ କାଗଜ ପତ୍ର ଚିରିଦେଇ କହୁଛି, ତ ପୁଣି କିଏ ଜିଲ୍ଲାପାଳ, ଏସ୍‌ପିଙ୍କୁ ଡାକିବା ପାଇଁ କହୁଛି। ବୟସର ଅପରାହ୍ନରେ ଶୃଙ୍ଖଳିତ ରହୁଥିବା ଲୋକେ ବାଧ୍ୟ ହୋଇଛନ୍ତି ବିଶୃଙ୍ଖଳ ହେବା ପାଇଁ। ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସପିଟାଲରେ କୋଭିଡ ଟିକାକରଣ କେନ୍ଦ୍ରରେ ମାର୍ଚ୍ଚ ୧ ତାରିଖରୁ ଟିକାକରଣ ଆରମ୍ଭ ହୋଇଛି। ଗତ ଦୁଇଦିନ ହେଲା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖାଦେଇଛି। ଯେଉଁମାନେ ଆଗରୁ ଆସି ଘଣ୍ଟା ଘଣ୍ଟା ଧରି ଲାଇନରେ ରହୁଛନ୍ତି ସେମାନଙ୍କୁ ପ୍ରଥମେ ଟିକା ନଦେଇ ବିଳମ୍ବରେ ଆସୁଥିବା ଲୋକଙ୍କୁ ଟିକା ଦିଆଯାଇଛି। ଏପିରିକି ସ୍ଥାନୀୟ ନେତା ତଥା ମେଡିକାଲ କର୍ମଚାରୀଙ୍କ ପରିଚିତ, ସଂପର୍କୀୟମାନଙ୍କୁ ଆଗୁଆ ଟିକା ଦିଆଯାଉଥିବା ଅଭିଯୋଗ କରିଛନ୍ତି ଲୋକେ। ଯାହାକୁ ନେଇ ଟିଟାକରଣ କେନ୍ଦ୍ରରେ ଜୋରଦାର ଉତ୍ତେଜନା ଦେଖାଦେଇଥିଲା। ବଲାଙ୍ଗୀର ଟାଉନ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ନାକେଦମ ହୋଇଥିଲା। ପରେ ଟୋକନ ବ୍ୟବସ୍ଥା ଠିକ କଲା ପରେ ପରିସ୍ଥିତି ଟିକିଏ ଶାନ୍ତ ପଡ଼ିଲା। କିନ୍ତୁ, କାରୋନା ଟିକାକରଣ ସମୟରେ ପ୍ରାୟାପ୍ରୀତି ନୀତି କରାଯାଇଥିବାରୁ, ଅସନ୍ତୋଷ ପ୍ରକାଶ କରିଛନ୍ତି ବିଶ୍ୱସ୍ତ ଲୋକେ। ସେପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ହସପିଟାଲ ମ୍ୟାନେଜର। ବଲାଙ୍ଗୀର ଜିଲ୍ଲାରେ ଏବେ ବି ପ୍ରତ୍ୟେକ ଦିନ ୩ ଅଧିକ ଲୋକ କାରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ୮ ହଜାର ୮ ଶହ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ସୁସ୍ଥ ହୋଇଛନ୍ତି ୮ହଜାର ୨ ଶହ ୮୧ ଜଣ। ଏବେ ବି ୨୭ ଜଣ ସକ୍ରିୟ ରୋଗୀ ଚିକିତ୍ସିତ ହେଉଛନ୍ତି। ଏ ପର୍ଯ୍ୟନ୍ତ ସରକାରୀ ତଥ୍ୟ ଅନୁସାରେ ଜିଲ୍ଲାର ୪୨ ଜଣକଙ୍କ ଜୀବନ ନେଇ ସାରିଲାଣି କରୋନା ମହାମାରୀ। ବାହାର ରାଜ୍ୟରୁ ଲୋକେ ଫେରୁଥିବାରୁ ଏବେ କରୋନାର ନୂଆ ଷ୍ଟ୍ରେନ ବଢ଼ିବା ଆଶଙ୍କା ଦେଖାଦେଇଛି। ତେଣୁ ବଲାଙ୍ଗୀର ରେଳ ଷ୍ଟେସନରେ ଅନ୍ୟ ରାଜ୍ୟରୁ ଆସୁଥିବା ଯାତ୍ରୀମାନଙ୍କ ସ୍କ୍ରିନିଂ ଓ ଚେକିଂ କରାଯାଉଛି। ଏପାଇଁ ରେଳ ଷ୍ଟେସନରେ ପୁଲିସ ଓ ମେଡିକାଲ କର୍ମଚାରୀ ସଜାଗ ରହିଛନ୍ତି। ବଲାଙ୍ଗୀର ବାସିନ୍ଦା କିନ୍ତୁ କାରୋନା କଟକଣାକୁ ଫୁଃ କରୁଛନ୍ତି। ଏହି ଟିକା ନେବା ସମୟରେ କିଛି ଲୋକ ମାସ୍କ ପିନ୍ଧିଥିବା ବେଳେ ଅଧିକାଂଶ ଲୋକ ମାସ୍କ ବ୍ୟବହାର କରି ନଥିବା ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ ଜିଲ୍ଲାପାଳ ବୁଲେଟିନ ଜାରି କରି କଟକଣାକୁ ମାନିବା ସହ ପ୍ରଶାସନକୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026

You Might Also Like