-+91-9937148622 |
prerana_bgr@rediffmail.com |
Saturday 3rd October 2026 |
R.N.I. Regd No. ODIODI/2010/46693
Breaking News
05-Mar-2021
ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): ବୁର୍ଲା ଭୀମସାରରେ ମେଡିକାଲ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ । ଛାତ୍ର ଜଣଙ୍କ ପିଜି ପ୍ରଥମ ବର୍ଷର ଛାତ୍ର ବୋଲି ଜଣାପଡିଛି । ସେ ମାତ୍ରାଧିକ ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ପ୍ରଥମେ ତାଙ୍କୁ ବୁର୍ଲା ସେଣ୍ଟ୍ରାଲ ଆଇସିୟୁ ଓ ପରେ ବରଗଡର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ପୂର୍ବରୁ ନିଦ ବଟିକା ଖାଉଥିଲେ । ହେଲେ ଗୁରୁବାର ମାନସିକ ଭାରସାମ୍ୟ ହରାଇ ପାଖରେ ଥିବା ସବୁ ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି ।