-+91-9937148622 |
prerana_bgr@rediffmail.com |
Saturday 3rd October 2026 |
R.N.I. Regd No. ODIODI/2010/46693
Breaking News
05-Mar-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ଆଜି ବିଜୁ ପଟ୍ଟନାୟକ ୧୦୫ତମ ଜୟନ୍ତୀ। ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ପାଇଁ ତାଙ୍କର ଭବିଷ୍ୟତ ଦୃଷ୍ଟିକୋଣ ଓ ମାନବ ସଶକ୍ତିକରଣ ତଥା ସାମାଜିକ ନ୍ୟାୟ ଉପରେ ଗୁରୁତ୍ୱ ଆମ ସମସ୍ତଙ୍କ ପାଇଁ ପ୍ରେରଣା । ଓଡିଶାର ଉନ୍ନତି ଲାଗି ତାଙ୍କର ଉଦ୍ୟମ ପାଇଁ ଦେଶ ଗର୍ବିତ l