-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର- ପୌରପାଳିକା ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ବୁଲି ଦେଖିଲେ ନରସିଂହ, ସ୍ଥାନୀୟ ନିଯୁକ୍ତି ଉପରେ ଦେଲେ ଗୁରୁତ୍ୱ 

05-Mar-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଆଜି ସକାଳୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସହରର ୱାର୍ଡ ନଂ ୧୮ ଓ ୨୧ ସ୍ଥିତ ପୌରପାଳିକା ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ପରିଦର୍ଶନ କରିଛନ୍ତି । ବଲାଙ୍ଗିର ପୌରପାଳିକା ଦ୍ୱାରା ନିର୍ମିତ ଏହି ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ଗୁଡିକର ସୁପରିଚାଳନା କରି ସହରକୁ ସ୍ୱଚ୍ଛ ରଖିବା ପାଇଁ   ପ୍ରକୃତ ଉଦ୍ୟମ କରିବା  ସହିତ ଉପରୋକ୍ତ  କାର୍ଯ୍ୟକ୍ରମମାନଙ୍କରେ ସ୍ଥାନିୟ ଲୋକଙ୍କ ନିଯୁକ୍ତି ଉପରେ ଗୁରତ୍ୱ ଦେବାକୁ ପୌର ଅଧିକାରୀ ବିପିନ ଦୀପଙ୍କୁ  ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ବଲାଙ୍ଗିର ପୌରପାଳିକାର ନିମନ୍ତ୍ରଣ କ୍ରମେ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର ୱାର୍ଡ ନଂ ୧୮ ବିଜାଖମନ ସ୍ଥିତ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ରକୁ ପହଞ୍ଚି ଥିଲେ । ପୌର ଅଧିକାରୀଙ୍କ ସମେତ ସ୍ୱଚ୍ଛସାଥି, ସ୍ୱଚ୍ଛ ସୁପରଭାଇଜର ଓ  କାର୍ଯ୍ୟକ୍ରମରେ ନିୟୋଜିନ ମହିଳା ଏସଏଜି ଗୃପ ର ସଦସ୍ୟମାନେ ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ପରିଚାଳନା କେନ୍ଦ୍ରକୁ ପାଛୋଟି ନେଇଥିଲେ । ପୌର ନିର୍ବାହୀ ଅଧିକାରୀ ଶ୍ରୀ ଦୀପ ବିଧାୟକଙ୍କୁ ସମସ୍ତ ପ୍ରକଳ୍ପ ବୁଲାଇ ଦେଖାଇବା ସହିତ ପରିଚାଳନା ବିଧୀ ସଂପର୍କରେ ସବିଶେଷ ସୂଚନା ଦେଇଥିଲେ । ପରେ ପରେ ବିଧାୟକ ୱାର୍ଡ ନଂ ୨୧ ଓ ଚମାର ଟିକ୍ରା ଠାରେ ନିର୍ମିତ ହେଉଥିବା ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ବୁଲି ଦେଖାଇଥିଲେ । ଏହି ଅବସରରେ ଶ୍ରୀ ମିଶ୍ର ନିଜ ପ୍ରତିକ୍ରୀୟାରେ କହଥିଲେ ଯେ, ମୂଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ଥାଇ ବିଭିନ୍ନ ପ୍ରକଳ୍ପ ର ଭର୍ଚୁଏଲ ଉଦଘାଟନ କରୁଛନ୍ତି । କିନ୍ତୁ ଏହି ବିଷୟରେ ସେ, ସ୍ଥାନିୟ ବିଧାୟକମାନଙ୍କୁ ବିଶ୍ୱାସରେ ନଉ ନାହାନ୍ତି । ଫଳରେ ବିଭୀନ୍ନ ସରକାରୀ କାର୍ଯ୍ୟକ୍ରମର ପରିଚାଳନାରେ ତୃଟି ପରିଲକ୍ଷିତ ହେଉଛି । ସେ ଯାହ ହେଉ ଏହା ଏକ ମହତ ପରିକଳ୍ପନା । ସ୍ୱଚ୍ଛତା ପ୍ରତି ଉଭୟ  ପୌରପାଳିକା  ଓ ଜନସାଧାରଣଙ୍କ ଅବହେଳା ଯୋଗୁଁ ସହର ସ୍ୱଚ୍ଛ ରହି ପାରୁ ନାହିଁ । ପ୍ରଥମ ପରିଚାଳନା କେନ୍ଦ୍ର କାର୍ଯ୍ୟକାରୀ ହୋଇପାରି ନାହିଁ । ଆଶା କରୁଛି ଏହି ପରିକଳ୍ପନା ର ଉଦ୍ଦେଶ୍ୟ ସଫଳ ହେଉ ।  ତେବେ ଏହି କାର୍ଯ୍ୟକ୍ରମରେ ସ୍ଥାନିୟ ଲୋକଙ୍କୁ ନିଯୁକ୍ତ କରାଗଲେ ସହର ସ୍ୱଚ୍ଛ ହେବା ସହ ସ୍ଥାନୀୟ ଲୋକେ ଉପକୃତ ହୋଇପାରିବେ ବୋଲି ଶ୍ରୀ ମିଶ୍ର କହିଥିଲେ ।

  ବିଧାୟକଙ୍କ ପରିଦର୍ଶନ ସମୟରେ  ବିଜାଖମନ ବାସିନ୍ଦା ବିଧାୟକଙ୍କୁ ଦେଖା କରି ଅଂଚଲରେ ବିଜୁଳି ଓ ପିଇବା ପାଣି ସମସ୍ୟା ଅଭିଯୋଗ କରିଥିଲେ । ବିଧାୟକ ଶ୍ରୀ ମିଶ୍ର ତୁରନ୍ତ ବିଭାଗୀୟ ଅଧିକାରୀଙ୍କୁ ଫୋନ କଲ କରି ସମସ୍ୟାରେ ତୁରନ୍ତ ସମାଧାନ ଦିଗରେ କାମ କରିବା ପାଇଁ କହିଥିଲେ । ସେହିପରି ଚମାରଟିକ୍ରା ସ୍ଥିତ କେନ୍ଦ୍ର ପରିଦର୍ଶନ ସମୟରେ ଆବଶ୍ୟକ ଛାତ୍ର ସଂଖ୍ୟା ଥିବା ସତ୍ୱେ ଚମାରଟିକ୍ରା ପ୍ରାଥମିକ ସ୍କୁଲ କୁ ବନ୍ଦ କରାଯିବା ନେଇ ସରକାରୀ ଚିଠି ଆସିଥିବା ସ୍ଥାନୀୟ ଅଭିଭାବକ ବିଧାୟକଙ୍କୁ ଜଣାଇଥି ଲେ । ଉତ୍ତରେ କୌଣସି ମତେ ସ୍କୁଲ ବନ୍ଦ କରାଯିବ ନାହିଁ ବୋଲି ବିଧାୟକ ପ୍ରତିଶୃତି ଦେଇଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ମିଶ୍ରଙ୍କ ସମେତ ବାମଦେବ ମିଶ୍ର , ଉମା ଶଙ୍କର ପଣ୍ଡା, ବୁଲୁ ଦାନୀ, କୁଳମଣୀ ସାହୁ, ସଞ୍ଜୟ ମିଶ୍ର, ମାନସ ମହାନ୍ତି,ସୋମ୍ୟଜିତ ସୁରାଫ, ସୁରେନ୍ଦ୍ର ହସପାଲ, ବିଜୟ ଖର୍ସେଲ, ସୁନିଲ ପଟ୍ଟନାୟକ,ଫକିର ଥାଟି, ଟିଟୁ ରଣା ଓ ଜୟନାରାୟଣ ବହିଦାର ପ୍ରମୂଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like