-+91-9937148622 |
prerana_bgr@rediffmail.com |
Saturday 3rd October 2026 |
R.N.I. Regd No. ODIODI/2010/46693
Breaking News
05-Mar-2021
ବଲାଙ୍ଗିର (ସନ୍ତୋଷ କୁମାର ଠାକୁର): ଗତକାଲି ବଲାଙ୍ଗିର ଜିଲ୍ଲାରେ କରୋନା ସଂକ୍ରମଣର ହାର ନିଲ୍ ଥିବାବେଳେ ଆଜି ବଲାଙ୍ଗିର ଜିଲ୍ଲାରେ ଜଣେ ମାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଳକ ଅନ୍ତର୍ଗତ ଦୁର୍ଗାପାଲି ରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ପ୍ରକାଶ l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8851 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 16 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8793 ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି l