-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଦେଶ ବିଦେଶ

ମହଙ୍ଗା ହେଲା ରେଳବାଇ ପ୍ଲାଟଫର୍ମ ଟିକେଟ୍, ଥିଲା ୧୦ ହେଲା ୩୦ଟଙ୍କା

05-Mar-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ): ଭାରତୀୟ ରେଳବାଇ ଏବେ ପ୍ଲାଟଫର୍ମ ଟିକେଟର ଦାମ୍ ବୃଦ୍ଧି କରିଛି । କରୋନା ପାଇଁ ଗତ ଦୀର୍ଘ ଦିନ ଧରି ପ୍ଲାଟଫର୍ମ ଟିକେଟ୍ ସେବା ବନ୍ଦ ରହିଥିଲା । ଏହାକୁ ପୁଣିଥରେ ଦିଲ୍ଲୀର ପ୍ରମୁଖ ଷ୍ଟେସନରେ ଆରମ୍ଭ କରାଯାଇଛି । ଗୁରୁବାର ରାତ୍ର ୧୨ଟାଠାରୁ ଏହି ସେବା ପୁଣି ଆରମ୍ଭ ହୋଇଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ପୂର୍ବରୁ ଗୋଟିଏ ପ୍ଲାଟଫର୍ମ ଟିକେଟ୍ ପାଇଁ ୧୦ ଟଙ୍କା ଖର୍ଚ୍ଚ କରିବାକୁ ପଡୁଥିବା ବେଳେ ଏବେ ୩୦ ଟଙ୍କା ଦେବାକୁ ହେବ ।

କରୋନା ମହାମାରୀ ପାଇଁ ସାରା ଦେଶରେ ସମସ୍ତ ଟ୍ରେନ୍ ସେବା ଏବେସୁଦ୍ଧା ଆରମ୍ଭ ହୋଇପାରି ନାହିଁ । ଏହା ମଧ୍ୟରେ ନିଜ ସମ୍ପର୍କୀୟଙ୍କୁ ଷ୍ଟେସନରେ ଛାଡିବାକୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ପ୍ଲାଟଫର୍ମ ଟିକେଟକୁ ବାଧ୍ୟତାମୂଳକ କରାଯାଇଛି । ୨୦୨୦ରେ କରୋନା ମାମଲା ବଢିବା ପରେ ପ୍ଲାଟଫର୍ମ ଟିକେଟ ସେବାକୁ ବନ୍ଦ କରି ଦିଆଯାଇଥିଲା । କେବଳ ଟ୍ରେନ୍ ଯାତ୍ରୀଙ୍କୁ ଷ୍ଟେସନରେ ପ୍ରବେଶ ଅନୁମତି ମିଳୁଥିଲା । କେବଳ ଦିଲ୍ଲୀ ନୁହେଁ ମୁମ୍ବାଇରେ ପ୍ଲାଟଫର୍ମ ଟିକେଟର ଦାମ୍ ଅହେତୁକ ବୃଦ୍ଧି କରାଯାଇଛି । କେନ୍ଦ୍ରୀୟ ରେଳବାଇ ମୁମ୍ବାଇ ସହରର କିଛି ପ୍ରମୁଖ ଷ୍ଟେସନରେ ପ୍ଲାଟଫର୍ମ ଟିକେଟର ଦାମ୍ ୧୦ ଟଙ୍କାରୁ ୫୦ ଟଙ୍କାକୁ ବୃଦ୍ଧି କରିଥିଲା ।

ପ୍ଲାଟଫର୍ମ ଟିକେଟ୍ ସହ ରେଳବାଇ ଲୋକାଲ୍ ଟ୍ରେନ୍ ଭଡା ମଧ୍ୟ ବୃଦ୍ଧି କରିଛି । ଏବେ ଯାତ୍ରୀ ଲୋକାଲ ଟ୍ରେନରେ ମଧ୍ୟ ଏକ୍ସପ୍ରେସ ଟ୍ରେନ୍ ଭଳି ଭଡା ଦେବେ। ଉଦାହରଣସ୍ୱରୂପ ଯାତ୍ରୀଙ୍କୁ ଏଣିକି ୧୦ ଟଙ୍କା ବଦଳରେ ୩୦ ଟଙ୍କା ଦେବାକୁ ପଡିବ ।

ଯଦି ଆପଣ ଦିଲ୍ଲୀରୁ ଗାଜିଆବାଦ ଯାତ୍ରା କରୁଛନ୍ତି ତାହାଲେ ୧୦ ଟଙ୍କା ବଦଳରେ ୩୦ ଟଙ୍କା ଭଡା ଦେବେ । ଯାହାର ପ୍ରଭାବ ସିଦ୍ଧାସଳଖ ସାଧାରଣ ଲୋକଙ୍କ ଉପରେ ପଡିବ । ତେବେ ଭଡା ବୃଦ୍ଧିକୁ ନେଇ ଯାତ୍ରୀଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like