-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ନିର୍ମାଣଧିନ ଧଳପୁର-ଆଠମଲ୍ଲିକ ମହାନଦୀ ସେତୁରୁ ପଡି ଶ୍ରମିକର ମୃତ୍ୟୁ: ଦେଢ଼ ମାସରେ ଗଲାଣି ୨ଜୀବନ କୁମ୍ଭକର୍ଣ୍ଣ ନିଦ୍ରାରେ ଶ୍ରମ ବିଭାଗ

06-Mar-2021



ବୌଦ୍ଧ, (ପ୍ରେରଣା ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ପଞ୍ଚାୟତର ଶାକୁସିଙ୍ଗା ଠାରେ ଚାଲିଥିବା ନିର୍ମାଣଧିନ  ଧଳପୁର – ଆଠମଲ୍ଲିକ ମହାନଦୀ ସେତୁରେ ଗୁରୁବାର ରାତି କାମ କରୁଥିବା ଜଣେ ଶ୍ରମିକ ସେତୁ ଉପରୁ ପଡି  ମୃତ୍ୟୁବରଣ କରିଥିବା ଜଣାପଡିଛି l ମୃତକ ଜଣକ ହେଲେ ପଶ୍ଚିମବଙ୍ଗ ମଲଦା ଜିଲ୍ଲା ପୂର୍ବ ସଇଦୁର ଗ୍ରାମର ପ୍ରଭାସ ଘୋଷଙ୍କ ପୁଅ ସମୀର ଘୋଷ (୨୦)। ଏ ନେଇ ହରଭଙ୍ଗା ଥାନାରେ ଏକ ମାମଲା ରୁଜ୍ଜୁକରି ପୋଲିସ ଦୁର୍ଘଟଣାର କାରଣ ତଦନ୍ତ କରୁଥିବା ଜଣାପଡିଛି।ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାଇ ଗୁରୁବାର ରାତିରେ ଶ୍ରମିକ ମାନେ କାମକରି ରାତିପ୍ରାୟ ସାଢେ ୯ଟା ସମୟରେ ତଳକୁ ଓଲ୍ହାଉଥିବା ବେଳେ ଅସାବଧାନତା ଯୋଗୁଁ ଖସିପଡିବାରୁ ମୃତ୍ୟୁ ହୋଇଛି କୁହାଯାଉଛି।ତେବେ ଶ୍ରମିକ ମାନେ ସିଡି ଜରିଆରେ ଉପରକୁ ଯିବା ଆସିବା କରି କାମ କରୁଥିବା ଘଟଣାକୁ ବିଭିନ୍ନ ମହଲରେ ପ୍ରଶ୍ନ ଉଠୁଛି।ଗତ ଜାନୁଆରୀ ମାସ ୧୬ ତାରିଖରେ ଢିଲା ସୁରକ୍ଷା ବ୍ୟବସ୍ଥା ଯୋଗୁଁ ଏହି ସେତୁରୁ ପଡି ଜଣେ ଅଣଓଡ଼ିଆ ଶ୍ରମିକଙ୍କ ଶୋଚନୀୟ  ମୃତ୍ୟୁ ଘଟିଥିଲା।ସେତୁ ନିର୍ମାଣ ବେଳେ ଆକସ୍ମିକ ଦୁର୍ଘଟଣାକୁ ଏଡାଇବା ପାଇଁ ସେତୁ ଉପରେ ବିପଦ ସଙ୍କୁଳ ଭାବେ ରହି କାର୍ଯ୍ୟ କରୁଥିବା ଶ୍ରମିକଙ୍କ ସୁରକ୍ଷା ପାଇଁ ସେପ୍ଟି ବେଲ୍ଟ ଓ ହ୍ୟାଲମେଟ ଯୋଗାଇ ଦେବାର କଡାକଡି ପ୍ରାବଧାନ ରହିଛି।ହେଲେ  ଠିକାସଂସ୍ଥା ସେପ୍ଟି ଦିଗ ପ୍ରତିବେପରୁଆ ମନୋଭାବ ଯୋଗୁଁ ଉଭୟ ଦୁର୍ଘଟଣା ର ଶିକାର ହୋଇ ମୃତ୍ୟୁବରଣ କରିଥିବା ଶ୍ରମିକ ସେପ୍ଟି ବେଲ୍ଟ ଓ ହ୍ୟାଲମେଟ ନଥିବା କାରଣରୁ ହିଁ ଘଟିଥିବା ଅଭିଯୋଗ ହେଉଛି।ତେବେ ଦୁର୍ଘଟଣା ଜନିତ ଶ୍ରମକ ମୃତ୍ୟୁ ଭଳି ସ୍ପର୍ଶକତାର ପ୍ରସଙ୍ଗକୁ ଜିଲ୍ଲା ଶ୍ରମ ବିଭାଗ ଉଦ୍ଦେଶ୍ୟ ମୂଳକ ଭାବେ ଅଣଦେଖା କରିବା ଯୋଗୁଁ ଅନ୍ୟ ରାଜ୍ୟରୁ କାମ ଅନ୍ୱେଷଣ ପାଇଁ ଆସିଥିବା ନିରୀହ ଶ୍ରମିକଙ୍କର ଜୀବନ ଅକାଳରେ ହରାଉଥିବା ବୁଦ୍ଧିଜୀବି ମହଲରେ ଅଭିଯୋଗ ହେଉଛି।ବାରମ୍ବାର ଦୁର୍ଘଟଣା ଜନିତ ମୃତ୍ୟୁ ର ପ୍ରକୃତ କାରଣ ତଦନ୍ତ କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ମୃତକ ପରିବାରଙ୍କୁ କ୍ଷତିପୂରଣ ରାଶି ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like