-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

16-Oct-2020



 

୧. ନୂଆପଲ୍ଲୀ ଦୁର୍ଗାପୂଜା ସମିତି, ୪ ଫୁଟ୍‌ ମୂର୍ତି, ୭ ଜଣରେ ପୂଜା ।

 

୨. ଦୁର୍ଦିନରେ ସଫଳ ନେତୃତ୍ୱ, ୭୫ରେ ନବୀନ ।

 

୩. ସାରୁଅ ଜମି ଜବରଦଖଲ ମାମଲା : ଓଟିଭି ପାଚେରି ଭାଙ୍ଗିଲା ପ୍ରଶାସନ ।

 

୪. ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ରମାକାନ୍ତ ମିଶ୍ରଙ୍କର ଗତକାଲି ପରଲୋକ ‌ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା ।

 

୫. କଟକ : ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ଅନିୟମିତତା ପ୍ରସଂଗକୁ ନେଇ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ. ସମ୍ବିତ ପାତ୍ର ଦାୟର କରିଥିବା ମାମଲାର ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି । 

 

୬. ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ୧୦ଟି ଚିତ୍ରା ହରିଣଙ୍କୁ ଚନ୍ଦକା ହସ୍ତୀ ଅଭୟାରଣ୍ୟରେ ଛଡ଼ାଯାଇଛି । ଏହି ଅଭୟାରଣ୍ୟସ୍ଥିତ କୁମାରଖୁଣ୍ଟି ୱାଚ୍‌ଟାୱାରକୁ ଏମାନଙ୍କୁ ସ୍ଥାନାନ୍ତର କରାଯାଇଛି ।

 

୭. ଭୁବନେଶ୍ବର: ରଜ, ରଥଯାତ୍ରା ଓ ଗଣେଶ ପୂଜା ଫିଲ୍ମ ବଜାର ଫିକା ପଡ଼ିଲା। ହେଲେ ଦଶହରା ଫିଲ୍ମ ଫିକା ପଡ଼ିବ ନାହିଁ। ଲକ୍‌ଡାଉନ୍‌କୁ ଆଧାର କରି ଆସୁଛି ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଚଳଚ୍ଚିତ୍ର *‘ଲକିର ଲକ୍‌ଡାଉନ୍‌ ଲଭ୍‌ଷ୍ଟୋରି’* । 

 

୮. ନୂଆଦିଲ୍ଲୀ : ପିଏମ୍‌ଓ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମୋଦୀ କ୍ୟାବି‌ନେଟ୍‌ରେ ସବୁଠୁ ଧନୀ ମନ୍ତ୍ରୀ ହେଉଛନ୍ତି ପୀୟୁଷ ଗୋୟଲ । 

 

୯. ମେଲ୍‌ବୋର୍ଣ୍ଣ : ଚଳିତବର୍ଷ ଶେଷରେ ଭାରତୀୟ କ୍ରିକେଟ୍‌ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତରେ ଘରୋଇ ଦଳ ବିପକ୍ଷରେ ୪ ମ୍ୟାଚ୍‌ର ଟେଷ୍ଟ ସିରିଜ୍ ଖେଳିବା ପୂର୍ବରୁ ଉଭୟ ଦଳଙ୍କ ମଧ୍ୟରେ ସୀମିତ ଓଭର ସିରିଜ୍ ଖେଳାଯିବ ବୋଲି କ୍ରିକେଟ୍‌ ଅଷ୍ଟ୍ରେଲିଆ ସୂତ୍ରରୁ ଅଷ୍ଟ୍ରେଲିଆର ଗଣମାଧ୍ୟମ ପ୍ରକାଶ କରିଛି । 

 

୧୦. ଭୁବନେଶ୍ବର: ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲାରେ ନିଖୋଜ ସାଇଟ୍ ଇଞ୍ଜିନିୟର୍‌ ସୀମାଞ୍ଚଳ ପରିଡ଼ାଙ୍କ ମୃତ୍ୟୁ ରହସ୍ୟ ଖୋଲିବ ଡିଏନ୍ଏ ପରୀକ୍ଷା ।

 

୧୧. ସାରଜା: ସାରଜା ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଚଳିତ ଆଇପିଏଲର ୩୧ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୮ ୱିକେଟ ପରାସ୍ତ କରିଛି କିଙ୍ଗସ ଇଲେଭେନ ପଂଜାବ ।

 

୧୨. ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

 

୧୩. ସାଂସ୍କୃତିକ ସମାରୋହ ଓ କାର୍ଯ୍ୟକ୍ରମ ପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଏସଓପି ଜାରି ।

 

୧୪. କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଆଣିଥିବା କୃଷି ବିଲ ହେଉଛି କୃଷି ମାରଣ ବିଲ୍ । ଏହି ବିଲ୍ ପାସ୍ ହେବା ଦ୍ୱାରା ବଡ ବଡ କମ୍ପାନୀ ଓ ପୁଞ୍ଜିପତିଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯାଇଛି ।

 

୧୫. ନୂଆଦିଲ୍ଲୀ, କୋଭିଡ-19 ବୈଶ୍ଵିକ ମହାମାରୀ ପାଇଁ ଟୀକା ଗବେଷଣା ଓ ଜନସାଧାରଣଙ୍କ ମଧ୍ୟରେ ଏହାର ସୁବିତରଣ ସଂକ୍ରାନ୍ତ ଏକ ସମୀକ୍ଷା ବୈଠକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

 

୧୬. ୧୯୯୭ରୁ ୨୦୨୦ । ରାଜ୍ୟ ରାଜନୀତିର ଅପରିଚିତ ଚେହେରାରୁ ଆକାଶଛୁଆଁ ଲୋକପ୍ରିୟତା, ବିରୋଧୀଙ୍କୁ ଚକମା ଦେଇ ଦୁଇ ଦଶନ୍ଧି ଧରି କ୍ଷମତାକେନ୍ଦ୍ରର ସାଜିଛନ୍ତି ବେତାଜ ବାଦଶାହା ।

 

୧୭. ଆଜି ଭାରତ ରତ୍ନ ଏପିଜେ ଅବଦୁଲ କାଲମଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳୀ ଦେଉଛନ୍ତି କେନ୍ଦ୍ର କ୍ରୀଡା ମନ୍ତ୍ରୀ ।

 

୧୮. ଏପ୍ରିଲ ୨୦୨୧ ସୁଦ୍ଧା ବିଶ୍ୱକୁ ମିଳିବ ସୁରକ୍ଷିତ ଓ ପ୍ରଭାବୀ କରୋନା ଭେକ୍ସିନ୍ !

 

୧୯. କଟକ: କଟକ ସହର ଉପକଣ୍ଠରେ କରୋନା ରୋଗୀଙ୍କ ଶବଦାହ ପ୍ରସଙ୍ଗରେ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ମାନବାଧିକାର କମିଶନ । ସତୀଚୌରା ଶ୍ମଶାନକୁ ବ୍ୟାପକ ଆଲୋକୀକରଣ ଓ ଆବଦ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 

୨୦. ନୂଆଦିଲ୍ଲୀ : ପ୍ରତିଦିନ ନୂଆ ନୂଆ କରୋନା ସଂକ୍ରମିତଙ୍କ ମାମଲା ସାମ୍ନାକୁ ଆସୁଛି । କରୋନା ଭାଇରସ ମୁକାବିଲାରେ ସମସ୍ତ ଦେଶର ପ୍ରମୁଖମାନେ ଶାନ୍ତି ପ୍ରତିଷ୍ଠା କରନ୍ତୁ ବୋଲି କହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ ଟେଡରସ୍ ଆଧାନମ ଘେବ୍ରେୟେସସ୍ । ସେ ଟ୍ୱିଟ୍ ଯୋଗେ ଏହା କହିଛନ୍ତି ।

 

୨୧. ରାଜ୍ୟରେ ମନ୍ଦିର ଖୋଲିବା ନେଇ ଆସନ୍ତାକାଲି ହାଇକୋର୍ଟରେ ହେବ ଶୁଣାଣି ।

 

୨୨. ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୮ ହଜାର ୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

୨୩. ବର୍ଷ ଶେଷ ସୁଦ୍ଧା ଭାରତକୁ ଆସିବ ଆକାଶର ବାୟୁବୀର । ରାଫେଲ ଆଣିବାକୁ ଫ୍ରାନ୍ସ ଗସ୍ତରେ ଏୟାରଫୋର୍ସ ଟିମ୍ । 

 

୨୪. ଆଜିଠୁ ମହଙ୍ଗା ହେଲା Paytm, କ୍ରେଡିଟ୍ କାର୍ଡରୁ ପେଟିଏମରେ ଟଙ୍କା ଯୋଡିବା ଉପରେ ୨% ଚାର୍ଜ ଲାଗିବ ।

 

୨୫. ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ଓଡିଶା-ମୋ ପରିବାର ପକ୍ଷରୁ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର ଆୟୋଜନ ।

 

୨୬. ଟୁଇଟର ଏବଂ ଫେସବୁକ ଉପରେ ବର୍ଷିଲେ ଟ୍ରମ୍ପ ।କହିଲେ ଜୋ ବିଡେନଙ୍କ ଦୁର୍ନୀତି ଲୁଚାଇବାକୁ କରାଯାଉଛି ଯୋଜନା, ଫଳ ଭୋଗିବେ ଆମେରିକାବାସୀ । 

 

୨୭. ଚୀନ୍ କରୁଛି ସାଂଘାତିକ ଷଡଯନ୍ତ୍ର । ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ଡ୍ରାଗନବାହିନୀକୁ ଚୀନ୍ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ।

 

୨୮. ଅକ୍ଟୋବର ୧୬ରୁ ଖୋଲିବ ସାବରିମାଲା ମନ୍ଦିର: ପ୍ରତିଦିନ ୨୫୦ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ମିଳିବ ଅନୁମତି ।

 

୨୯. ସମଗ୍ର ବିଶ୍ୱ କରୋନା ଟିକା ପାଇଁ ଆଗ୍ରହର ସହ ଚାହିଁ ରହିଥିବା ବେଳେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ବା *‘ହୁ’* କହିଛି ଯେ ସୁସ୍ଥ ଓ ସବଳ ଯୁବକମାନଙ୍କୁ କରୋନା ଟିକା ପାଇଁ ୨୦୨୨ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ହେବ ।

 

୩୦. ଭୁବନେଶ୍ୱର : ଅକ୍ଟୋବର ୧୯ ରେ ବଙ୍ଗୋପସାଗରର କେନ୍ଦ୍ରୀୟ ଉପକୂଳରେ ଏକ ନୂତନ ଲଘୁ ଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

 

*କରୋନା ଟିପ୍ସ୍ : ଯେ ପର୍ଯ୍ୟନ୍ତ ଔଷଧ ନାହିଁ ଆମେ ଅବହେଳା କରିବା ନାହିଁ କରୋନାକୁ ରୋକିବା ପାଇଁ ମାସ୍କ ପିନ୍ଧିବା, ଶାରିରୀକ ଦୂରତା ରଖିବା, ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର ।*

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like