-+91-9937148622 |
prerana_bgr@rediffmail.com |
Friday 2nd October 2026 |
R.N.I. Regd No. ODIODI/2010/46693
Breaking News
06-Mar-2021
ଭୁବନେଶ୍ବର, -ରାଜ୍ଯରେ ଆଜି ପୁଣି ତଳକୁ ଖସିଲା କରୋନା ଜନିତ ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୨ ଓ ଅନ୍ୟ ୨୨ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୩୭,୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା