-+91-9937148622 |
prerana_bgr@rediffmail.com |
Friday 2nd October 2026 |
R.N.I. Regd No. ODIODI/2010/46693
Breaking News
06-Mar-2021
ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) :ଦ୍ଵିତୀୟ ପର୍ଯ୍ୟାୟ କରୋନା ଟୀକାକରଣ ଆମ ରାଜ୍ୟରେ ଜୋରସୋରରେ ଚାଲିଥିବା ବେଳେ ବଲାଙ୍ଗିର ଜିଲ୍ଲା ପାଇଁ ଆସିଛି ଏକ ଖୁସି ଖବର l ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ସଂକ୍ରମଣ ନିଲ୍ ରହିଛି l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8851 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 16 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8793 ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି l