-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ରାଜ୍ୟ

ଚନ୍ଦକା-ଡମପଡା ଅଭୟାରଣ୍ୟ ଭିତରେ ଅଘଟଣ: ଉଦ୍ଧାର ନାଁରେ ଅଜଗର ମାରିଦେଲେ ଗାଁ ଲୋକେ ଓ ବନ କର୍ମଚାରୀ

06-Mar-2021



ଭୁବନେଶ୍ବର(ପ୍ରେରଣା ଖବର): ଚନ୍ଦକା-ଡମପଡା ଅଭୟାରଣ୍ୟ ଭିତରୁ ଏକ ଅଜଗର ଶୀକାର କଲେ ବନ କର୍ମଚାରୀ ଓ ଗ୍ରାମବାସୀ। ଗତକାଲି ଡମପଡା ଅନ୍ତର୍ଗତ କଇଁମୁଣ୍ଡି ଗ୍ରାମର କିଛି ଲୋକ ଚନ୍ଦକା-ଡମପଡା ଅଭୟାରଣ୍ୟ ଭିତରେ ଏକ ୧୦ ଫୁଟିଆ ଅଜଗରକୁ କୌଣସି ଏକ ଜନ୍ତୁକୁ ଗିଳିଦେବା ପରେ ସେଠାରେ ପଡି ରହିଥିବା ଦେଖିବାକୁ ପାଇଥିଲେ। ଅଜଗର ଧରିବା ପାଇଁ ସ୍ଥାନୀୟ ଲୋକ ଚେଷ୍ଟା ଚଳାଇବା ସହିତ ବନ ବିଭାଗକୁ ଖବର ଦେଇଥିଲେ। ଡମପଡା ରେଞ୍ଜରେ କାମ କରୁଥିବା କିଛି ୱାଚର ସେଠାରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଅଜଗର କାବୁ କରିଥିଲେ। ଏହାପରେ ସେମାନେ ଶିଆଳି ଲଟାରେ ଅଜଗର ବେକକୁ ଏବଂ ଦେହକୁ ବାନ୍ଧି ଦେଇଥିଲେ। ଅଜଗର ସାପକୁ ସେଭଳି ବାନ୍ଧି ଘୋଷାଡି ଘୋଷାଡ଼ି ଜଙ୍ଗଲରୁ ଗାଁ ଭିତରକୁ ଆଣିଥିଲେ। ଏହାପରେ ଜଙ୍ଗଲ ବିଭାଗର କର୍ମଚାରୀ ସେଠାରେ ଆସି ପହଞ୍ଚିଥିଲେ। ଜଙ୍ଗଲ କର୍ମଚାରୀ ଅଖା ଭିତରେ ଅଜଗରକୁ ଭର୍ତ୍ତି କଲା ତାହାର ମୃତ୍ୟୁ ହୋଇସାରିଥିଲା।*

*ଯେଉଁମାନେ ସାପ ଉଦ୍ଧାର କରିବା ପାଇଁ ଯାଇଥିଲେ ସେମାନଙ୍କର ସାପ ବିଷୟରେ ସାମାନ୍ୟତମ ଜ୍ଞାନ ନାହିଁ । ଏକ ସଂରକ୍ଷିତ ଜଙ୍ଗଲ ଭିରୁ ଅଜଗର ସାପକୁ ବାହାରଜୁ ଆଣିବା ଆଦୌ ଦରକାର ନଥିଲା। ଉଦ୍ଧାରକାରୀଙ୍କ ଭୁଲ ଯୋଗୁଁ ସାପଟିର ଜୀବନ ଗଲା। ଏଣୁ ଏହି ଅଜଗର ମୃତ୍ୟୁ ଘଟଣାର ତଦନ୍ତ ଦାବି କରି ସମ୍ପୃକ୍ତ ଉଦ୍ଧାରକାରୀ ଏବଂ ବନ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ସ୍ନେକ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ କ୍ରାଇମବ୍ରାଞ୍ଚର ଆଡିସନାଲ ଡିଜିଙ୍କୁ ଅନୁରୋଧ କରିଛନ୍ତି ଏବଂ ଇ-ମେଲ ମାଧ୍ୟମରେ ଚିଠି ଲେଖିଛନ୍ତି। ଏହି ଘଟଣାରେ ଡମପଡା ରେଞ୍ଜ ଅଫିସରଙ୍କ ଅବହେଳା ଯଦି ପ୍ରମାଣିତ ହୁଏ, ତାଙ୍କୁ ମଧ୍ୟ ଗିରଫ କରିବା ପାଇଁ ଶୁଭେନ୍ଦୁ କ୍ରାଇମବ୍ରାଞ୍ଚକୁ ଅନୁରୋଧ କରିଛନ୍ତି । ଏହି ଚିଠି ର ନକଲ ୱାଇଲଡ଼ ଲାଇଫ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋର ଆଡିସନାଲ ଡ଼ାଇରେକ୍ଟର ଏବଂ ରାଜ୍ୟର ମୁଖ୍ୟ ବନ୍ୟ ପ୍ରାଣୀ ତତ୍ୱାବଧାରକଙ୍କୁ ମଧ୍ୟ ଦେଇଥିବା ଜଣାପଡ଼ିଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like