-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||     

HOME   ଅପରାଧ

ବାଲିଗୁଡା:ଵଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ବାଲିଗୁଡା ପୋଲିସ: ଦୁଇଜଣ ନକଲି ପୋଲିସ ଅଫିସର ଗିରଫ :ଡକାୟତିରେ ବ୍ୟବହୃତ ବହୁ ସାମଗ୍ରୀ ଜବତ

06-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):  ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ନକଲି  ପୋଲିସ୍ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ବାଲିଗୁଡ଼ା ପୋଲିସ ରାତ୍ରୀ କାଳୀନ ପେଟ୍ରୋଲିଂ କରୁଥିବା ବେଳେ ସିନ୍ଦିରି ଗାଁ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଲା ପୋଲିସ୍ । ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ୍ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଗିରଫ ଦୁଇଜଣ ପୋଲିସ୍ ଏଏସ୍ ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ୍ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଡକାୟତି କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି । ସେପଟେ ଦୁଇ ନକଲି  ପୋଲିସ୍ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର ନଂ. ଓଡି -୦୫-ଏଜେ- ୬୮୬୬ସହ ଗୋଟିଏ ଲୁହା ରଡ୍, ଦୁଇଟି ବେତ ଲାଠି, ଦୁଇହଳ ପୋଲିସ୍ ଡ୍ରେସ୍, ଗୋଟିଏ ଖେଳଣା ପିସ୍ତଲ୍, ସାତୋଟି ପୋଲିସ୍ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ୍ କରିଛି ପୋଲିସ । ଗିରଫ ଦୁଇଜଣ କଟକ ଜିଲ୍ଲା ଚଣ୍ଡୀ ଛକ ଓ କନିକା ଛକ ଅଞ୍ଚଳର ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏହି ଘଟଣାରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି ଏବଂ ଏଭଳି ଲୁଟ୍ କେତେଦିନ ହେଲା ଆରମ୍ଭ ହୋଇଛି  ଏବଂ କେଉଁ କେଉଁ ସ୍ଥାନରେ ହୋଇଛି ସେନେଇ ଏକ କେଶ ନଂ.୪୬/୨୧ରେ ରୁଜୁ କରି  ତଦନ୍ତ ଚାଲିଥିବା ବିଷୟ  ବାଲିଗୁଡ଼ା ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026

You Might Also Like