-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଘାଟିତ: ଶିକ୍ଷାର ପୂର୍ଣ୍ଣତା ହିଁ ଜୀବନରେ ଶ୍ରେଷ୍ଠତା ଆଣେ

06-Mar-2021



 ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର): ଭାରତୀୟ ରେଡକ୍ରସ ସୋସାଇଟି ଜୁନିଅର ରେଡକ୍ରସ, ଓଡିଶା ରାଜ୍ୟ ଶାଖା, ଭୁବନେଶ୍ୱର ର ସହଯୋଗରେ ତଥା ଜିଲ୍ଲା ଜୁନିଅର ରେଡକ୍ରସ ବିଭାଗ  ଆନୁକୂଲ୍ୟରେ  ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ପରାମର୍ଶଦାତାଙ୍କ ୫ ଦିନିଆ ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା ଯୋଗ ଦେଇ ଶିକ୍ଷାର ପୂର୍ଣ୍ଣତା ହିଁ ଜୀବନରେ ଶ୍ରେଷ୍ଠତା ଆଣେ ବୋଲି କହିବା ସହ ପର ର ସେବା କରିବା ହିଁ ହେଉଛି ଈଶ୍ୱର ଲାଭର ପ୍ରକୃତ ପନ୍ଥା ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ସନାତନ ଠାକୁର ନିଜ ବକ୍ତବ୍ୟରେ ଉତ୍ତମ ସ୍ୱାସ୍ଥ୍ୟ ବିନା କେହି କୌଣସି ଉନ୍ନତି କରି ପାରନ୍ତି ନାହିଁ ବୋଲି ମତ ବ୍ୟକ୍ତ କରିଥିଲେ ।  ସମ୍ମାନୀତ ଅତିଥି ଭାବେ ବିଇଓ ବଲାଙ୍ଗିର ବ୍ଲକ ରାଘବ ପାଣିଗ୍ରାହୀ, ଜୁନିଅର ରେଡକ୍ରସ ସଙ୍ଗଠକ ସୁବାସ ଚନ୍ଦ୍ର ପଟେଲ,  ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ଜ୍ୟୋତି ପ୍ରସାଦ ପରିଡା,  ମଣ୍ଟେଶ୍ୱରୀ ସ୍କୁଲର ଅଧ୍ୟକ୍ଷ ରବିଚନ୍ଦ୍ର ଉଦ୍‌ଗାତା, ଏକାଡେମୀକ ମୁଖ୍ୟ  ଶିବାନନ୍ଦ ଦାଶ, ପ୍ରାଇଭେଟ ସ୍କୁଲ ଏସୋସିଏସନ ଯୁଗ୍ମ ସଂପାଦକ ବିଜୟ ମିଶ୍ର ଯୋଗ ଦେଇ ସ୍ୱାସ୍ଥ୍ୟ, ସେବା, ବିଶ୍ୱବନ୍ଧୁତାର ମନ୍ତ୍ରରେ ମନ୍ତ୍ରିତ ହେବାକୁ ମତବ୍ୟକ୍ତ କରିଥିଲେ ।  କାର୍ଯ୍ୟକ୍ରମର ସଂଯୋଜନା ବିକାଶ ରଞ୍ଜନ ସାହୁ କରିଥିବା ବେଳେ ଜିଲ୍ଲା ଜୁନିଅର ରେଡକ୍ରସ ସଂଗଠକ ସୁବାଷ ଚନ୍ଦ୍ର ପଟେଲ ବିବରଣୀ ପଠନ ଓ ଧନ୍ୟବାଦ ଦେଇଥିଲେ ସଂପାଦକ ଜୁନିଅର ରେଡକ୍ରସ ଜ୍ୟୋତି ପ୍ରସାଦ ପରିଡା ।   ଏହି ଶିବିରରେ ସାଧନକର୍ମୀ ସୁବାସ ଚନ୍ଦ୍ର ପଟେଲ, ବିକାଶ ରଂଜନ ସାହୁ, ଦେବାନନ୍ଦ ଦାଶ, ରବିନ୍ଦ୍ର ଠେଟୁଆଲ ତାଲିମ ପ୍ରଦାନ କରୁଛନ୍ତି । ପରାମର୍ଶଦାତା  ଘନଶ୍ୟାମ ମେହେର, ରଞ୍ଜିତ ମିଶ୍ର,  ରାମ ନାରାୟଣ ଦାଶ ସହଯୋଗ କରିଥିଲେ । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ୩୦ ଜଣ ପରାମର୍ଶଦାତା, ୪ ଜଣ ଅଫିସିଆଲ ଓ ୫ ଜଣ ସାଧନକର୍ମୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026

You Might Also Like