-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଲ’ ସ୍କୁଲ୍ ରେ ‘ଅନୁସୂଚିତ ଜାତି ପ୍ରତିରୋଧ ଆଇନ୍‌’ ଉପରେ ଆଲୋଚନାଚକ୍ର

06-Mar-2021



ବରଗଡ଼(ପ୍ରେରଣା ଖବର): ଆଜି ‘ଅନୁସୂଚିତ ଜାତି ପ୍ରତିରୋଧ ଆଇନ୍‌’ ଉପରେ ବିକାଶ ଲ’ ସ୍କୁଲ୍ ଓ ଜିଲ୍ଲା ଆଇନ୍ ପ୍ରାଧୀକରଣ କେନ୍ଦ୍ର ର ମିଳିତ ଆନୁକୂଲ୍ୟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏ.ଡି.ଜେ. ତଥା ସ୍ପେଶିଆଲ୍ ଜଜ୍ (ପକ୍ସୋ) ଆଶୁତୋଷ ଦାସ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ବିକାଶ ଲ’ ସ୍କୁଲ୍ ର ଅଧ୍ୟକ୍ଷ ପ୍ରଫେସର୍ ଡ.ବିକ୍ରମ୍ କୁମାର ଦାସ ଓ ବିକାଶ ଗ୍ରୁପ୍ ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ମଂଚାସୀନ ଥିଲେ । ବିକାଶ ଲ’ ସ୍କୁଲ୍ ର କୋଅର୍ଡିନେଟର୍ ଶ୍ରୀ ଶିବାନନ୍ଦ ସାହୁ ଓ ଡି.ଏଲ୍‌.ଏସ୍‌.ଏ. ସମ୍ପାଦକ ଲିଲିମା ପଣ୍ଡା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପ୍ରାରମ୍ଭିକ ଭାଷଣରେ ବିକାଶ ଲ’ ସ୍କୁଲ୍ ର ଛାତ୍ରୀ ରାକ୍ଷୀ ପ୍ରଧାନ, ଛାତ୍ର ଚର୍ଚ୍ଚିତ ପ୍ରଧାନ ଓ କାର୍ଯ୍ୟକ୍ରମର ସଂଯୋଜକ ତଥା ଅଧ୍ୟାପକ ଶ୍ରୀ ଜୈମିନୀ କୁମାର ସାହୁ ନିଜର ମତ ମନ୍ତବ୍ୟ ରଖିଥିଲେ । ଏହାପରେ ଜେ.ଏମ୍‌.ଏଫ୍‌.ସି. ନାରୋଜ କୁମାର ସାହୁ, ସବ୍ ଜଜ୍ ବିଶେଷ କୁମାର ସାହୁ, ସି.ଜେ.ଏମ୍‌. ସ୍ରୋତସ୍ୱିନୀ କର, ଡି.ଏସ୍‌.ପି. ସୁଧାକର ସାହୁ ଏହି ଆଇନ୍ ଉପରେ ନିଜ ନିଜର ମତ ରଖିଥିଲେ । ଏ.ଡି.ଜେ. ତଥା ସ୍ପେଶିଆଲ୍ ଜଜ୍ (ପକ୍ସୋ) ଆଶୁତୋଷ ଦାସ ଅନୁସୂଚିତ ଜାତି ଓ ଜନଜାତି ର ଅଧିକାର ଆଇନ୍ ଉପରେ ଆଲୋକପାତ କରିବା ସହିତ ଛାତ୍ରଛାତ୍ରୀଙ୍କୁ ଏହି ଅଧିକାର କୁ ସମାଜର କୋଣ ଅନୁକୋଣରେ ପହଂଚାଇବା ପାଇଁ ଉପଦେଶ ଦେଇଥିଲେ । ବିକାଶ ଲ’ ସ୍କୁଲ୍ ଅଧ୍ୟକ୍ଷ ତାଙ୍କ ଭାଷଣରେ ଛାତ୍ରଛାତ୍ରୀ ମାନଙ୍କୁ ଏହି ଆଇନ୍ ର ମହତ୍ୱ ଓ ସମାଜରେ ଏକତା ଉପରେ ବ୍ୟାଖ୍ୟା କରିଥିଲେ । ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର୍ ଶ୍ରୀ ଡି.ନାଗେଶ୍ୱର ରାଓ ଏହି ମିଳିତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଶେଷରେ ଲ’ ସ୍କୁଲ୍ ର ଅଧ୍ୟାପକ ଶ୍ରୀ ନୟନଜ୍ୟୋତି ଦାସ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଅଧ୍ୟାପକ ଶ୍ରୀ ଅଭିନନ୍ଦନ ଖୁଣ୍ଟିଆ ଓ ଅଧ୍ୟାପିକା ରୋଜି ମେହେର କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଏବଂ ଏହି ସଭାରେ ବିକାଶ ଲ’ ସ୍କୁଲ୍‌, ବିକାଶ ଡିଗ୍ରୀ କଲେଜ, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍ ର ଛାତ୍ରଛାତ୍ରୀ ବହୁସଂଖ୍ୟାରେ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ