-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||     

HOME   ରାଜ୍ୟ

ଆଜିଠୁ ଆରମ୍ଭ ହେବ ରାଜ୍ୟ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

07-Mar-2021



ଭୁବେନଶ୍ୱର,(ପ୍ରେରଣା ଖବର ବ୍ୟୁରୋ): ଆଜି ଅନୁଷ୍ଠିତ ହେବ ବିଜେପିର ରାଜ୍ୟ କାର୍ୟ୍ୟକାରିଣୀ ବୈଠକ । ଏହା ପୂର୍ବରୁ ଗତକାଲି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ୟ୍ୟାଳୟଠାରେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଓ ସହ ପ୍ରଭାରୀ ବିଜୟ ପାଲ୍ ସିଂହ ତୋମାର ଯୋଗ ଦେଇଥିଲେ।
ରାଜ୍ୟରେ କ୍ରମଶଃ ବୃଦ୍ଧି ପାଉଥିବା ଆଇନଶୃଙ୍ଖଳା ପରିସ୍ଥିତି, ଧାନମଣ୍ଡି ଓ କୃଷକ ସମସ୍ୟା, ମହିଳା ଏବଂ ଶିଶୁ ନିର୍ୟାତନା ବୃଦ୍ଧି ପାଇବା, ଡିଏମ୍‌ଏଫ ଓ କାମ୍ପା ଫଣ୍ଡ ଦୁର୍ନୀତି, ମହାମାରୀ କୋଭିଡ୍‌କୁପରିଚାଳନା ଓ ଦୁର୍ନୀତି, ବାଲି ଦୁର୍ନୀତି, ସୀମା ବିବାଦ, ତୃଟିପୂର୍ଣ୍ଣ ଶିକ୍ଷା ନୀତି, ପାନୀୟ ଜଳ ସମସ୍ୟା, ଗୋ ସୁରକ୍ଷା ଆଦି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଏହି ପଦାଧିକାରୀ ବୈଠକରେ ଚିନ୍ତା ପ୍ରକଟ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଶୈାଚାଳୟ ନିର୍ମାଣ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ପାଇଁ ବୈଠକରେ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026

You Might Also Like