-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘରର  ବାର୍ଷିକ ଅଧିବେଶନ

07-Mar-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର):  ବଲାଙ୍ଗିର ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବାର୍ଷିକ ଅଧିବେଶନ ସଂଘର ସଭାପତି ନିଳମଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଟିକ୍ରାପଡା ସ୍ଥିତ ଗାନ୍ଧୀ ପାଠାଗାର ଠାରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ସଂଘର ଅନେକ ସଭ୍ୟଙ୍କ ଦେହାନ୍ତ ହୋଇଥିବାରୁ ତାଙ୍କର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହି ସଭାରେ ସଂଘର ସଭ୍ୟମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା ବିଶେଷତଃ କେତେକ ସଭ୍ୟଙ୍କ ପେନସନ ପାଇ ପାରି ନ ଥିବାରୁ ସେଥିପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ପତ୍ରାଳପ କରାଯିବାକୁ ସ୍ଥିର କରାଯାଇଥିଲା । ସଂଘର ଏକ ସ୍ମରଣିକା ପ୍ରକାଶ କରାଯିବାକୁ ଆଲୋଚନା ହୋଇଥିଲା । ସଂଘ ତରଫରୁ ଅନେକ ସାମାଜିକ କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର କରାଗଲା ଯଥା ପାଣି ଛତ୍ର ଓ ଗରିବ ମେଧାବୀ ଛାତ୍ରମାନଙ୍କୁ ପୁସ୍ତକ ଆଦି ବଣ୍ଟ କରାଯିବାକୁ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଗୃହିତ ହୋଇଥିଲା । ସଂଘର ନିଜସ୍ୱ ସଭାଗୃହ ନ ଥିବାରୁ ଜିଲ୍ଲାପାଳଙ୍କୁ ସଂଘ ପାଇଁ ଏକ ପ୍ଲଟ ଦିଆଯିବାକୁ ପତ୍ରାଳାପତାପ କରାଯିବାକୁ ପ୍ରସ୍ତାବ ଗୃହିତ ହେଲା । ଅନ୍ୟ ଏକ ଆଲୋଚନା କ୍ରମେ ସଂଘର ବରିଷ୍ଠ ନାଗରିକମାନଙ୍କୁ କରୋନା ଟିକା ଦେବା ପାଇଁ ମୁଖ୍ୟ ଚିକିତ୍ସାଳୟ ତରଫରୁ ଅନେକ ଅସୁବିଧାର ସମ୍ମୁଖିନ ହେଉଥିବାରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏ ବିଷୟରେ ସୁବ୍ୟବସ୍ଥା କରାଯିବାକୁ ପ୍ରସ୍ତାବ ଗୃହିତ ହେଲା ।  ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସଂଘର ପୂର୍ବତନ ସଭାପତି ବିନୋଦ ବିହାରି ମିଶ୍ର ଓ ମୁଖ୍ୟବକ୍ତା ଭାବରେ ସତ୍ୟବନ୍ତ ବେଦବାକ ସଭାରେ ଯୋଗଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଂଘର ଉପସଭାପତି ଗୋପବନ୍ଧୁ ପୁରୋହିତ, ପ୍ରଶନ୍ନ କୁମାର ମିଶ୍ର, ସଂପାଦକ ରଘୁନାଥ ମିଶ୍ର, ଗୋବିନ୍ଦ ଚନ୍ଦ୍ର ମିଶ୍ର, ବୃନ୍ଦାବନ ବରାଳ, ଗୋପଭୂଷଣ ନାଥ, ପର୍ଶୁରାମ ନାୟକ, ହରେକୃଷ୍ଣ ପଟେଲ, ବୃନ୍ଦାବନ ମିଶ୍ର, ଧର୍ମବ୍ରତ ରଥ, ପୂର୍ଣ୍ଣଚନ୍ଦ୍ର ଦାଶ, ପ୍ରଦୀପ ସାହୁ, ଶ୍ରଦ୍ଧାକର କମ୍ପ, ବାସୁଦେବ ନାଗ, ମନୋରଂଜନ ମିଶ୍ର, ଲୋକନାଥ ନେପାକ, ଲକ୍ଷ୍ମଣ କୁମାର ଜାଲ, ରାମଜୀ ପ୍ରସାଦ ପାଣିଗ୍ରାହୀ ପ୍ରମୁଖ ସଭାରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like