-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ନିଶାଦେଇ ଯୁବତୀଙ୍କୁ ଦୁଷ୍କର୍ମ, ନିର୍ବନ୍ଧ ପରେ ଅଶ୍ଲୀଳ ଭିଡିଓ ଭାଇରାଲ କରିଦେଲା ଅଭିଯୁକ୍ତ

07-Mar-2021



ନବରଙ୍ଗପୁର(ପ୍ରେରଣା ଖବର) : ଯୁବତୀଙ୍କୁ ଦୁଷ୍କର୍ମ କରି ଭିଡିଓ ଭାଇରାଲ । ଯୁବତୀଙ୍କୁ ପ୍ରଥମେ ଦୁଷ୍କର୍ମ ଓ ପରେ ତାଙ୍କର ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରାଯାଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ରାଇଘର ଥାନା କଲିଆପଦର ଗାଁରେ । ମାମଲାରେ ପୋଲିସ ଜଣକୁ ଗିରଫ କରିଛି । ଅଭିଯୁକ୍ତ ହେଲା ଉକ୍ତ ଗାଁର କେଶନାଥ ଗଣ୍ଡ ।

ସୂଚନା ଅନୁସାରେ, ଗତ ଜାନୁଆରୀରେ ଏହି ଘଟଣା ଘଟିଥିଲା । ଯୁବତୀଙ୍କ ଘରେ କେହି ନଥିବାର ସୁଯୋଗ ନେଇ କେଶନାଥ ତାଙ୍କ ଘରେ ପଶି ଯୁବତୀଙ୍କ ସହ କଥା ହେବା ପରେ ସେ କିଛି ଖାଦ୍ୟ ଖାଇବାକୁ ଦେଇଥିଲା। ଯୁବତୀ ଜଣକ ଚେତାଶୂନ୍ୟ ହୋଇ ପଡ଼ି ଯାଇଥିଲେ ।

ଏହାର ସୁଯୋଗ ନେଇ କେଶନାଥ ତାଙ୍କୁ ଦୁଷ୍କର୍ମ କରିବା ସହ ଅଶ୍ଳୀଳ ଭିଡିଓ ରେକର୍ଡିଂ କରିଥିଲା । କିଛି ଦିନ ତଳେ ଯୁବତୀଙ୍କର ଅନ୍ୟ ଜଣଙ୍କ ସହ ବିବାହ ନିର୍ବନ୍ଧ ହୋଇଥିଲା । ଏହା ଜାଣିବା ପରେ କେଶନାଥ ଯୁବତୀଙ୍କୁ ଧମକ ଦେବା ସହ ଅଶ୍ଳୀଳ ଭିଡିଓକୁ ଭାଇରାଲ କରିଥିଲା । ପୋଲିସ କେଶନାଥକୁ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like