-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା: କୁମ୍ଭକର୍ଣ୍ଣ ନିଦ୍ରାରେ ଜଙ୍ଗଲ ବିଭାଗ, ଜଙ୍ଗଲ କଟା ସହ ନିଆଁ ଲାଗି ରହିଛି

07-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଶିମିଳି ପାଳ ଜଙ୍ଗଲରେ ନିଆଁ  ଲାଗିବା ପରେ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିବା ବେଳେ ସେଥିରୁ କନ୍ଧମାଳ ଜିଲ୍ଲାର ବିଭିନ୍ନ ବନାଞ୍ଚଳ ମଧ୍ୟ ବାଦ ପଡିନି l କିଛି ଦିନ ପୂର୍ବରୁ ତୁମୁଡିବନ୍ଧ ବନାଞ୍ଚଳ ବିଭାଗର ଗୁଦଗୁଦା ଜଙ୍ଗଲ ରେ ନିଆଁ ଲାଗିବା ପରେ ଗଣମାଧ୍ୟମ ଦ୍ୱାରା ଖବର ପ୍ରସାରଣ ହେବା ପରେ ମଧ୍ୟ ତୁମୁଡିବନ୍ଧ ବନ ବିଭାଗ କୁ କିଛି ପ୍ରଭାବ ପଡିନି ରେଞ୍ଜର ଙ୍କୁ ଗଣ ମାଧ୍ୟମ ପ୍ରତିନିଧି ମାନେ ପ୍ରଶ୍ନ କଲେ ତୁମୁଡିବନ୍ଧ ରେଞ୍ଜର କହୁଛନ୍ତି ସେ ଜଙ୍ଗଲ ଆମ ବନ ବିଭାଗ ରେ ଆସୁନି ବେଲଘର ବନାଞ୍ଚଳ ବିଭାଗ ରେ ଯାଉଛି, ବେଲଘର ରେଞ୍ଜର କହୁଛନ୍ତି ସେଇଟା ତୁମୁଡିବନ୍ଧ ବନାଞ୍ଚଳ ବିଭାଗ ରେ ଆସୁଛି l ଏମିତି ପରସ୍ପର ମଧ୍ୟରେ ଦୋଷାରୋପ କରି ଜଙ୍ଗଲରେ  ନିଆଁ ଲାଗିବାକୁ ପ୍ରୋତ୍ସାହନ ଦେଉଥିବା ଆଲୋଚନା ହେଉଛି l  କହିବାକୁ ଗଲେ ଶାନ୍ତି ନିଦ୍ରା ରେ ଶୋଇଛନ୍ତି ଦୁଇ ଗୋଟି ବନ ବିଭାଗ ର କର୍ମଚାରୀ ମାନେ l ରବିବାର  ସକାଳ ପ୍ରାୟ ୬ ଘଣ୍ଟିକା ସମୟରେ ତୁମୁଡିବନ୍ଧ ସ୍ଥିତ ପତ୍ରପଡି ଗ୍ରାମରେ ନିଆଁ  ଲାଗିଥିବାର ଦେଖିବାକୁ ମିଳିଥିଲା l କିନ୍ତୁ ତୁମୁଡିବନ୍ଧ ବନ ବିଭାଗ ରେଞ୍ଜର କୁ ଗଣମାଧ୍ୟମ ପ୍ରତିନିଧି ଫୋନ ମାଧ୍ୟମରେ ଜଣାଇବା ପରେ ଜାଣୁଛନ୍ତି କିନ୍ତୁ ତାହା ପୂର୍ବରୁ ଜାଣୁନାହାନ୍ତି କିନ୍ତୁ ପରିଶେଷରେ ଦମକଳ ବାହିନୀ ଦ୍ୱାରା ନିଆଁ ଲିଭା ଯାଇଥିଲା କିନ୍ତୁ କିଛି ମାତ୍ରାରେ ନିଆଁ  ଏବେ ବି ଲାଗିଥିବାର ଦେଖାଯାଉଛି l ହେଲେ ଏଠି ପ୍ରଶ୍ନ ଉଠୁଛି ଯେଉଁ  ସ୍ଥାନରେ ନିଆଁ  ଲାଗିଛି ସେ ପାଖରେ ଘର କରି ଜନ ସାଧାରଣ ମାନେ ବସବାସ କରୁଛନ୍ତି ଏବଂ ଉଦ୍ୟାନ ବିଭାଗ ଅଫିସ ଅଛି I ଦୁର୍ଭାଗ୍ୟ ବଶତଃ ତାଙ୍କର ଯଦି କିଛି କ୍ଷତି ହେଇଯାଏ ସେଥିପାଇଁ ପାଇଁ କଣ ତୁମୁଡିବନ୍ଧ ବନ ବିଭାଗ ଦାୟୀ ରହି ତାଙ୍କର କ୍ଷତି  ପୂରଣ କରିବ ନା 'ଆଉ କଣ ତାର ବ୍ୟବସ୍ଥା କରିବ ତୁମୁଡିବନ୍ଧ ବନ ବିଭାଗ ବୋଲି ବୁଦ୍ଧି ଜୀବି ମହଲରେ ଆଲୋଚନା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like