-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ଟିକା ନେବା ପରେ କୋଭିଡ୍ ପଜିଟିଭ୍ ହେଲେ ଭିଜିଲାନ୍ସ ଏସପି

08-Mar-2021



କଟକ,(ପ୍ରେରଣା ଖବର ବ୍ୟୁରୋ): ଟିକା ନେବା ପରେ ପଜିଟିଭ୍ ।  କୋଭିଡ ପ୍ରଥମ ଡୋଜ୍‌ ଟିକା ନେବା ପରେ ବି କରୋନାରେ ଆକ୍ରାନ୍ତ ହୋଇଛନ୍ତି ଭିଜିଲାନ୍ସ ବିଭାଗର ଜଣେ ଏସ୍‌ପି । ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ୬ ସପ୍ତାହ ମନା କରାଯାଇଛି । ଏହି ଘଟଣା କଟକରେ ପ୍ରଥମ ବୋଲି କୁହାଯାଉଛି ।

ସୂଚନାନୁସାରେ, ଜାନୁଆରୀ ୧୬ ତାରିଖରୁ କଟକରେ କରୋନା ଟିକାକରଣ ଆରମ୍ଭ ହେଲାଣି । କିନ୍ତୁ ଟିକା ନେବା ପରେ କଟକରେ କେହି କରୋନା ପଜିଟିଭ ହେବା ପ୍ରଥମ ଘଟଣା । ଅବଶ୍ୟ ସଂପୃକ୍ତ ଏସ୍‌ପିଙ୍କ ଟିକାକରଣ ସଂପୂର୍ଣ୍ଣ ହୋଇନାହିଁ । କାରଣ ସେ ଦ୍ୱିତୀୟ ଡୋଜ୍‌ ଟିକା ନେଇନଥିଲେ ।

ଏହି ଘଟଣାକୁ ନେଇ ଡାକ୍ତର କହିଛନ୍ତି ଯେ, ଦ୍ୱିତୀୟ ଡୋଜ୍‌ ନେବାର ୨୮ ଦିନ ପରେ ଶରୀରରେ କରୋନା ପ୍ରତିରୋଧକ କ୍ଷମତା ସୃଷ୍ଟି ହୋଇଥାଏ । ତେଣୁ ଏସ୍‌ପି ଜଣଙ୍କ ପ୍ରଥମ ଡୋଜ୍‌ ଟିକା ନେବା ପରେ କରୋନା ଆକ୍ରାନ୍ତ ହେବା ଆଶ୍ଚର୍ଯ୍ୟଜନକ କଥା ନୁହେଁ । ତେବେ ଏଭଳି ଘଟଣା ଟିକାର ସଫଳତା ଉପରେ ଏକ ନକାରାତ୍ମକ ପ୍ରଭାବ ପକାଉଥିବା କୁହାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like