-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ଅନ୍ତର୍ଜାତୀୟ ମହିଳା ଦିବସ: କ୍ରୀଡାଠୁ ନେଇ ସାମାଜିକ ସେବା, ‘ଓ୍ଵିମେନ ଆଚିଭରସ୍ ଅଫ ଓଡିଶା’ରେ ସମ୍ବର୍ଦ୍ଧିତ ହେଲେ ୧୪ ସଫଳ ମହିଳା

08-Mar-2021



ଭୁବନେଶ୍ଵର (ପ୍ରେରଣା ଖବର ବ୍ୟୁରୋ) ଦୈନିକ ସମ୍ବାଦପତ୍ର ପ୍ରମେୟ, ନ୍ୟୁଜ୍ ଚ୍ୟାନେଲ ନ୍ୟୁଜ୍-୭ ଓ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ପ୍ରିଜରଭେସନ, ପ୍ରୋପାଗେସନ ଆଣ୍ଡ ରେଷ୍ଟୋରେଶନ ଅଫ ଏନସିଏଣ୍ଟ କଲ୍‌ଚର ଆଣ୍ଡ ହେରିଟେଜ୍ ଅଫ ଇଣ୍ଡିଆ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସ୍ଵତନ୍ତ୍ର ଉତ୍ସବ ‘ଓ୍ଵିମେନ ଆଚିଭରସ୍‌ ଅଫ ଓଡିଶା'(ଓ୍ଵାଓ) କାର୍ଯ୍ୟକ୍ରମ ଆୟୋଜିତ  ହୋଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୪ ଜଣ ସାହାସୀ ଓ ସଫଳ ଓଡିଆ ମହିଳାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ୬୪ ଜଣଙ୍କ ନାମ ନୋମିନେସନରେ ରହିଥିବା ବେଳେ ୧୪ ଜଣଙ୍କୁ ଚୟନ କରାଯାଇଛି।

ଏଥିରେ ଅଛନ୍ତି ସମାଜସେବା କ୍ଷେତ୍ରରେ ବଲାଙ୍ଗୀରର ମାନସୀ ବରିହା

ଅଭିନୟ କ୍ଷେତ୍ରରେ ବଲାଙ୍ଗୀରର ସ୍ଵାଗତିକା କୁଅଁର

କ୍ରୀଡା କ୍ଷେତ୍ରରେ ଗଞ୍ଜାମର ପ୍ରମିଳା କ୍ରିଷାନି

ଶିକ୍ଷା କ୍ଷେତ୍ରରେ ଡାକ୍ତର ଦେବସ୍ମିତା ସାହୁ, କୃଷି ଗବେଷଣା କ୍ଷେତ୍ରରେ ଡ. ସୁଶମା  ସୁଧଶ୍ରୀ, ସାହିତ୍ୟ କ୍ଷେତ୍ରରେ ଶ୍ରୀମତି ବସିରନ ବିବି

ଉଦ୍ୟୋଗ କ୍ଷେତ୍ରରେ ଶ୍ରୀମତି ହିମାନୀ ସାହୁ, ପାରା ଆଥଲେଟ୍ ଶ୍ରୀମତୀ  ଜୟନ୍ତି ବେହେରା ।

ଲୋକ ପାଇଲଟ୍ ଶ୍ରୀମତି ମମତା ସାହୁ, ସାପ ଉଦ୍ଧାରକାରିଣୀ ଶ୍ରୀମତି ସିଲ୍କା ସେଲୋନୀ ।

ସଙ୍ଗୀତ କ୍ଷେତ୍ରରେ କୁମାରୀ ଅନୁରାଧା ପାଣିଗ୍ରାହୀ, ନୃତ୍ୟ କ୍ଷେତ୍ରରେ ଏସ୍. ସ୍ଵୟଂପ୍ରଭା ।

ଫ୍ୟାସନ କ୍ଷେତ୍ରରେ ଶ୍ରୀମତୀ ରିତାରାଣୀ ଜାନି ଏବଂ କଳା ଓ ସ୍ଥାପତ୍ୟ କ୍ଷେତ୍ରରେ ଶ୍ରୀମତି ଉଷା ପୁରୋହିତଙ୍କୁ ଓ୍ଵାଓ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି।

ଏହି ସମ୍ମାନିତ ମହିଳାଙ୍କ ଚୟନ ୪ ଜଣିଆ ସ୍ଵତନ୍ତ୍ର ବିଚାରକ ମଣ୍ଡଳୀର ସଦସ୍ୟ ଚୟନ କରିଥିଲେ। ଏହି ଚାରି ଜଣ ବିଚାରକ ହେଉଛନ୍ତି ଲେଖିକା ଡ. ଭାଗ୍ୟଲିପି ମଲ୍ଲ, ଗାୟିକା ଓ ଲେଖିକା ଶ୍ରୀମତୀ ଛନ୍ଦା ମିଶ୍ର, ଗାୟିକା ଶ୍ରୀମତୀ ସୁସ୍ମିତା ଦାଶ ଓ ଓଡିଶୀ ନୃତ୍ୟାଙ୍ଗନା ପଦ୍ମଶ୍ରୀ ଇଲିଆନା ସିତାରିଷ୍ଟ।

ଯେତେବେଳେ ଆମେ ଚୟନ ଆରମ୍ଭ କରିଥିଲୁ, ସେତେବେଳେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲୁ ଯେ ଓଡିଶାରେ ମହିଳାମାନେ ଏତେ ସଂଖ୍ୟା ଉଚ୍ଚକୋଟରୀର କାର୍ଯ୍ୟ କରିଛନ୍ତି। ତେବେ ଏମାନଙ୍କ ମଧ୍ୟରୁ କିଛି ଜଣଙ୍କୁ ଚୟନ କରିବାକୁ ପଡିଲା ବୋଲି ଡ.ମଲ୍ଲ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like