-+91-9937148622 |
prerana_bgr@rediffmail.com |
Saturday 21st March 2026 |
R.N.I. Regd No. ODIODI/2010/46693
Breaking News
16-Oct-2020
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ #JSPL ଅଧ୍ୟକ୍ଷ ନବୀନ ଜିନ୍ଦଲ । ମହାପ୍ରଭୁଙ୍କ ନିକଟରେ ନବୀନଙ୍କ ସୁସ୍ଥ ଏବଂ ଦୀର୍ଘ ଜୀବନ କାମନା କଲେ!!
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ନବୀନଙ୍କ ସୁସ୍ଥ ଓ ନୀରାମୟ ଜୀବନ କାମନା କଲେ ଧର୍ମେନ୍ଦ୍ର ପ୍ରଧାନ!!