-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଦେଶ ବିଦେଶ

ବୁଲା କୁକୁରଙ୍କୁ ଖାଇବାକୁ ଦେବା ପଡ଼ିଲା ମହଙ୍ଗା, ଚପଲ ମାଡ଼ ଖାଇଲେ ଛାତ୍ରୀ ଓ ତାଙ୍କ ବନ୍ଧୁ

08-Mar-2021



ବେଙ୍ଗାଲୁରୁ,(ପ୍ରେରଣା ଖବର ବ୍ୟୁରୋ) : ବୁଲା କୁକୁରଙ୍କୁ ଖାଇବାକୁ ଦେବା ଜଣେ ଯୁବତୀ ଏବଂ ତାଙ୍କ ବନ୍ଧୁଙ୍କୁ ମହଙ୍ଗା ପଡ଼ିଛି । ଏଥିପାଇଁ ତାଙ୍କୁ ପଥର ମାଡ଼ ସହିତ ଚପଲ ମାଡ଼ ସହିବାକୁ ପଡ଼ିଛି । ଏହି ସମୟର ଭିଡିଓ ଏବେ ଭାଇରାଲ୍‌ ହେବାରେ ଲାଗିଛି । ଏହି ଘଟଣାଟି ଗତ ଶୁକ୍ରବାର ରାତି ବେଙ୍ଗାଲୁରୁର ନଗରଭାବି ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି ।  

ଘଟଣା ଅନୁସାରେ, ଆଇନ୍‌ ଛାତ୍ରୀ ପ୍ରିୟା ଏବଂ ତାଙ୍କ ବନ୍ଧୁ ସତ୍ୟଜିତ୍‌ ବିନାୟକ ଲେଆଉଟ୍‌ର ୩୦ କ୍ରସ୍‌ ରୋଡ୍‌ରେ ଯାଉଥିବା ସମୟରେ ଅଟକି ଥିଲେ । ରାସ୍ତାରେ ବୁଲୁଥିବା କିଛି କୁକୁରଙ୍କୁ ପ୍ରିୟା ଖାଇବାକୁ ଦେଇଥିଲେ । ସେ ସବୁଦିନ ଏହି କାମ କରୁଥିଲେ ।

କୁକୁରଙ୍କୁ ଖାଇବାକୁ ଦେବା ସମୟରେ ଜଣେ ବ୍ୟକ୍ତି, ତାଙ୍କ ପତ୍ନୀ ଏବଂ ତାଙ୍କ ପୁଅ ପ୍ରିୟାଙ୍କୁ ଏନେଇ ବାରଣ କରିଥିଲେ । ସେମାନେ ଗଳିରେ କୁକୁର ବୃଦ୍ଧି ପାଉଥିବା କହିବା ସହିତ ପ୍ରିୟାଙ୍କୁ ଗାଳି ଗୁଲଜ୍‌ କରିଥିଲେ । ଏହି ଝଗଡ଼ା ଭିତରେ ତାଙ୍କ ପଡ଼ୋଶୀ ଆସି ବୁଝାସୁଝା କରିବାରୁ ମାମଲା ଶାନ୍ତ ପଡ଼ିଥିଲା ।

ଏହି ଘଟଣାକୁ ନେଇ ପ୍ରିୟା କହିଥିଲେ ଯେ, ସେ ଦୀର୍ଘ ୩ ବର୍ଷ ଧରି ଏହି ଅଞ୍ଚଳରେ ରହିଆସୁଛନ୍ତି । ଏଥି ସହିତ ସେ କୁକୁର ମାନଙ୍କ ସେବା କରିବା ସହିତ ତାଙ୍କୁ ଓୌଷଧ ଦେଇଛନ୍ତି । ପ୍ରତ୍ୟେକ ଦିନ ପ୍ରିୟା ସେମାନଙ୍କୁ ଖାଇବାକୁ ଦେଇଥାନ୍ତି ଏବଂ ଏହା ଆଗକୁ ସେ ଜାରି ରଖିବେ ବୋଲି କହିଛନ୍ତି । ଏନେଇ ସେ ପୋଲିସ୍‌ ଥାନାରେ ମାମଲା ମଧ୍ୟ ଦାଏର୍ କରିଥିବା ଜଣାପଡ଼ିଛି ।

ତେବେ ଏହି ଘଟଣାର ଭିଡିଓ ସୋସାଲ୍‌ ମିଡିଆରେ ଭାଇରାଲ୍‌ ହେବା ପରେ ଅନେକ ଲୋକ ବିଭିନ୍ନ ମତ ଦେଇଛନ୍ତି । କିଛି ପଶୁପ୍ରେମୀ ପ୍ରିୟାଙ୍କୁ ପ୍ରଂଶସା କରିବା ସହିତ ଏହି କାମ ଜାରି ରଖିବାକୁ କହିଥିବା ବେଳେ ଅନ୍ୟ କିଛି ଲୋକ ସହରରେ ବଢ଼ୁଥିବା କୁକୁରଙ୍କ ସଂଖ୍ୟା ସମସ୍ୟ ସୃଷ୍ଟି କରୁଛି ବୋଲି ମତ ଦେଇଥିବା ଦେଖିବାକୁ ମିଳିଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like