-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା: ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟମହିଳା ଦିବସ ପାଳିତ :

08-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ହଲ୍ ଠାରେ ବନବାସୀ ସେବା ସମିତି , ତାଲୁକା ଆଇନ ସେବା କମିଟି , ସମନ୍ୟୁତ ଶିଶୁ ବିକାଶ ପ୍ରକଳ୍ପ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର  ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତିୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିଷ୍ଟାଣ୍ଟ ସେସନ୍ ଜଜ ଶୁଭଦର୍ଶୀ ପଟ୍ଟନାୟକ ପ୍ରଦିପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l  ସମ୍ମାନିତ ଅତିଥି ଭାବେ ଜୁଡିସିଆଲ୍ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ ର ଶୀତଲ ବର୍ଷା ,ଏସଡିପିଆରଓ ଯଶୋଦା ଗାଦବା ,ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା,ସାମାଜିକ କର୍ମୀ ସୁପ୍ରିୟା ପ୍ରବୀଣ, ସିଡିପିଓ ଅନିତା କୁମାରୀ ଦାସ, ବନବାସୀ ସେବା ସମିତି ର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା , ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା, ପ୍ରମୁଖ ଉପସ୍ଥିତ ରହି  ମହିଳାଙ୍କ ସଶକ୍ତିକରଣ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ଯେପରି ମହିଳାଙ୍କ ନିକଟରେ ପହଞ୍ଚିପାରିବ ସେ ନେଇ ସମସ୍ତେ ଉଦ୍ୟମ କରିବାକୁ ଆହ୍ୱାନ ଦିଆଯାଇଥିଲା ।ଏହି ଅବସରରେ ଟାଉନର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଶ୍ରେଷ୍ଠ ମହିଳା ମାନଙ୍କୁ ମାନପତ୍ର, ସାଲ ଓ ପୁଷ୍ପ ଗୁଚ୍ଛ ଦେଇ ଅତିଥି ମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା  l ସମସ୍ତ  ମହିଳା ଗୋଷ୍ଠିର ସଦସ୍ୟା ଗଣ, କଲେଜର ସମସ୍ତ ଛାତ୍ରୀ, ଆଶା କର୍ମୀ, ସୁଧାର ଗୃହ, 

ଏନଏସିର ମହିଳା ଗଣ  ଓ ଅନ୍ୟ ମହିଳା ମାନଙ୍କୁ ନେଇ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଯଥା:-ଝୋଟି, ଗ୍ଲାସ ପିରାମିଡ଼, ମେହେନ୍ଦି, ମ୍ୟୁଜିକ ବଲ, ଭଳି ବିଭିନ୍ନ ପ୍ରତିଯୋଗିତା ମାନ  ଆୟୋଜନ କରାଯାଇ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like