-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ମହିଳା ବିଜେଡି ପକ୍ଷରୁ ମହିଳା ଦିବସ ପାଳିତ

08-Mar-2021



ବୁଗୁଡା (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ପୋଲସରା ନିର୍ବାଚନ ମଣ୍ଡଳୀ ମହିଳା ବିଜୁ ଜନତା ଦଳ ପକ୍ଷରୁ ମାର୍ଚ୍ଚ ୮ ତାରିଖ ଦିନ ଆନ୍ତର୍ଜାତିୟ ମହିଳା ଦିବସ ବୁଗୁଡା ଶ୍ରୀ ବିରଞ୍ଚିନାରାୟଣ କଲ୍ୟାଣୀ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହିଳା ଦିବସ ଉପଲକ୍ଷେ ଆୟୋଜିତ ସାଧାରଣ ସଭାରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପୋଲେଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ ଯେ ମାନ୍ୟବର ନବୀନ ବାବୁଙ୍କ ନେତୃତ୍ବାଧୀନ ବିଜେଡି ସରକାର ସର୍ବଦା ମହିଳା ମାନଙ୍କ ଉନ୍ନତି ପାଇଁ ଚେଷ୍ଟା କରିବା ସହ ରାଜନୈତିକ କ୍ଷେତ୍ରରେ ମହିଳାମାନଙ୍କୁ ଗୁରୁତ୍ୱ ଦେଇ ଆସୁଛନ୍ତି। ମହିଳା ମାନଙ୍କ ଉନ୍ନତି ପାଇଁ ନୂତନ ଭାବେ " ମିଶନ ଶକ୍ତି ବିଭାଗ " ଓଡ଼ିଶା ଶାସନରେ ସାମିଲ ହୋଇଥିବା ପ୍ରକାଶ କରିଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପୋଲେଇ ନିଜ ବକ୍ତବ୍ୟରେ ପ୍ରଥମେ ବହୁ ସଂଖ୍ୟାରେ ମହିଳା ଯୋଗ ଦେଇଥିବା ଯୋଗୁ ଅଭିନନ୍ଦନ ଜଣାଇଥିଲେ। ନୂତନ ଓଡିଶା ଗଠନ ପାଇଁ ମହିଳାମାନେ ଆଗକୁ ଆସି ବିକାଶ ଧାରାକୁ ଆଗେଇ ନେବାକୁ ଆହ୍ଵାନ ଦେଇଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ପୋଲସରା ବ୍ଲକ ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ପୋଲସରା ବ୍ଲକ ୩୮ ଓ ୪୦ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତରାଇ ଓ ସୁଚିତ୍ରା ବିଷୋୟୀ, ବୁଗୁଡା ବ୍ଲକ ୪୨ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ, ଚିରିକିପଡା ଶାସନ ସରପଞ୍ଚ ସୁଜାତା ସାହୁ, ବୁଗୁଡାର ରଞ୍ଜିତା ପାଢ଼ୀ,ବୁଗୁଡା ଏନଏସି ମହିଳା ବିଜେଡି ସଭାନେତ୍ରୀ ମନ୍ଦାକିନୀ ସାହୁ,ବନିତା ମହାନ୍ତି ପ୍ରମୁଖ ନିଜ ନିଜ ବକ୍ତବ୍ୟ ରଖିଥିଲେ। ମହିଳା ଦିବସ କାର୍ଯ୍ୟକ୍ରମ ରେ ହଜାର ହଜାର ମହିଳା ଅଂଶ ଗ୍ରହଣ କରିଥିଲେ। ପରିଚାଳନାରେ ବୁଗୁଡା ନଗର ବିଜେଡି ସଭାପତି ରାଜେନ୍ଦ୍ର ପାଢ଼ୀ, କେ ତ୍ରିଲୋଚନ ଦୋରା, ସୁଧାଂଶୁ ଶେଖର ପାଢ଼ୀ, ହର ପ୍ରସାଦ ମହାପାତ୍ର, ରମଣ ନାହାକ , ଅମରେନ୍ଦ୍ର ସେନାପତି, ଏ ଡିଲେଶ୍ୱର ପାତ୍ର ପ୍ରମୁଖ ସହଯୋଗ କରିଥିଲେ। ବିଜେଡି ପକ୍ଷରୁ ମହିଳା ଦିବସ ପାଳିତ
~~~~~~~~~~~~
ବୁଗୁଡା ୦୮/୦୩ (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ପୋଲସରା ନିର୍ବାଚନ ମଣ୍ଡଳୀ ମହିଳା ବିଜୁ ଜନତା ଦଳ ପକ୍ଷରୁ ମାର୍ଚ୍ଚ ୮ ତାରିଖ ଦିନ ଆନ୍ତର୍ଜାତିୟ ମହିଳା ଦିବସ ବୁଗୁଡା ଶ୍ରୀ ବିରଞ୍ଚିନାରାୟଣ କଲ୍ୟାଣୀ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହିଳା ଦିବସ ଉପଲକ୍ଷେ ଆୟୋଜିତ ସାଧାରଣ ସଭାରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପୋଲେଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ ଯେ ମାନ୍ୟବର ନବୀନ ବାବୁଙ୍କ ନେତୃତ୍ବାଧୀନ ବିଜେଡି ସରକାର ସର୍ବଦା ମହିଳା ମାନଙ୍କ ଉନ୍ନତି ପାଇଁ ଚେଷ୍ଟା କରିବା ସହ ରାଜନୈତିକ କ୍ଷେତ୍ରରେ ମହିଳାମାନଙ୍କୁ ଗୁରୁତ୍ୱ ଦେଇ ଆସୁଛନ୍ତି। ମହିଳା ମାନଙ୍କ ଉନ୍ନତି ପାଇଁ ନୂତନ ଭାବେ " ମିଶନ ଶକ୍ତି ବିଭାଗ " ଓଡ଼ିଶା ଶାସନରେ ସାମିଲ ହୋଇଥିବା ପ୍ରକାଶ କରିଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପୋଲେଇ ନିଜ ବକ୍ତବ୍ୟରେ ପ୍ରଥମେ ବହୁ ସଂଖ୍ୟାରେ ମହିଳା ଯୋଗ ଦେଇଥିବା ଯୋଗୁ ଅଭିନନ୍ଦନ ଜଣାଇଥିଲେ। ନୂତନ ଓଡିଶା ଗଠନ ପାଇଁ ମହିଳାମାନେ ଆଗକୁ ଆସି ବିକାଶ ଧାରାକୁ ଆଗେଇ ନେବାକୁ ଆହ୍ଵାନ ଦେଇଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ପୋଲସରା ବ୍ଲକ ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ପୋଲସରା ବ୍ଲକ ୩୮ ଓ ୪୦ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତରାଇ ଓ ସୁଚିତ୍ରା ବିଷୋୟୀ, ବୁଗୁଡା ବ୍ଲକ ୪୨ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ, ଚିରିକିପଡା ଶାସନ ସରପଞ୍ଚ ସୁଜାତା ସାହୁ, ବୁଗୁଡାର ରଞ୍ଜିତା ପାଢ଼ୀ,ବୁଗୁଡା ଏନଏସି ମହିଳା ବିଜେଡି ସଭାନେତ୍ରୀ ମନ୍ଦାକିନୀ ସାହୁ,ବନିତା ମହାନ୍ତି ପ୍ରମୁଖ ନିଜ ନିଜ ବକ୍ତବ୍ୟ ରଖିଥିଲେ। ମହିଳା ଦିବସ କାର୍ଯ୍ୟକ୍ରମ ରେ ହଜାର ହଜାର ମହିଳା ଅଂଶ ଗ୍ରହଣ କରିଥିଲେ। ପରିଚାଳନାରେ ବୁଗୁଡା ନଗର ବିଜେଡି ସଭାପତି ରାଜେନ୍ଦ୍ର ପାଢ଼ୀ, କେ ତ୍ରିଲୋଚନ ଦୋରା, ସୁଧାଂଶୁ ଶେଖର ପାଢ଼ୀ, ହର ପ୍ରସାଦ ମହାପାତ୍ର, ରମଣ ନାହାକ , ଅମରେନ୍ଦ୍ର ସେନାପତି, ଏ ଡିଲେଶ୍ୱର ପାତ୍ର ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like