-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଭବିଷ୍ୟତ ସହ ଖେଳୁଛନ୍ତି କର୍ତ୍ତୃପକ୍ଷ: ଦୁଇ ବର୍ଷ ହେଲା ବାହାରିନି ପରୀକ୍ଷା ଫଳ, ଧାରଣାରେ ଛାତ୍ରଛାତ୍ରୀ

09-Mar-2021



ନୀଳଗିରି, (ପ୍ରେରଣା ଖବର) : ବାଲେଶ୍ଵର ଜିଲ୍ଲା ନୀଳଗିରି ମହାବିଦ୍ୟାଳୟରେ ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗର ଧନ୍ଦା ମୁଳକ ଶିକ୍ଷା ପାଇଁ ଏକ ବିଭାଗ ନୂଆକରି ୨୦୧୮/୧୯ ବର୍ଷରେ ଖୋଲିଥିଲା । କେନ୍ଦ୍ରସରକାରଙ୍କ ଏହି ଯୋଜନା ଛାତ୍ରଛାତ୍ରୀମାନଙ୍କୁ ଏକ ନିଯୁକ୍ତିର ସୁଯୋଗ ସୃଷ୍ଟି କରୁଥିଲା ।

ଛାତ୍ରଛାତ୍ରୀମାନେ ଆଗ୍ରହ ସହକାରେ ଏଡ଼ମିଶନ ନେଇ ପରୀକ୍ଷା ଦେଇଥିଲେ । ହେଲେ ୨୦୧୯ ମସିହାଠାରୁ ପ୍ରଥମ ସେମିଷ୍ଟାର ଦେଇଥିବା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଆଜି ପର୍ଯ୍ୟନ୍ତ ବାହାରି ପାରିନାହିଁ । ଇତି ମଧ୍ୟରେ ଭାରତ ସରକାରଙ୍କର ଦକ୍ଷତା ବିକାଶ ବିଭାଗ ପକ୍ଷରୁ, ଦୁଇଟି ସେମିଷ୍ଟାର ପରୀକ୍ଷାର ଫଳ ପ୍ରକାଶିତ କରାଯାଇଥିବା ବେଳେ ଫକୀର ମୋହନ ବିଶ୍ୱବିଦ୍ୟାଳୟର ପ୍ରଥମ ସେମିଷ୍ଟାରର ଫଳ ପ୍ରକାଶ କରିବାରେ ଅହେତୁକ ବିଳମ୍ବ ହୋଇଥିବା ଦେଖିବାକୁ ମିଳିଛି ।

ସମ୍ପୂର୍ଣ୍ଣ ଜିଲ୍ଲାରେ ନୀଳଗିରି କଲେଜର ଏହି ଶିକ୍ଷା ବିଭାଗ ଏକମାତ୍ର ହୋଇଥିବା ବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧୀନରେ ଯାଉଥିବାରୁ ଏଭଳି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ ଖେଳିବା ନେଇ କଲେଜରେ ଅସନ୍ତୋଷ ପ୍ରକାଶ ପାଇଛି । ବାରମ୍ବାର କଲେଜର ଅଧକ୍ଷ ଓ ବିଭାଗର ମୁଖ୍ୟ ବିଶ୍ୱବିଦ୍ୟାଳୟକୁ ଦୌଡ଼ି ଦୌଡ଼ି ପ୍ରତିଶ୍ରୁତି ପାଇବା ଛଡା କୌଣସି ସୁଫଳ ପାଇ ପାରିନଥିବା କୁହାଯାଉଛି । ଅନ୍ୟ ସ୍ଥାନରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଛାତ୍ରଛାତ୍ରୀ ମାନେ ଚାକିରୀ ପାଇଥିବା ବେଳେ ଏଠି ଡିଗ୍ରୀରେ ପିଲାମାନେ ପରୀକ୍ଷା ଫଳ ନପାଇ ନିଜର ଭବିଷ୍ୟତକୁ ଅନ୍ଧାର ଆଡ଼କୁ ଠେଲି ଦେଇଛନ୍ତି ।

ଆସନ୍ତା ୭ ଦିନ ଭିତରେ ଯଦି କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯାଏ ତାହେଲେ ବାଧ୍ୟହୋଇ ଛାତ୍ରଛାତ୍ରୀମାନେ ଧାରଣା ଦେବା ସହ ସମୂହ ଆତ୍ମହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି । ସୋମବାର ୪୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ନୀଳଗିରି କଲେଜ ଆଗରେ ଧାରଣା ଦେଇଛନ୍ତି । ଯେଉଁ ପର୍ଯ୍ୟନ୍ତ ପରୀକ୍ଷା ଫଳ ପ୍ରକାଶ ନପାଇଛି ସେ ପର୍ଯ୍ୟନ୍ତ ଧାରଣା ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି । ଖରାରେ ଧାରଣା ଦେଇଥିବାରୁ ଦୁଇଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡିଛି । ଏନେଇ ନୀଳଗିରି କଲେଜର ଅଧକ୍ଷ ନିଜର ଅସହାୟ ପ୍ରକାଶ କରିଥିବା ବେଳେ ପରୀକ୍ଷା କଣ୍ଟ୍ରୋଲ ବିଭାଗ ଓ ଭାଇସ ଚାନ୍ସଲେରଙ୍କ ମତାମତ ନେବାରୁ ସେ ଖୁବଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ