-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||     

HOME   ଜିଲ୍ଲା

କିଶୋରୀ ବାଳିକା ମାନଙ୍କ ଦ୍ଵାରା ଅଭିନବ ଉପାୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

09-Mar-2021



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା)
  ଚଳିତ ବର୍ଷର ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ସ୍ଵେଚ୍ଛାସବୀ ସଂଗଠନ ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା,ଓଡିଶା ଶ୍ରମଜୀବୀ ମଞ୍ଚ,ଆତ୍ମଶକ୍ତି ଟ୍ରଷ୍ଟ ନିଜର ସହଯୋଗୀ ନାଗରିକ ବିକାଶ ସଂଗଠନ ସହ କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ୍ କୋଲିଗାଁ ରେ 'ପଜ ଫର ଏ କଜ' ଭଳି ଏକ ନିଆରା କାର୍ଯ୍ୟକ୍ରମ ଆରମ୍ଭ କରିଛି ଯେଉଁଥିରେ କୋଲିଗାଁ ବସ୍ତିର କିଶୋରୀ ବାଳିକା ଏବଂ ମହିଳା ମାନେ ଯୋଗଦେଇଥିଲେ ।ଆମ ସମାଜରେ ବ୍ୟାପିଥିବା ଲିଙ୍ଗ ଭିତ୍ତିକ ହିଂସା କୁ ବର୍ଣ୍ଣନା କରିବା ପାଇଁ ଚରିତ୍ର ଗୁଡ଼ିକ ସହିତ ଏକ ନିର୍ଦ୍ଦିଷ୍ଟ ଡ୍ରାମା ଫର୍ମ 'ଫ୍ରିଜ୍ ଫ୍ରେମ୍' ପ୍ରଦର୍ଶନ କରିଥିଲେ।

ସେହିପରି ଏହାର ସହଯୋଗୀ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଏବଂ ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ଦ୍ଵାରା ପରିଚାଳିତ ରାଜ୍ୟର  ୧୭ ଟି ଜିଲ୍ଲାର ୮୪ ଟି ବ୍ଲକରେ ମଧ୍ୟ ସଂଗଠନ ଦ୍ଵାରା ପରିଚାଳିତ ମୋ ଚାଟଶାଳୀ (ରେମେଡିଆଲ କ୍ଲାସ୍) କେନ୍ଦ୍ରର ପିଲା ଏବଂସ୍ବେଛସେବୀ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ନେଇ ବିଭିନ୍ନ ଫ୍ରିଜ୍ ଫ୍ରେମ୍ ପ୍ରଦର୍ଶନ କରି ସମ୍ପ୍ରଦାୟରେ ଏକ ଅନ୍ତର୍ଭୁକ୍ତ ସମାଜ ପାଇଁ ବାର୍ତ୍ତା ବିସ୍ତାର କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ର  ଜୁନାଗଡ, ଗୋଲାମୁଣ୍ଡା,କୋକସରା, ନର୍ଲା, ଧର୍ମଗଡ ଏବଂ ଜୟପାଟନା ବ୍ଲକ ସଂଗଠନ ର କର୍ମକର୍ତ୍ତା ସହିତ ନେତୃବୃନ୍ଦ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026

You Might Also Like