-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କମଣ୍ଡ ଷ୍ଟିଲ ପ୍ଲାଣ୍ଟ ଉତ୍ପାଦନ କ୍ଷମତା ବୃଦ୍ଧି ନିମନ୍ତେ ଜନଶୁଣାଣୀ

09-Mar-2021



ଟେନସା, (ସମୀର ପାଢୀ): ରାଜ୍ୟ ପ୍ରଦୂଷଣ ବିଭାଗ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ କାଲଟା ଗ୍ରାମପଞ୍ଚାୟତ ର କମଣ୍ଡ ଗ୍ରାମରେ ଥିବା ମେସର୍ସ ରୁଙ୍ଗଟା ଲିମିଟେଡ଼ କମଣ୍ଡ ଷ୍ଟିଲ ପ୍ଲାଣ୍ଟ ଉତ୍ପାଦନ କ୍ଷମତା ବୃଦ୍ଧି ନିମନ୍ତେ ଆଜି ମଙ୍ଗଳବାର ଦିନ ମୁଣ୍ଡାସାହି ଅଙ୍ଗନବାଡ଼ି କେନ୍ଦ୍ର ଖେଳ ପଡ଼ିଆ ଠାରେ ଏକ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣୀ ରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋଡ଼ ରାଉରକେଲା ଆଞ୍ଚଳିକ ଅଧିକାରୀ ଡ଼. ପ୍ରକାଶ କୁମାର ମହାପାତ୍ର, ବୌଜ୍ଞାନିକ ଦୀପକ ସାହୁ, ବଣାଇ ଉପଜିଲ୍ଲାପାଳ ପ୍ରଦୀପ ଡାଙ୍ଗ, କୋଇଡା ବିଡ଼ିଓ ପପ୍ଲବୀରାଣୀ ରାଜ,ପ୍ରମୁଖ ଯୋଗ ଦେଇଥିଲେ ।ପ୍ରଥମେ କମଣ୍ଡ ଷ୍ଟିଲ ପ୍ଲାଣ୍ଟ ମୁଖ୍ୟ ପ୍ରଭନ୍ଧକ ପ୍ରଣୟ ଦେଉ ଷ୍ଟିଲ ଉତ୍ପାଦନ କ୍ଷମତା ବୃଦ୍ଧି ହେଲେ ପାରିପାର୍ଶ୍ବିକ ଅଞ୍ଚଳରେ କି ପ୍ରଭାବ ପଡିବ ଓ ଏହାର କିପରି ପ୍ରତିକାର କରାଯିବ ଏ ସମ୍ପର୍କରେ ଜନ ସାଧାରଣ ମାନଙ୍କୁ ଅବଗତ କରାଇବା ପରେ ଜନ ସାଧାରଣ ମାନଙ୍କ ଠାରୁ ମତାମତ ଲୋଡ଼ା ଯାଇଥିଲା । ପ୍ରଥମେ କମଣ୍ଡ ଗ୍ରାମର ଯୋଗେଶ୍ଵର ନାଏକ, କାଲଟା ସରପଞ୍ଚ ଭୀମସେନ ଚୌଦୁରୀ, ଭରତ ନାଏକ, ଚନ୍ଦ୍ରମଣୀ ପାତ୍ର, ଆନନ୍ଦ ବାରିକ, ଶତ୍ରୁଘନ ପାତ୍ର, କାଲଟା ଗ୍ରାମର ସନ୍ତୋଷ ସାହୁ,ପରମେଶ୍ବର ନାଏକ,କମଣ୍ଡ ଗ୍ରାମର କାଙ୍ଗାଳୁ ଘଣା, ସଞ୍ଜୟ ବେହେରା,  କୋଇଡା ବିଜେଡି ସଭାପତି ରବିନାରାୟଣ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟା ମିତାରାଣୀ ନାଏକ, କୋଇଡା ସରପଞ୍ଚ ସନ୍ଧ୍ୟାରାଣୀ ନାଏକ, ଟେନସା ସରପଞ୍ଚ ଅନୀତା ପୂର୍ତ୍ତି, ଡେଙ୍ଗୁଳା ପୂର୍ବତନ ସରପଞ୍ଚ ପ୍ରମିଳା ନାଏକ, ବଣାଇ ପୂର୍ବତନ ବିଧାୟକ ଜନାର୍ଦ୍ଦନ ଦେହୁରୀ,ବିଜେଡି ଜିଲ୍ଲା ଯୁବ ସଭାପତି ଅବିନାଶସୁମନ ବେଗେ, ବିଜେପି ଜିଲ୍ଲା ସଭାପତି ଅନୀଲ ବର୍ଲା, ମହେନ୍ଦ୍ର ଘଣା ସମେତ୧୦୦ରୁ ଉର୍ଦ୍ଧ ଲୋକ ରୁଙ୍ଗଟା ସଫକ୍ଷ ରେ ମତାମତ ଦେଇ ଥିଲେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଗ୍ରାମକୁ ପାନୀୟଜଳ,ବିଜୁଳି , ଆମ୍ବୁଲାନ୍ସ ଯୋଗାଣ, ରାସ୍ତା ଘାଟର ଉନ୍ନତି କରଣ,  ଖେଳ ପଡ଼ିଆର ଉନ୍ନତି କରଣ, ଅଧିକ ବୁକ୍ଷ ରୋପଣ ,ଗ୍ରାମରେ ଶିକ୍ଷକ ନିଯୁକ୍ତି ପୋଖରୀ ଖଣ୍ଡନ,କୁଶୁମୁଣ୍ଡି ରେ ବସ ଷ୍ଟାଣ୍ଡ ନିର୍ମାଣ  ଆଦିକୁ ଗ୍ରାମବାସୀ ମାନେ ଦାବି କରିଥିଲେ।ଷ୍ଟିଲ ଉତ୍ପାଦନ ବୃଦ୍ଧି ହେଲେ ସବୁ ଗ୍ରାମର ସମସ୍ତ ଦାବିକୁ ପୁରଣ କରାଯିବ ବୋଲି ରୁଙ୍ଗଟା କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ । କମଣ୍ଡ ଷ୍ଟିଲ ପ୍ଲାଣ୍ଟ ପକ୍ଷରୁ

ପ୍ରଶାସନ ବିଭାଗ ର ମୁଖ୍ୟ ରାମୁ ଅଗ୍ରୱାଲ, ପ୍ରଭନ୍ଧକ ପ୍ରଣୟ ଦେଉ, ଲୋଜଷ୍ଟିକ ମୁଖ୍ୟ ରାମପାଲ ଚୌଦୁରୀ, ବି.ବି ପଟେଲ, ବି.ଆର ମିଶ୍ର ସମେତ କମ୍ପାନୀ ର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।ସୁରକ୍ଷା ନିମନ୍ତେ ବଣାଇ ଅତିରିକ୍ତ ଏସ. ପି ମଜବୁର ରେହେମାନ ସମେତ ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like