-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ବିଶେଷ

ଜଙ୍ଗଲ ନିଆଁକୁ ନେଇ ପ୍ରଫେସର ସୁଜିତଙ୍କ ଉଦବେଗ,ପାଣିବୋହି, ଡାଳରେ ବାଡେଇ ନିଆଁ ଲିଭାଇଲେ

09-Mar-2021



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲାର ଜଙ୍ଗଲମାନଙ୍କରେ ବ୍ୟାପକ ପରିମାଣରେ ନିଆଁ ଲାଗି ବନସଂପଦ କ୍ଷତି ହେଉଛି । ଏହା ସହିତ ସବୁଆଡେ ଧୂଆଁମୟ ହୋଇ ପରିବେଶ ପ୍ରଦୁଷିତ ହେଉଛି । ଆଜି ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ରାସ୍ତାରେ ଗଲାବେଳେ ଜଙ୍ଗଲରେ ନିଆଁଲାଗିଥିବା ଦେଖି ଦିଲ୍ଲୀରେ ରହୁଥିବା ପ୍ରଫେସର ସୁଜିତକୁମାର ପୃଷେଠ ଗଭୀର ଉଦବେଗ ପ୍ରକାଶ କରିଥିଲେ । ମହିଳା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ସାଙ୍ଗରେ ଯାଉଥିବା ଭେଟନାରୀ ଅଫିସର ଡ.ସୁଜିତ ଶତପଥିଙ୍କ ସାଥିରେ ଓହ୍ଲାଇ ନିଆଁକୁ ଲିଭାଇଥିଲେ । ନିଜେ ପ୍ରଥମେ ଗଛର ଡାଳ ଭାଙ୍ଗି ଜଳୁଥିବା ନିଆଁକୁ ବାଡେଇ ଲିଭାଇଥିଲେ । ଏହା ସହିତ ଗାଡିରେ ଥିବା ପାଣି ନେଇ ବୋଟଲରେ ଜଳୁଥିବା ପତ୍ର ରେ ପକାଇଥିଲେ । ତଥାପି ସବୁ ନିଆଁ ଆୟତ ହୋଇନଥିବାରୁ ସ୍ଥାନୀୟ ଗାଁଲୋକ ଓ ଜଙ୍ଗଲ ବିଭାଗର ଫରେଷ୍ଟରଙ୍କୁ ଡାକି ବାଲଟି ଅଣାଇ ପାଣି ବୋହି ନିଆଁକୁ ଲିଭାଇଥିଲେ । ଲୋକଙ୍କର ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇ ପାରିଥିଲା । ପ୍ରଫେସର ଓ ଭେଟେନାରୀ ଡାକ୍ତରଙ୍କ ଉଦ୍ୟମକୁ ସ୍ଥାନୀୟ ଅଧିବାସୀ ପ୍ରଶଂସା କରିବା ସହିତ ନିଜେ ସମ୍ମିଳିତ ହୋଇ ନିଆଁ ଲିଭାଇବାରେ ସାହାର୍ଯ୍ୟ କରିଥିଲେ । ରାସ୍ତାକଡରେ ଥିବା ପତ୍ରା ଜଙ୍ଗଲରୁ ନିଆଁ ଲାଗିବା ଆରମ୍ଭ କରି ସଂରକ୍ଷିତ ଜଙ୍ଗଲକୁ ବ୍ୟାପୁଛି । ଫଳରେ ଜଙ୍ଗଲର ଔଷଧିୟ ବୃକ୍ଷ,ବନ୍ୟଜନ୍ତୁ,ସରୀସୃପ ନିଆଁରେ ପୋଡି ନଷ୍ଟ ହେଉଛନ୍ତି । ଏମାନଙ୍କୁ ରକ୍ଷାକରିବା ଆମ ସମସ୍ତଙ୍କର ଦାୟୀତ୍ବ ରହିଛି । ସ୍ଥାନୀୟଲୋକ ଓ ଜଙ୍ଗଲ ବିଭାଗର ସମ୍ମିଳିତ ଉଦ୍ୟମ ହେଲେ ଜଙ୍ଗଲ ନିଆଁକୁ ଆୟତ୍ତ କରିହେବ ବୋଲି ପ୍ରଫେସର ଡ.ସୁଜିତ କୁମାର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like