-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତ ଏକ ଧୁଆଁବାଣ, ଆସନ୍ତା କାଲି ଚାଷୀ ରାସ୍ତାରୋକ ଆନ୍ଦୋଳନ କରିବେ- ବିଜେପି

09-Mar-2021



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ) : ଭାରତୀୟ ଜନତା ପାର୍ଟି ବଲାଙ୍ଗୀର ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରାଜ ଖରୀଆର ଠାରେ ହେବାକୁ ଥିବା ସମାବେଶକୁ କଟୁ ସମାଲୋଚନା କରିଛନ୍ତି। କିଛିଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ଙ୍କ ସୁନ୍ଦରଗଡ଼ ଓ କଳାହାଣ୍ଡି ଗସ୍ତରେ ଘୋଷଣା କରାଯାଇଥିବା ୪ ହଜାର କୋଟି ଓ ୨ହଜାର କୋଟି ର ପ୍ରକଳ୍ପ ସବୁ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀ ମହାନ୍ତି l ବିଶେଷ କରି ବିଜେପୁର ବାଇଇଲେକ୍ସନ ରେ ଘୋଷଣା କରିଥିବା ଗଙ୍ଗାଧର ମେହେର ଜଳ ପ୍ରକଳ୍ପର କଣ ହେଲା ବୋଲି ସେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।
ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହା ଯାଉଥିବା ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ର ସୁନେଲି ସ୍ବପ୍ନ ଜିଲ୍ଲାବାସୀଙ୍କୁ 5-ଟି ସଚିବଙ୍କ ମାଧ୍ୟମରେ ଦେଖାଇବାକୁ ଚେଷ୍ଟା କରିଥିଲେ କିନ୍ତୁ ମାନ୍ୟବର ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓଙ୍କ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ ଯାହା କହିଲେ ତାହା ପ୍ରମାଣିତ କଲା ଯେ, ଏହା ଏକ ଧୁଆଁବଣ।

ସେହିପରି କଳାହାଣ୍ଡି ମେଡିକାଲ୍ କଲେଜ ର କଣ ହେଲା ? ଦୁଇ ଦୁଇଟି ଏମ୍ ଓ ୟୁ ସ୍ଵାକ୍ଷର କରି ଦୁଇ ଥର ଭୁଆଁ ବୁଲାଇଛନ୍ତି ମୁଖ୍ୟମନ୍ତ୍ରୀ।ଏଥିରୁ ସ୍ପଷ୍ଟ ପ୍ରମାଣିତ ହେଉଛି ଯେ, ଆସନ୍ତା କାଲି ହେବାକୁ ଥିବା ସମାବେଶରେ ମଧ୍ୟ ସେ ଏଭଳି ମିଛ ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଠକl ହେବ l ସରକାରୀ ତାହାବିଲ୍ ରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଶତାଧିକ ବିଧାୟକ ଓ ଦୁଇ ଡଯନ୍ ମନ୍ତ୍ରୀ ଙ୍କୁ ଦୀର୍ଘ ଏକ ସପ୍ତାହ ହେଲା ସମାବେଶ କୁ ସଫଳ କରିବାକୁ ଲଗେଛନ୍ତି l ଏହାକୁ ବିଜେପି ଦୃଢ଼ ନିନ୍ଦା କରୁଛି ବୋଲି ବିଜେପି ନେତା ଶ୍ରୀ ମହାନ୍ତି କହିଛନ୍ତି l
ବିଧାନ ସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଚାଷୀ ଉତ୍ପାଦନ କରିଥିବା ସମସ୍ତ ଧାନ କିଣିବାକୁ ପ୍ରତିଶ୍ରୁତି ଦେଲେ ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ଯେମିତି କୁ ସେମିତି ପଡି ରହିଛି।ଏହାକୁ ବିରୋଧ କରି ଆସନ୍ତା କାଲି ଚାଷୀ ବିଜେପି ସଙ୍ଗେ ମିଶି ରାସ୍ତାରୋକ କରିବ ବୋଲି ବିଜେପି ପକ୍ଷରୁ କଡା ଚେତାବନୀ ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026

You Might Also Like