-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

ପରାମର୍ଶଦାତାଙ୍କ ସେବା ମାନବୀୟ ଭାବାବେଗରେ ପରିପୂର୍ଣ୍ଣ

09-Mar-2021



 ସୋନପୁର,(ପ୍ରେରଣା ଖବର):  ଜୁନିଅର ରେଡକ୍ରସ ପରାମର୍ଶଦାତାଙ୍କ ସେବା ମାନବୀୟ ଭାବାବେଗରେ ପରିପୂର୍ଣ୍ଣ ହେଲେ ସମାଜର ମଙ୍ଗଳ ସାଧନ ହେବ ବୋଲି ସୋନପୁର ପଂଚାୟତ ନୋଡାଲ ହାଇସ୍କୁଲରେ ଉଦ୍‌ଯାପିତ ହୋଇଯାଇଥିବା ପଂଚ ଦିବସୀୟ ଜୁନିଅର ରେଡକ୍ରସ ପରାମର୍ଶଦାତା ତାଲିମ ଶିବିରରେ ଉପସ୍ଥିତ ଥିବା ଗଣ୍ୟମାନ୍ୟ ଅତିଥି ମାନେ ମତ ବ୍ୟକ୍ତ କରିଛନ୍ତି । ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ପୁଷ୍ପା ମିଞ୍ଜ ମୁଖ୍ୟ ଅତଥି ଭାବରେ ଯୋଗଦାନ କରି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସି ତାଲିମ ଗ୍ରହଣ କରିଥିବା ୩୦ ଜଣ ପରାମର୍ଶଦାତା ମାନେ ଆଗାମୀ ଦିନରେ ଜୁନିଅର ରେଡକ୍ରସ ୟୁନିଟ ଖୋଲି ଛାତ୍ରଛାତ୍ରୀ ମାନଙ୍କୁ ସମଜସେବା ପ୍ରତି ଆଗ୍ରହ ବଢାଇବାରେ ପଦକ୍ଷେପନେବାକୁ ପରାମର୍ଶ  ଦେଇଥିଲେ । ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ଘନଶ୍ୟାମ ମେହେରଙ୍କ ସଭାପତିତରେ  ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଉଲୁଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ ରାଜେନ୍ଦ୍ର କୁମାର ମିଶ୍ର, ଡୁଙ୍ଗୁରିପାଲି ଗୋଷ୍ଠୀ ଶିକ୍ଷାଧିକାରୀ ରାଧାକାନ୍ତ ଗଡତିଆ, ବରିଷ୍ଠ ସାଧନ କର୍ମି ସରୋଜ କାନ୍ତ ରଥ, ସଂପାଦକ ହିମାଂଶୁ ଶେଖର କର  ପ୍ରମୁଖ ଶିବିରାର୍ଥି ମାନଙ୍କୁ  ଉଦବୋଧନ ଦେଇଥିଲେ । ଶିବିରର ଦ୍ୱିତୀୟ ଦିବସରେ ସେକେଣ୍ଡାରି ଜଏଣ୍ଟ ଡାଇରେକଟର ମର୍କତ ରାଏ ଶିବିରାର୍ଥି ମାନଙ୍କୁ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମରେ ସ୍ୱେଚ୍ଛାକୃତ ଭାବରେ ଯୋଗଦାନ କରିବାକୁ ଆହ୍ୱାନ କରିଥିଲେ । ତୃତୀୟ ଦିବସରେ ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ଶିବିର ପରିଦର୍ଶନରେ ଆସି ନିଜର ଖୁସି ବ୍ୟକ୍ତ କରିଥିବା ସହିତ ମୁଣ୍ଡାଘାଟ ଗ୍ରାମରେ ଅବହେଳିତ ପରିବାରକୁ ମାସ୍କ, ସେନିଟାଇଜର ଏବଂ ହାଇଜିନ କିଟ ବଂଟନ କରିଥିଲେ । ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସ୍ୱାଗତ ଅଭିଭାଷଣ ଦେଇଥିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ସାଧନକର୍ମି ଝସକେତନ ମେହେର, ଅନ୍ତରାମ ପାଢୀ, ସୁରେଶ ପଧାନ, ପ୍ରମୋଦ କୁମାର ପଣ୍ଡା,ଉମାକାନ୍ତ ନାଗ, ନେସେନାଲ ଟ୍ରେନର ଡ.ସତ୍ୟ ନାରାୟଣ ହୋତା ପ୍ରମୁଖ ପରାମର୍ଶଦାତାଙ୍କୁ ବକ୍ତବ୍ୟ ଦେଇ ଉତ୍ସାହିତ କରିଥିଲେ । ଶିବିରାର୍ଥିମାନେ ରିକୋଭରି ପୋଜିସନ, ବ୍ୟାଣ୍ଡେଜ, ଏବଂ

ଶିବିରର ଅନୁଭୁତି ବର୍ଣ୍ଣନା କରିଥିଲେ । ଶିବିରରେ ଅଂଶଗ୍ରହଣ କରିଥିବା ୩୦ଜଣ ପରାମର୍ଶଦାତା ମାନଙ୍କୁ ଅତିଥିମାନେ ସାର୍ଟିଫିକେଟ,  ସ୍କାର୍ଫ, ୱାଗଲ ଏବଂ ବ୍ୟାଜ୍ ପ୍ରଦାନ କରିଥିଲେ । ଶିବିରକୁ ଜେଆରସିଓ ରବିଚନ୍ଦ୍ର ପଶାୟତ ଓ ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର ପରିଚାଳନା କରିଥିଲେ ।  ସାଧନକର୍ମି ଚନ୍ଦ୍ରମଣି ବାଘ, ଅନୁପ୍ରିୟା ମିଶ୍ର,ଚନ୍ଦ୍ର ଶେଖର ମହାପାତ୍ର, ହୃଷିକେଶ ଡାଙ୍ଗ, ଶେଷଦେବ ଛତ୍ର, ଧର୍ମଶାଳ ହାଇସ୍କୁଲର ସମସ୍ତ ଶିିକ୍ଷକ ଏବଂ ଶିକ୍ଷାକର୍ମଚାରୀ  କାର୍ଯ୍ୟକ୍ରମରେ ସହଯୋଗ  କରିଥିଲେ । ପରିଶେଷରେ ଧର୍ମଶଳା ହାଇସ୍କୁଲର ପ୍ରଧାନ ଶିକ୍ଷକ ଲୋକନାଥ ମେହେର   ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like