-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରୋଟାରୀ କ୍ଲବ ତରଫରୁ ୪୫ତମ ପ୍ରତିଷ୍ଠା ଦିବସ ତଥା ଆନ୍ତର୍ଜାତୀକ ମହିଳା ଦିବସ ପାଳିତ

09-Mar-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର): ବଲାଙ୍ଗିର ରୋଟାରୀ କ୍ଲବ ତରଫରୁ ୪୫ତମ ପ୍ରତିଷ୍ଠା ଦିବସ ତଥା ଆନ୍ତର୍ଜାତୀକ ମହିଳା ଦିବସ ମାରୱାଡି ସେବା ସଦନ ଠାରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ରାଜେଶ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ପୋଲିସ ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ବରିଷ୍ଠ ରୋଟାରିଆନ ବିଷ୍ଣୁ ପ୍ରସାଦ କେଡିଆ ସଭା ସଂଯୋଜନା କରିଥିବା ବେଳେ ମନୋନିତ ଅଧ୍ୟକ୍ଷ ସଂଜୟ ଅଗ୍ରୱାଲ ଧନ୍ୟବାଦ ଜ୍ଞାପନ କରିଥିଲେ । କ୍ଲବ ସଂପାଦକ କହ୍ନେଇଲାଲ ଅଗ୍ରୱାଲ ତଥା ଇନ୍‌ୱିଲ କ୍ଲବର ଅଧ୍ୟକ୍ଷା ସବିତା ଜୈନ ଏବଂ ସଂପାଦିକା ମୀରା ଗୋୟଲ ନିଜ ନିଜର ବକ୍ତବ୍ୟ ରଖିଥିଲେ । ମୁଖ୍ୟ ଅତିଥି ଶ୍ରୀ ରାଣା ସରକାରଙ୍କର ମହିଳାମାନଙ୍କ ପ୍ରତି ନିଆଯାଉଥିବା କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ଜନସାଧାରଣଙ୍କୁ ଜିଲ୍ଲା ପ୍ରଶାସନଙ୍କ ସହଯୋଗ କରିବା ପାଇଁ ନିବେଦନ କରିଥିଲେ । ମୁଖ୍ୟବକ୍ତା ଶ୍ରୀ କୁଶଲକର ବଲାଙ୍ଗିର ପୋଲିସ ଦ୍ୱାରା ମହିଳାମାନଙ୍କୁ ସବୁ ପ୍ରକାର ସୁରକ୍ଷା ଦେବା ସଙ୍ଗେ  ମହିଳାମାନଙ୍କ ପ୍ରତି ହେଉଥିବା ଅତ୍ୟାଚାରର ନିନ୍ଦ କରିବା ସଙ୍ଗେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଭର ପ୍ରତିଶୃତି ଦେଇଥିଲେ । ଏହି ସଭାରେ ଅଭିସ୍ମିତା ଶ୍ୟାମଳି ମିଶ୍ରଙ୍କ ସର୍ବଭାରତୀୟ ସ୍ତରରେ କ୍ଲାଟ ପରୀକ୍ଷାରେ ୭୬ ନମ୍ବର ପାଇଁ ଜିଲ୍ଲାକୁ ଗୌରବ ଆଣିଥିବାରୁ ତଥା ମାରୱାଡି ମହିଳା ସମିତି ଅଧ୍ୟକ୍ଷା ନିରୁଦେବି ଅଗ୍ରୱାଲଙ୍କୁ ସ୍ୱର୍ଗତ ଲଳିତ ନାୟକଙ୍କ ସ୍ମୃତି ଉଦ୍ଦେଶ୍ୟରେ ରକ୍ତଦାନ ଶିବିର ଏବଂ କୋଭିଡ୍ ୧୯ ସଚେତନତା ପାଇଁ ମାରାଥନ ଦୌଡ କରିଥିବାରୁ ମୁଖ୍ୟ ଅତିଥି ଏବଂ ମୁଖ୍ୟବକ୍ତା ସମ୍ବର୍ଦ୍ଧିତ କରିଥିଲେ । ଏହି ସଭାରେ ସହର ବିଶିଷ୍ଟ ବ୍ୟକ୍ତି ବିଶେଷ ତଥା ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ   17-Jun-2026
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026

You Might Also Like