-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ରେ ମେଡିକାଲ କଲେଜ ନିର୍ମାଣ ପ୍ରସଙ୍ଗ, ବେଦାନ୍ତ ସହ MoU ବାତିଲ କୁ କଳାହାଣ୍ଡି ବିଜେପି ର ତୀବ୍ର ନିନ୍ଦା |

09-Mar-2021



କଳାହାଣ୍ଡି (ସଞ୍ଜୀବ ଦାସ) ବେଦାନ୍ତ ସହ ବୁଝାମଣା ପତ୍ର ବାତିଲ କରି କଳାହାଣ୍ଡି ଜିଲ୍ଲା ଭଙ୍ଗାବାରି ଠାରେ  ପ୍ରସ୍ତାବିତ ମେଡିକାଲ କଲେଜ ନିର୍ମାଣ କୁ ରାଜ୍ୟ ସରକାର  ଅନିଶ୍ଚିତତା ମଧ୍ୟ କୁ ଠେଲି ଦେଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ  |  ଆଦିବାସୀ ବହୁଳ କଳାହାଣ୍ଡି ବାସି ଙ୍କ ସରଳତା ର  ସୁଯୋଗ  ନେଇ ଜିଲ୍ଲା ବାସୀଙ୍କୁ ପ୍ରତାରିତ କରିଛନ୍ତି ରାଜ୍ୟ ସରକାର | ଫଳ ରେ ଜିଲ୍ଲା ବାସୀଙ୍କ ବହୁ ଦିନ ର ଆଶା ଓ ସ୍ବପ୍ନ ପୁଣି ଥରେ ଧୂଳିସାତ ହୋଇଛି ବୋଲି ଅଭିଯୋଗ କରିଛନ୍ତି ଶ୍ରୀ ନାୟକ  | ମୁଖ୍ୟମନ୍ତ୍ରୀ କେବଳ କଳାହାଣ୍ଡି ଜିଲ୍ଲା ରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବୋଲି ଭବାନୀପାଟଣା ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ରେ କହିଛନ୍ତି ପ୍ରଦୀପ୍ତ ନାୟକ |       ଭଗାଂବାରୀ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ୨୦୧୮ ମସିହାରେ  ମେଡିକାଲ କଲେଜ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର  ଦେଇଥିଲେ । ୫ ଶହ ଶର୍ଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ପ୍ରାଥମିକ ଆବଶ୍ୟକ ୩୫୦ କୋଟି ରୁ ରାଜ୍ୟ ସରକାର ୨୫୦ କୋଟି ତଥା ବେଦାନ୍ତ ୧୦୦ କୋଟି ପ୍ରଦାନ ପାଇଁ ଚୁକ୍ତି ରହିଥିଲା । ବର୍ତମାନ ଭଗାଂବାରୀ ଠାରେ ସରକାର ଦେଇଥିବା ଅନୁଦାନ ରେ ମେଡିକାଲ କଲେଜ ର ନିର୍ମାଣ ୬୦ ପ୍ରତିଶତ ଶେଷ ହୋଇଛି  ।  ହେଲେ ହଠାତ ସରକାର ବେଦାନ୍ତ ଦେବାକୁ ଥିବା ୧୦୦ କୋଟି ର ବିଳମ୍ବ ତଥା କାର୍ଯ୍ୟ ବିଳମ୍ବ  ଯୋଗୁଁ ଚୁକ୍ତି ବାତିଲ ନିଷ୍ପତି ମେଡିକାଲ କଲେଜ ପ୍ରତିଷ୍ଠାକୁ ନେଇ ପୁଣି ଅନିଶ୍ଚିତତା ଦେଖାଯାଇଛି । ତେଣୁ ଜିଲ୍ଲା ବାସୀଙ୍କୁ ଏହିଭଳି ପ୍ରତାରଣା ନ କରିବା ପାଇଁ ଚେତାବନୀ ଦେଇଛନ୍ତି ବିରୋଧୀଦଳ ନେତା ଶ୍ରୀ ନାୟକ  |  ପୁର୍ବରୁ କଳାହାଣ୍ଡି ର ଜାରିଙ୍ଗ ଠାରେ  ପ୍ରଥମେ  ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ  ୨୦୦୯ ମସିହା ରେ  ତାମିଲନାଡୁ ର ସେଲଭମ ଚେରଟେବୁଲ ଟ୍ରଷ୍ଟ ଓ ପଶ୍ଚିମ ଓଡିଶା ବିକାଶ ପରିଷଦ  ପିପିପି ମୋଡ ରେ କଲେଜ ଆରମ୍ଭ ପରେ ବନ୍ଦ ହେଵା ଏଂବ ବର୍ତମାନ ଏହିଭଳି ପଦକ୍ଷେପ ଜିଲ୍ଲା ବାସୀଙ୍କୁ ମର୍ମାହତ କରିଛି ବୋଲି ସେ କହିଛନ୍ତି  । ତେବେ କେନ୍ଦ୍ର ସରକାର ଙ୍କ ସହାୟତା ରେ ଅତିଶୀଘ୍ର କଳାହାଣ୍ଡି ଜିଲ୍ଲା ରେ ମେଡିକାଲ କଲେଜ ନିର୍ମାଣ ହେବ ବୋଲି ସେ ପ୍ରତିଶୁତି ଦେଇଛନ୍ତି  | ଏହି ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି,  ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମିତାରାଣୀ ସାହୁ,  ଉପାଧ୍ୟାକ୍ଷ ଭବସିନ୍ଧୁ ମଙ୍ଗରାଜ,  ବ୍ଲକ ଅଧ୍ୟକ୍ଷା ସନ୍ତୋଷୀ ଦାସ,   ଉପ ସଭାପତି ବଦ୍ରି ପଟନାୟକ,  ପ୍ରଶାନ୍ତ ସାହୁ,  ସାଧାରଣ ସମ୍ପାଦକ ଯୁଗଳ ପୋଢ଼ ଜୟଶଙ୍କର ନାୟକ, ବରିଷ୍ଠ ନେତା ଭବେନ୍ଦ୍ର ପଣ୍ଡା, ରମେଶ ମାଝୀ,   ଭାନୁ ପ୍ରକାଶ ରଥ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like