-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ମହାନଗର

ଛାତ ଉପରେ ଝିଅ, ତଳୁ ଦଉଡ଼ିରେ ବାନ୍ଧି ଖାଦ୍ୟ ଓ ପାଣି ପଠାଉଛନ୍ତି ବାପା: ଶାଶୂଘରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ଡାକ୍ତରଙ୍କ ପତ୍ନୀ

09-Mar-2021



ବ୍ରହ୍ମପୁର (କୁମୁଦ ରଂଜନ ବେହେରା): ଶାଶୁ ଘରେ ବୋହୂକୁ ନିର୍ଯାତନା। ବ୍ରହ୍ମପୁରରେ ଡାକ୍ତରଙ୍କ ପତ୍ନୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଶାଶୂଘର ଲୋକେ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଛନ୍ତି। ଖାଇବାକୁ ନଦେଇ ଘରେ ବନ୍ଦୀ କରି ରଖିଥିବା ବଖାଣିଛନ୍ତି। ଯେତେବେଳେ କି ବାପଘର ଲୋକେ ଝିଅକୁ ଦଉଡିରେ ଉପର ମହଲାକୁ ଖାଦ୍ୟ ଓ ପାଣି ପଠାଇବା ଭିଜୁଆଲ ମଧ୍ୟ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ଚର୍ଚ୍ଚା ସେହି ସମୟରେ ଆସିଛି ଯେତେବେଳେ ଘରୋଇ ହିଂସାକୁ ନେଇ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। 

ଡାକ୍ତର ସ୍ବାମୀ , ବ୍ୟାଙ୍କର ଶ୍ବଶୂର, ଶିକ୍ଷୟତ୍ରୀ ଶାଶୁ। ଉଚ୍ଚ ଶିକ୍ଷିତା ବୋହୁ।  ହେଲେ ଘରକଥା ଏରୁଣ୍ଡି ଡେଇଁ ଥାନା ଫାଣ୍ଡିଯାଏଁ ଗଲାଣି। ଚାରିଆଡ଼େ ଭିଡିଓ ବୁଲିଲାଣି । ଛାତ ଉପରେ ଝିଅ।  ତଳେ ଦଉଡ଼ିରେ ଖାଇବା-ପିଇବା ପଠାଉଛନ୍ତି ବାପା।  ବୋହୁକୁ କୁଆଡେ ସ୍ବାମୀ, ଶାଶୁ, ଶ୍ବଶୁର ଓ ପରିବାରର ଅନ୍ୟ ସଦସ୍ୟ ଘରେ ତାଲା ପକାଇ ଦେଇଛନ୍ତି। ବୋହୁ ଘରୁ ବାହାରକୁ ନଯାଇପାରି ଉପର ମହଲାରେ ଏକୁଟିଆ ରହୁଛନ୍ତି। ଡାକ୍ତର ଶାନ୍ତି ଭୂଷଣ ପାଠୀଙ୍କ ସହ ୨୦୧୫ ଫେବୃୟାରୀ ୨ରେ ନିବେଦିତା ସାହୁଙ୍କ ବିବାହ ହୋଇଥିଲା । ବିବାହର କିଛି ବର୍ଷ ପରେ ତାଙ୍କୁ ନିର୍ଯାତନା ଦିଆଯଉଥିବା ସେ ଅଭିଯୋଗ କରିଛନ୍ତି। ପୋଲିସ, ପ୍ରଶାସନ ଓ ମହିଳା କମିଶନଙ୍କ ବି ଦ୍ବାରସ୍ଥ ହୋଇଛନ୍ତି।  ଗତକାଲି ମହିଳା ଦିବସରେ ନ୍ୟାୟ ପାଇଁ ନିବେଦିତା ଶାଶୁ ଘର ବାରଣ୍ଡାରେ ଧାରଣା ଦେଇଥିଲେ ।  ଆଜି ଶାଶୁ ଘର ଲୋକେ ତାଙ୍କୁ ସେଠାରୁ ଉଠାଇ  ତାଲା ପକାଇ ଦେଇଥିବା ସେ ଅଭିଯୋଗ କରିଛନ୍ତି । ଏନେଇ ନିବେଦିତାଙ୍କ ବାପା ତିବ୍ର ପ୍ରତିକ୍ରିୟା ପ୍ରକାଶ କରିଥିବା ବେଳେ ତାଙ୍କ ଶାଶୁ ଶ୍ବଶୁରଙ୍କ ପକ୍ଷରୁ କିଛି ପ୍ରତିକ୍ରିୟା ମିଳିପାରିନାହିଁ।

ଯୌତୁକ, ବଧୁନିର୍ଯାତନା ମାମଲା ଥାନା ଡେଇଁ କୋର୍ଟ କଚେରୀ ଯାଏଁ ଯିବା ବାରମ୍ବାର ଘଟୁଛି। ତେବେ ସୁପ୍ରିମକୋର୍ଟ ଆଜି ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ। ଶାଶୂ ଘରେ ମହିଳାଙ୍କ ବିରୋଧରେ ମାରପିଟ୍ ଭଳି କୌଣସି ହିଂସା ହେଲେ ଏଥିପାଇଁ ଦାୟୀ ରହିବେ ସ୍ବାମୀ। କୌଣସି ଶାରିରୀକ କିମ୍ବା ମାନସିକ ନିର୍ଯାତନା ଦିଆଯଉଥିବା ବେଳେ ସ୍ବାମୀ ସିଧାସଳଖ ଏଥିରେ ସଂପୃକ୍ତ ନଥିଲେ ବି ତାଙ୍କୁ ଏଥିପାଇଁ  ଦାୟୀ କରାଯିବ । ଲୁଧିଆନାର ଜଣେ ମହିଳା ଶାଶୂ ଘରେ ନିର୍ଯାତନା ଅଭିଯୋଗର ଶୁଣାଣି କରି ସୁପ୍ରିମ୍‌କୋର୍ଟ ଏହି ରାୟ ଦେଇଛନ୍ତି 

ଭାରତରେ ପ୍ରତି ୩ ଜଣରେ ଜଣେ ମହିଳା ଘରୋଇ ହିଂସାର ଶିକାର ହୁଅନ୍ତି । ଏହାକୁ ରୋକିବାକୁ ୨୦୦୫ ରେ ଘରୋଇ ହିଂସା ବିରୋଧରେ ସ୍ବତନ୍ତ୍ର ଆଇନ ପ୍ରଣୟନ ହୋଇଛି । ହେଲେ ବି ଦେଶରେ ଅନେକ ମହିଳା ନିର୍ଯାତନାର ଶିକାର ହେଉଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like