-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଦେଶ ବିଦେଶ

ଗୋଟିଏ ଗଛରେ ଚଢ଼ିଗଲେ କଳା ଚିତାବାଘ ଏବଂ କଲରା ପତରିଆ ବାଘ, ଭିଡିଓ ଭାଇରାଲ୍‌

09-Mar-2021



ବେଙ୍ଗାଲୁରୁ,(ପ୍ରେରଣା ଖବର ବ୍ୟୁରୋ) : ସୋସାଲ୍‌ ମିଡିଆରେ ଜୀବଜନ୍ତୁଙ୍କୁ ନେଇ ଅନେକ ମଜାଦାର ଏବଂ ହୃଦୟସ୍ପର୍ଶୀ ଭିଡିଓ ଆପଣମାନେ ଦେଖିଥିବେ । ଟ୍ୱିଟରରେ କିଛି ବ୍ୟବହାରକାରୀ ଜୀବଜନ୍ତୁଙ୍କ ଭିଡିଓ ଏବଂ ଫଟୋ ସେୟାର କରି ଏହାକୁ ଭାଇରାଲ୍‌ କରିଥାନ୍ତି । ସେହିପରି ଏକ ଭିଡିଓ ଏବେ ଟ୍ୱିଟରରେ ଭାଇରାଲ୍‌ ହେବାରେ ଲାଗିଛି ।

ଓହି ଭିଡିଓଟି କର୍ଣ୍ଣାଟକର କାବିନୀ ଅଭୟାରଣ୍ୟର ହୋଇଥିବା ଜଣାପଡ଼ିଛି । ଏଥିରେ ଏକ ବ୍ଲାକ୍‌ ପାନ୍ଥର ବା କଳା ଚିତାବାଘ ଏବଂ ଗୋଟିଏ କଲରା ପତରିଆ ବାଘ ପରସ୍ପରକୁ ତୀକ୍ଷ୍ନ ନଜରରେ ଚାହୁଁଥିବା ଦେଖିବାକୁ ମିଳୁଛି ।

ଇନ୍‌ଫୋସିସ୍‌ର ସହ ସଂସ୍ଥାପକ ନନ୍ଦନ ନିଲେକାନି ଏହି ଭିଡିଓଟିକୁ ଟ୍ୱିଟରରେ ଅପଲୋଡ କରିଥିବା ଜଣାପଡ଼ିଛି । ଏଥିରେ ବ୍ଲାକ୍‌ ପାନ୍ଥର ଏବଂ ଚିତାବଘ ଗୋଟିଏ ଗଛରେ ଚଢ଼ିଥିବା ଦେଖାଯାଉଛି । ଏହି ଗୋଟିଏ ମିନିଟ୍‌ର ଭିଡିଓରେ ଉଭୟ ପରସ୍ପରକୁ ବାରମ୍ୱାର ଚାହୁଁଥିବା ଦେଖାଯାଉଛି ।

ଏହି ଭିଡିଓକୁ ସେୟାର କରି ନିଲେକାନି ଲେଖିଛନ୍ତି ଯେ, ଏହାକୁ ସେ ମାର୍ଚ୍ଚ ମାସ ୬ ତାରିଖରେ କାବିନୀ ଅଭୟାରଣ୍ୟରେ ଦେଖିଥିଲେ । ଏଥିରେ ଦୁଇ ମହାବଳ ଜୀବଙ୍କ ମଧ୍ୟରେ ତିକ୍ତତା ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଏବଂ ଦୁହେଁ ଦୁହିଁକୁ କ୍ରୋଧରେ ଚାହୁଁଥିବା ସେ ଲେଖିଛନ୍ତି । ଏହି ଫଟୋର କ୍ରେଡିଟ୍‌ ସେ ବିଜୟ ପ୍ରଭୁଙ୍କୁ ଦେଇଛନ୍ତି ।

ତେବେ ଏହା ଟ୍ୱିଟର୍‌ରେ ଅପଲୋଡ୍‌ ହେବା ପରେ ଭାଇରାଲ୍‌ ହେବାରେ ଲାଗିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଭିଡିଓକୁ ୧ ଲକ୍ଷରୁ ଅଧିକ ଲୋକ ଦୋଖି ସାରିଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like